banner
Breaking

ଭୁବନେଶ୍ୱରରେ ପୁଣି ଫୁଟିଲା ଗୁଳି।

0

ଭୁବନେଶ୍ୱର, ୭ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କହିବାକୁ ଗଲେ ଅପରାଧର ପେଣ୍ଠସ୍ଥଳୀ ପାଲଟିଛି ରାଜଧାନୀ ଭୁବନେଶ୍ୱର । ଏହାରି ମଧ୍ୟରେ ଆଜି ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ସରକନ୍ତରାରେ ଗୁଳିମାଡ ହୋଇଛି । ବାପ-ପୁଅଙ୍କ ଉପରରେ ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଛି । ଜମିବାଡ଼ି ବିବାଦକୁ ନେଇ ଗୁଳିକାଣ୍ଡ ହୋଇଥିବା ସୂଚନା ମିଳିଛି । ଉଭୟ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଏହି ଘଟଣାର ଛାନଭିନ କରୁଛି ।

Khansweb Solution Bhubaneswar

Leave A Reply

Your email address will not be published.