banner
Breaking

ଭୁବନେଶ୍ୱରରୁ ସୁରତ ଉଡିବ ବିମାନ।

0

ଭୁବନେଶ୍ୱର,୨୫/୧୧(ଓଡ଼ିଆ ନ୍ୟୁଜ) ଜାନୁଆରୀ ୨୦ ତାରିଖରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ବିମାନ ଚଳାଚଳ କରିବ। ଏୟାର ଇଣ୍ଡିଆ ଏହି ବିମାନ ସେବା ଯୋଗାଇବ।

ସୋମବାର ଓ ଗୁରୁବାର ଭୁବନେଶ୍ୱରରୁ ବିମାନ ଛାଡ଼ିବ। ସେହିପରି ସୁରଟରୁ ଶୁକ୍ରବାର ଓ ରବିବାର ବିମାନ ଛାଡ଼ିବ। ବେଙ୍ଗାଲୁରୁ-ଭୁବନେଶ୍ୱର-ସୁରଟ ମଧ୍ୟରେ ଏହି ବିମାନ ଚଳାଚଳ କରିବ।
ଏହି ନିଷ୍ପତ୍ତି ପରେ ଏୟାର ଇଣ୍ଡିଆ ସିଏମଡିଙ୍କୁ ଟ୍ୱିଟ୍ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଧନ୍ୟବାଦ ଜଣାଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.