banner
Breaking

ଭୁବନେଶ୍ୱରରୁ ଆଜି ୪୧୩ ଆକ୍ରାନ୍ତ ଚିହ୍ନଟ ଏବଂ ୪୨୯ ସୁସ୍ଥ।

0

ଭୁବନେଶ୍ୱର,୧୧।୯(ଓଡ଼ିଆ ନ୍ୟୁଜ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୨ ଜଣ ଚିହ୍ନଟ ହୋଇଥିବାବେଳେ ୩୦୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୫୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦୧୮୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫୮ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୫୧୧୦ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.