ଭଦ୍ରକ ,୨୩।୧: ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ତେବେ ପୋଲିସ ଆଖିରେ ଧୂଳି ଦେଇ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ସୂଚନାନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକମହଲା ଅଞ୍ଚଳରେ ଏକ ଘରେ ନକଲି ଜର୍ଦ୍ଦା କାରଖାନା ଚାଲୁଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ରାତିରେ ପୁରୁଣାବଜାର ପୋଲିସର ଏକ ଟିମ ଚଢ଼ାଉ କରି, ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା, ବିଭିନ୍ନ ନାମୀଦାମୀ କମ୍ପାନୀର ଲୋଗୋ, ଯନ୍ତ୍ରାଂଶ ସହ ଏଥିରେ ବ୍ୟବହୃତ ଅନେକ ସାମଗ୍ରୀ ଜବତ କରିଛି। ମାତ୍ର ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଥିବା ଜଣାପଡିଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
