banner
Breaking

୨୯ରୁ ବିଧାନସଭା ଅଧିବେଶନ। ରବିବାରରେ ବି ଛୁଟି ନାହିଁ।

0

ଭୁବନେଶ୍ୱର,୧୪।୯(ଓଡ଼ିଆ ନ୍ୟୁଜ): ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ଏହି ଅଧିବେଶନ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ। ଏଥର ମୌସୁମୀ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ତେବେ ଅକ୍ଟୋବର ୪ ରବିବାର ଛୁଟି ଦିବସ ପଡୁଥିଲେ ମଧ୍ୟ ବିଧାନସଭା ଅଧିବେଶନ ବସିବ। କିନ୍ତୁ ଅକ୍ଟୋବର ୨ରେ ଗାନ୍ଧି ଜୟନ୍ତୀ ଦିନ ଅଧିବେଶନ ବନ୍ଦ ରହିବ। ଆଜି ମୌସୁମୀ ଅଧିବେଶନ ନେଇ ବିଧାନସଭା ସଚିବଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.