ଭୁବନେଶ୍ୱର,୭।୧୨(ବ୍ୟୁରୋ): ଷଷ୍ଠ ଦିନରେ ବି ଚାଲି ପାରିଲାନି ବିଧାନସଭା। ମଙ୍ଗଳବାର ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ଧରି ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଅପରାହ୍ନ ୪ଟା ଯାଏ ଗୃହକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ଘୋଷଣା କରିଛନ୍ତି। ମମିତା ନ୍ୟାୟ ପାଇଁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିରୋଧୀ ହୋହଲ୍ଲା କରିଛନ୍ତି।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
