banner
Breaking

ବସିଲା ସର୍ବଦଳୀୟ ବୈଠକ

0

ଭୁବନେଶ୍ୱର : ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଏହାପୂର୍ବରୁ ସୋମବାର ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି। ତେବେ ବଜେଟ ଅଧିବେଶନ କିଭଳି ସୁରୁଖୁରୁରେ ଚାଲିବ ସେନେଇ ବୈଠକରେ ବିସ୍ତୁତ ଭାବରେ ଆଲୋଚନା ହୋଇଛି। ବୈଠକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ପ୍ରଣବ ପ୍ରକାଶ ଦାସ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଉପସ୍ଥିତ ଥିଲେ।

ବିଧାନସଭାର ବଜେଟ ଅଧିବେଶନ ପ୍ରଥମ ପର୍ଯ୍ୟାୟ ମଙ୍ଗଳବାରଠୁ ଆରମ୍ଭ ହେବ। ଚଳିତ ବର୍ଷ ୨ଟି ପର୍ଯ୍ୟାୟରେ ବଜେଟ ଅଧିବେଶନ ବସିବ। ପ୍ରଥମ ପର୍ଯ୍ୟାୟ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ। ତେବେ ଫେବୃୟାରୀ ୨୪ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩- ୨୪ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କ

Khansweb Solution Bhubaneswar

Leave A Reply

Your email address will not be published.