banner
Breaking

ପୁଣି ବିଧାନସଭାରେ ନବ ଝଡ଼, ଗୃହ ମୁଲତବୀ

0

ଭୁବନେଶ୍ୱର : ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହୋଇଥିବା ବେଳେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ॥ ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀ ହୋହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।
ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ମଧ୍ୟ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ ବିରୋଧୀ। ଯାହା ପରେ ଗୃହକୁ ୧୧.୩୦ ଯାଏ ମୁଲତବୀ ରଖାଯାଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.