ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ନୂତନ ବିମାନ ସେବା ଭେଟି ଦେଇଛନ୍ତି ରାଜ୍ୟ ସରକାର। ଏଣିକି ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ନେଇ ଶୁକ୍ରବାର ୫ଟି ସଚିବ ଭି.କେ. ପାଣ୍ଡିଆନ୍ ଘୋଷଣା କରିଛନ୍ତି। ଏହି ବହୁ ପ୍ରତୀକ୍ଷିତ ବିମାନ ଉଡ଼ାଣ ନିମନ୍ତେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ ବୁକିଂର ଶୁଭାରମ୍ଭ କରିବେ। ତେବେ ମେ’ ୧୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଦୁବାଇକୁ ପ୍ରଥମ ବିମାନ ଉଡ଼ିିବ। ସେହିପରି ଦୁବାଇ ପରେ ଖୁବଶୀଘ୍ର ସିଙ୍ଗାପୁର ଓ ବ୍ୟାଙ୍କକ୍ ମଧ୍ୟରେ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
