banner
Breaking

ବିଜେପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

0

ଭୁବନେଶ୍ୱର,୨୩/୯(ଓଡ଼ିଆ ନ୍ୟୁଜ): ବିଜେପୁର ଉପନିର୍ବାଚନ ନେଇ ରିଟଣ୍ଣି° ଅଧିକାରୀଙ୍କ ଦ୍ବାରା ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ସୋମବାର ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇ ଆସନ୍ତା ୩୦ ତାରିଖ ଯାଏଁ ଚାଲିବ । ଏହାପରେ ଅକ୍ଟୋବର ୧ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଅକ୍ଟୋବର ୩ ତାରିଖ ରହିଛି ।
ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ୨୪ରେ ଭୋଟ୍ ଗଣତି ହେବ । ୨୭ ଅକ୍ଟୋବର ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ ବୋଲି ସିଇସି ଘୋଷଣା କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.