banner
Breaking

ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା।

0

ଭୁବନେଶ୍ବର,୧୫/୯(ଓଡ଼ିଆ ନ୍ୟୁଜ):ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା।  ଏ ନେଇ ସେ ଗତକାଲି ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଯେଉଁ ମାନେ ଗତ କିଛି ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କରୋନା ପରୀକ୍ଷା କରାଇ ନିଅନ୍ତୁ ବୋଲି ବିଧାୟକ ପ୍ରଦୀପ ମହାରଥୀ ତାଙ୍କ ସୋଶିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.