banner
Breaking

ଦୁଇ ଦିନ ବନ୍ଦ ରହିବ ପେଟ୍ରୋଲ ଟାଙ୍କି

1

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଜିଠୁ ଦୁଇ ଦିନ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ସରକାର ଟାକ୍ସ କମାଇବା ଦ୍ୱାରା ପେଟ୍ରୋଲ ପମ୍ପ ଡିଲର୍ସମାନେ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହୁଛନ୍ତି। ଏଥିପାଇଁ ତୈଳ କମ୍ପାନୀମାନଙ୍କଠାରୁ କ୍ଷତିପୂରଣ ଦାବି କରିଛନ୍ତି। ଦାବିପୂରଣ ନ ହେଲେ ଆଗାମୀ ଦିନରେ ତୈଳ କମ୍ପାନୀ ବିରୋଧରେ ଆଇନର ସହାୟତା ନିଆଯିବ ବୋଲି କୁହାଯାଇଛି। ଦୁଇ ଦିନ ଧରି ତୈଳ କମ୍ପାନୀମାନଙ୍କ ଠାରୁ କୌଣସି ପ୍ରଡକ୍ଟ କିଣା ହେବ ନାହିଁ ବୋଲି ଡିଲର୍ସ ଆସୋସିଏଶନ ପକ୍ଷରୁ କୁହାଯାଇଛି।

Khansweb Solution Bhubaneswar
1 Comment
  1. mitolyn reviews says

    **mitolyn reviews**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.