banner
Breaking

କ୍ୟାବିନେଟରେ ୧୫ ପ୍ରସ୍ତାବକୁ ଅନୁମୋଦନ

0

ଭୁବନେଶ୍ବର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ମୋଟ୍‌ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ ପାଇଁ ଓଡ଼ିଶା ପ୍ରାୟୋଜକ ରହିବ । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ ୬ ଲେନ ବିଶିଷ୍ଟ କଟକ ରିଙ୍ଗ ରୋଡ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ସେହିପରି ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ, ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି।

Khansweb Solution Bhubaneswar

Leave A Reply

Your email address will not be published.