banner
Breaking

କଟକରୁ ଷଷ୍ଠ ପଜେଟିଭ। କଟକ ୪୮ ଘଣ୍ଟା ସଟଡାଉନ।

0

ଭୁବନେଶ୍ୱର,୩।୪(ଓଡ଼ିଆ ନ୍ୟୁଜ): ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଶୁକ୍ରବାର ଚିହ୍ନଟ ହୋଇଛନ୍ତି। ସେ କଟକର ହୋଇଥିବା ବେଳେ ଦିଲ୍ଲୀ ଗସ୍ତ କରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଏଥି ସହିତ କଟକକୁ ମଧ୍ୟ ଭୁବନେଶ୍ୱର ଭଦ୍ରକ ଭଳି ସଟଡାଉନ କରାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଟୁଇଟ କରି ଜଣାଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.