banner
Breaking
Browsing Category

ଜିଲ୍ଲା

ଇଞ୍ଜଣାରେ ଭାଗବତ ଯାତ୍ରା ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ଇଞ୍ଜଣା ଗ୍ରାମରେ ଗ୍ରାମ ମଙ୍ଗଳ କମିଟି ପକ୍ଷରୁ ଆୟୋଜିତ ଭାଗବତ ଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଗ୍ରାମର ସଭାପତି ପ୍ରଦୀପ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗ…
Read More...

୧୨ ନମ୍ବର ଓ୍ବାର୍ଡରେ ଧୁମଧାମରେ ପାଳିତ ହେଲା ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,- ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓାର୍ଡରେ ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ନିୟୁ ଗଭର୍ଣ୍ଣମେଣ୍ଟ କଲୋନୀ ସ୍ଥିତ ଓାର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବର୍ଣ୍ଣାଢ୍ୟ ଆଲୋକମାଳା ଭିତରେ ଧୁମଧାମରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୨ ନମ୍ବର ଓାର୍ଡର…
Read More...

ଆଇନଜୀବୀଙ୍କ ଇଫତାର୍ ପାର୍ଟି

ଭୁବନେଶ୍ୱର : ପବିତ୍ର ରମ୍‌ଜାନ୍ ମାସ ଅବସରରେ କଳିଙ୍ଗ ଟ୍ରଷ୍ଟ ଆନୁକୂଲ୍ୟରେ ଚନ୍ଦ୍ରଶେଖରପୁର ନିଳାଦ୍ରୀ ବିହାର ସ୍ଥିତ ଗ୍ରାଣ୍ଡ ଲୁମ୍ବିନୀ ପରିସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଆଇନ୍‌ଜୀବୀ ମାନଙ୍କର ଇଫତାର ପାର୍ଟି ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ଡ. ମଧୁମାଧବ ଜେନାଙ୍କ…
Read More...

ଭ୍ରାମ୍ୟମାଣ ଜଳଛତ୍ର ସେବା ଉଦ୍‌ଘାଟିତ

ଭୁବନେଶ୍ୱର - ଶ୍ରୀ ଶିରିଡି ସାଇ ଟ୍ରଷ୍ଟ ପକ୍ଷରୁ ଭ୍ରାମ୍ୟମାଣ ଜଳଛତ୍ର ସେବା ପଟିଆ ସ୍ଥିତ ଶିରିଡି ସାଇ ଛକ ଠାରେ ଉଦ୍‌ଘାଟିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ତଥା ୧ ନମ୍ବର ୱାର୍ଡର କର୍ପୋରେଟର ମିହିର କୁମାର ରାଉତଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉର ଭୁବନେଶ୍ୱର ବିଧାୟକ…
Read More...

ଆମ୍ବେଦକରଙ୍କ ୧୩୨ ତମ ଜୟନ୍ତୀ ସମାରୋହ

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆମ୍ବେଦକର ଇରନ୍ୟାସନାଲ୍ ସେଣ୍ଟର ପକ୍ଷରୁ ବୁଦ୍ଧମନ୍ଦିର ଠାରେ ରାଜ୍ୟସ୍ତରୀୟ ଆମ୍ବେଦକର ୧୩୨ ତମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଗୋପବନ୍ଧୁ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଉଦଘାଟକ ଭାବେ ସ୍ୱତନ୍ତ୍ର ପୋଲିସ…
Read More...

ଓଡିଶା ସେବକ ସଂଘର ଉତ୍କଳ ଦିବସ ଓ ପ୍ରତିଷ୍ଠା ଦିବସ ସମାରୋହ

ଭୁବନେଶ୍ୱର : ଓଡିଶା ସେବକ ସଂଘ ପକ୍ଷରୁ ଉତ୍କଳ ଦିବସ ପାଳନ ଓ ସଂଘର ୧୧ତମ ପ୍ରତିଷ୍ଠା ଦିବସ ସମାରୋହ ଉତ୍ସବ ପ୍ରେସ୍‌ଛକ ସ୍ଥିତ କାଳୀମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅଶୋକ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୨ ନମ୍ବର ୱାର୍ଡର…
Read More...

ଟ୍ରାଫିକ ଥାନା ୨ ଲୋକାର୍ପିତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ ନୂତନ କୋଠାକୁ ଉଦ୍‌ଘାଟନ କରାଯାଇଛି। ପୂର୍ବାହ୍ନରେ ପୋଲିସ ଡିଜି ସୁନିଲ ବଂଶଲ ମୁଖ୍ୟ…
Read More...

ଆଜି ୧୩ ଜିଲ୍ଲାରେ ବର୍ଷା ପବନ

ଭୁବନେଶ୍ୱର : ସୋମବାର ୧୩ ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ପାଣିପାଗ ବିଭାଗ…
Read More...

ବିଜୁ ଜନତା ଦଳ ଖୋର୍ଦ୍ଧା ଜିଲ୍ଲା କମିଟିର ଉପସଭାପତି ଭାବେ ସୂର୍ଯ୍ୟକାନ୍ତ ନନ୍ଦ ପୁନଃମନୋନୀତ

ଭୁବନେଶ୍ୱର: ବିଜୁ ଜନତା ଦଳର ଖୋର୍ଦ୍ଧା ଜିଲ୍ଲା କମିଟିର ଉପସଭାପତି ଭାବେ ସୂର୍ଯ୍ୟକାନ୍ତ ନନ୍ଦ ପୁନଃମନୋନୀତ ହୋଇଛନ୍ତି । ଶ୍ରୀ ନନ୍ଦ ତାଙ୍କ ଉପରେ ଦଳର ନେତୃବୃନ୍ଦ, ମାନ୍ୟବର ସଭାପତି ଶ୍ରୀ ନବୀନ ପଟ୍ଟନାୟକ, ରାଜ୍ୟ ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା ଜିଲ୍ଲା…
Read More...

ଗଞ୍ଜାମ ହେବ ଦେଶର ଏକ ନମ୍ବର ଜିଲ୍ଲା

କବିସୂର୍ଯ୍ୟନଗର : ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ବାନ ଦେଇଛନ୍ତି। ରବିବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଥିବା ବେଳେ ପ୍ରଥମେ କବିସୂର୍ଯ୍ୟନଗର ଠାରେ ପହଞ୍ଚିଥିଲେ। ବଡ଼…
Read More...