banner
Breaking
Browsing Category

ଶିକ୍ଷା

୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର : ୫ଗୋଟି ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପଣ କରିଛନ୍ତି। ଏଥିରେ ବଲାଙ୍ଗୀର ଜିଲାର ୧୦୦ଟି ଉଚ୍ଚ ବିଦ୍ୟାଳୟ, ସମ୍ବଲପୁର ଜିଲାର ୬୧ଟି, ପୁରୀ ଜିଲାର ୫୩, କେନ୍ଦ୍ରାପଡ଼ା ଜିଲାର ୫୬ ଏବଂ କୋରାପୁଟ ଜିଲାର ୫୮ଟି ଉଚ୍ଚ…
Read More...

ମାଟ୍ରିକ ପରୀକ୍ଷା ମାର୍କ ବୃଦ୍ଧି ଗୁଜବକୁ ଖଣ୍ଡନ

କଟକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାରେ ମୁଦ୍ରଣ ଜନିତ ତ୍ରୁଟି ପାଇଁ ସାମାଜିକ ବିଜ୍ଞାନ ‘ବି’ ସେଟ୍‌ ଛାତ୍ରୀଛାତ୍ରଙ୍କୁ ୧୭ ମାର୍କ ମିଳିବା ନେଇ ସୋସିଆଲ୍‌ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ହେଲେ ବୋର୍ଡ କର୍ତ୍ତୃପକ୍ଷ ଏହାକୁ ଖଣ୍ଡନ…
Read More...

ବାସିପିଠା ଉଚ୍ଚ ବିଦ୍ୟାଳୟର ପୂରାତନ ଶିକ୍ଷକ ଓ ଛାତ୍ରଛାତ୍ରୀ ମିଳନ ସମାରୋହ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ବାରା ପରିଚାଳିତ ବାସିପିଠା ସରକାରୀ ଉଚ୍ଚ ବିଦ୍ୟାଳୟ, ମୟୂରଭଞ୍ଜର ପୂରାତନ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ଏକ ବନ୍ଧୁ ମିଳନ ସମାରୋହ ଗତ ରବିବାର ଦିନ ମାଷ୍ଟର କାଣ୍ଟିନ,…
Read More...

କିଟ୍ ପକ୍ଷରୁ ନାଗରିକ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର : କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନାଗରିକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଆମେରିକା, ବ୍ରିଟେନ, ଜର୍ମାନୀ, ୟୁକ୍ରେନ୍‌, ସୁଇଜରଲାଣ୍ଡ, ପୋଲାଣ୍ଡ, ଆର୍ମେନିଆ, ସ୍ଲୋଭାକିଆ, ବୁଲ୍‌ଗେରିଆ, କଙ୍ଗୋ, ଆଇଭେରି କୋଷ୍ଟ ଭଳି ୨୦ ଦେଶର ସାଂସଦ,…
Read More...

ଅଳିଆ ପଦାର୍ଥରେ କୁନି ବୈଜ୍ଞାନିକ ମାନଙ୍କର ନୂତନ ଆବିଷ୍କାର

ଭୁବନେଶ୍ୱର : ପଦ୍ମାବତୀ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ ଗାୟତ୍ରୀ ମନ୍ଦିର ପରିସରରେ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ପରିଚାଳକ ଶୁଭଲକ୍ଷ୍ମୀ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉତ୍ତର ନିର୍ବାଚନ ମଣ୍ଡଳୀର…
Read More...

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଅଧିନରେ ସେକ୍ଟର ତିନି ଠାରେ ଚାଲୁଥିବା ନୀଳାଦ୍ରି ବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ନୀଳାଦ୍ରି ବିହାର ଦୁର୍ଗା ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ…
Read More...

ଅପ୍ରେଲ୍‍ ୧୪ରୁ କିଟରେ ଦୁଇ ଦିନିଆ Y-20 କନ୍‍ସଲଟେଟିଭ୍‍ ସମ୍ମିଳନୀ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟ ସମ୍ମାନଜନକ ୟୁଥ-୨୦ କନ୍‍ସଲଟେଟିଭ୍‍ ସମ୍ମିଳନୀ ଅପ୍ରେଲ୍‍ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ଆୟୋଜନ କରୁଛି। ଏହି ସମ୍ମିଳନୀ ଜି-୨୦ ଶିଖର ସମ୍ମିଳନୀର ସାମଗ୍ରିକ ଢାଞ୍ଚାରେ ଅନ୍ତର୍ଭୁକ୍ତ। ଏହି ଦୁଇ ଦିନିଆ ସମ୍ମିଳନୀରେ ୫୦ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ…
Read More...

ମାଟ୍ରିକ ଖାତା ଦେଖା ଆରମ୍ଭ

କଟକ : ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ ଜିଲା…
Read More...

ବିର୍ଲା ଗ୍ଲୋବାଲ ବିଶ୍ବବିଦ୍ୟାଳୟରେ ବିଶ୍ବ ଜଳ ଦିବସ

ଭୁବନେଶ୍ବର: ଚଳିତ ବର୍ଷ ବିଶ୍ୱ ଜଳ ଦିବସରେ ଜଳ ଏବଂ ପରିମଳ ସଙ୍କଟର ସମାଧାନ ପାଇଁ ପରିବର୍ତ୍ତନକୁ ତ୍ୱରାନ୍ୱିତ କରିବାକୁ ଜାତିସଙ୍ଘ ଆହ୍ୱାନ କରିଛନ୍ତି | ଏହି ବିଷୟକୁ ନେଇ ସମ୍ବାଦ ଡିଜିଟାଲ ତରଫରୁ ବି-ସ୍କୁଲ୍ ର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଅଭିନବ ପ୍ରତିଯୋଗିତା ଆରମ୍ଭ କରାଯାଇଛି |…
Read More...

୩ରୁ ମାଟ୍ରିକ ଖାତା ଦେଖା

କଟକ ,୨୦ା୩: ସୋମବାର ଶେଷ ହୋଇଛି ମାଟ୍ରିକ ପରୀକ୍ଷା। ଶେଷଦିନରେ ଛାତ୍ରୀଛାତ୍ରୀ ଗଣିତ ପରୀକ୍ଷା ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ସରିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ତେବେ ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ମୋଟ୍‌…
Read More...