banner
Breaking
Browsing Category

ଶିକ୍ଷା

ମାଟ୍ରିକ ପ୍ରଶ୍ନପତ୍ର ଲିକ୍, ବିଧାନସଭା ମୁଲତବୀ

ଭୁବନେଶ୍ୱର : ସୋମବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋ-ହଲ୍ଲା ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ମାଟ୍ରିକ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଉଭୟେ ଭାଜପା ଏବଂ କଂଗ୍ରେସ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ…
Read More...

କିଟ୍‍ ପକ୍ଷରୁ ପଟିଆରେ ନିଯୁକ୍ତି ମେଳା

ଭୁବନେଶ୍ୱର, ୧୮ ।୩: ପଟିଆ ଗ୍ରାମ ମଙ୍ଗଳ ସମିତି ଆନୁକୂଲ୍ୟରେ ପଟିଆ ଗାଁରେ ଅନୁଷ୍ଠିତ ନିଯୁକ୍ତି ମେଳାରେ କିଟ୍‍ ପକ୍ଷରୁ ୧୨୫ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଶନିବାର ଅନୁଷ୍ଠିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…
Read More...

ବୈଷୟିକ ଶିକ୍ଷା ସଚେତନତା ରଥର ଶୁଭାରମ୍ଭ

ଭୁବନେଶ୍ୱର,୧୦ା୩(ଓଡ଼ିଆ ନ୍ୟୁଜ): ଓକେସିଏଲ୍ ପକ୍ଷରୁ ବୈଷୟିକ ଶିକ୍ଷା ସଚେତନତା ରଥର ଶୁଭାରମ୍ଭ ଚିନ୍ତାମଣିଶ୍ୱର ମନ୍ଦିର ପ୍ରାଗଣରେ ଅନୁଷ୍ଠିତ ହୋଇଯାଇଛି । ଓକେସିଏଲ୍‌ର ଖୋର୍ଦ୍ଧା ଜିଲ୍ଲା ସଂଯୋଜକ ଦେବାଶିଷ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ…
Read More...

ଶୁକ୍ରବାର ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ

କଟକ ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ ମଧ୍ୟରେ କରାଯିବ। ଚଳିତ…
Read More...

ମାଟ୍ରିକ ପରୀକ୍ଷା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା

ଭୁବନେଶ୍ୱର : ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ଚାଲିବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି। ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଏଥିସହ ସମସ୍ତ କେନ୍ଦ୍ରରେ ସିସିଟିଭି ଲଗାଇବା…
Read More...

ଆସନ୍ତା ଶିକ୍ଷାବର୍ଷରୁ ଦଶମ ଶ୍ରେଣୀ ପାଇଁ ନୂଆ ପାଠ୍ୟକ୍ରମ

କଟକ ,୨୫।୨ : ଆସନ୍ତା ଶିକ୍ଷା ବର୍ଷଠାରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରୀ ନୂଆ ବିଷୟ ପଢ଼ିବେ। ଏହା ସହ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପ୍ରକାଶିତ ଭୌତ୍ତିକ ବିଜ୍ଞାନ ବହିରେ ଷ୍ଟାର ଚିହ୍ନ ଥିବା ବିଷୟଗୁଡ଼ିକୁ ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ପାଠ୍ୟକ୍ରମରେ ସାମିଲ କରାଯାଇଛି। ଏହି…
Read More...

ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ନୂଆ ନିୟମ

ଭୁବନେଶ୍ୱର : ସିଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ପରୀକ୍ଷାକୁ କଡ଼ାକଡ଼ି କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ପ୍ରଶ୍ନପତ୍ରରେ କୌଣସି ପରୀକ୍ଷାର୍ଥୀ ଚିହ୍ନ ମାରିପାରିବେ ନାହିଁ।…
Read More...

ଅଧ୍ୟାପକଙ୍କ ଅହୋରାତ୍ର ଧାରଣା

ଭୁବନେଶ୍ୱର :ସମାନ ଗ୍ରେଡ୍‌ ପେ’ ଆଧାରରେ ସମାନ ଦରମା ବୃଦ୍ଧି, ସମସ୍ତଙ୍କୁ ପେନସନ ଓ ଗ୍ରାଚ୍ୟୁଇଟି ପ୍ରଦାନ ଭଳି ୪ ଦଫା ଦାବି ନେଇ ସୋମବାର ପୁଣିଥରେ ମହାସମାବେଶ କରିଛନ୍ତି ଅଧ୍ୟାପକ ଓ କର୍ମଚାରୀ। ୬୬୨ ବର୍ଗ କଲେଜ ଅଧ୍ୟାପକ ଓ କର୍ମଚାରୀ ସଂଘ ପକ୍ଷରୁ ଆରମ୍ଭ ହୋଇଥିବା ଅହୋରାତ୍ର ଧାରଣାର…
Read More...

ମାର୍ଚ୍ଚ ୧୨ ଜେଇଇ ମେନ ଆବେଦନ ଶେଷ ତାଊ

ଭୁବନେଶ୍ୱର : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୩ର ଦ୍ୱିତୀୟ ସେସନ ବା ସେସନ-୨ ଏପ୍ରିଲ ୬ରୁ ୧୨ ମଧ୍ୟରେ ଅନୁଷ୍ଠିତ ହେବ। ଭାରତ ସମେତ ଦେଶ ବାହାରର ୧୭ ସହରରେ ପରୀକ୍ଷା କେନ୍ଦ୍ର ରହିବ। ଏଥିପାଇଁ ପଞ୍ଜୀକରଣ ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୧୨ରେ ଏହି…
Read More...

ମାଗଣା ଆଇଏଏସ କୋଚିଂ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ମାଗଣା ଆଇଏଏସ କୋଚିଂ ଦେବେ। ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏହି କୋଚିଂ ଦେବ। ଏହାପୂର୍ବରୁ ମାଗଣା କୋଚିଂ ନେବାକୁ ଏକ ପରୀକ୍ଷା କରିବେ ରାଜ୍ୟ ସରକାର। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ମୋଟ୍ ୨୦୦ ଜଣଙ୍କୁ…
Read More...