Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
Browsing Category
ସାହିତ୍ୟ ଓ ସଂସ୍କୃତି
ନିଶିଗନ୍ଧା ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ଶ୍ରଦ୍ଧାଞ୍ଜଳି ସଭା…
ଭୁବନେଶ୍ୱର ଖୋର୍ଦ୍ଧା ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ସଂସଦ ଆନୁକୂଲ୍ୟରେ ସଂସଦର ସଭାପତି ଡ. ରଜନୀ ରଞ୍ଜନ ଦାସଙ୍କ ସଭାପତିତ୍ବରେ ତଥା ସଂସଦର ପ୍ରତିଷ୍ଠାତା ବଳରାମ ତରାଇଙ୍କ ପରିଚାଳନାରେ ଭରଚୁଆଲ ମୋଡ଼ ଜରିଆରେ କରନାରେ ମୃତ୍ୟବରଣ କରିଥିବା ବିଶିଷ୍ଠ ଭାସ୍କର୍ଯ୍ୟ ଶିଳ୍ପୀ ତଥା ପଦ୍ମବିଭୂଷଣ…
Read More...
Read More...
ନିଶିଗନ୍ଧା ସାହିତ୍ୟ ସ°ସଦ ପକ୍ଷରୁ କବୟିତ୍ରୀ ସସ୍ମିତା ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି।
ଖୋର୍ଦ୍ଧା,୭/୫(ଓଡ଼ିଆ ନ୍ୟୁଜ): ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ଚାରିଟେବୁଲ ଟ୍ରଷ୍ଟ/ନିଶିଗନ୍ଧା ସାହିତ୍ୟ ସଂସଦ ଆନୁକୁଲ୍ୟରେ ସଂସଦର ସଭାପତି ଡ଼ଃ ରଜନୀ ରଞ୍ଜନ ଦାସଙ୍କ ସଭାପତିତ୍ୱରେ ତଥା ସଂସଦର ପ୍ରତିଷ୍ଠାତା ବଳରାମ ତରାଇଙ୍କ ପରିଚାଳନାରେ ଭର୍ଚୁଏଲ୍ ମୋଡ ଜରିଆରେ କରୋନାରେ ମୃତ୍ୟୁବରଣ…
Read More...
Read More...
ବିଏମସି ଦେଲା ଅନୁମତି। ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା।
ଭୁବନେଶ୍ୱର,୮/୫(ଓଡ଼ିଆ ନ୍ୟୁଜ): ପବିତ୍ର ଅକ୍ଷୟ ତୃତୀୟାରୁ ୨୨ଦିନ ଧରି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ। ଦିଅଁଙ୍କର ଏହି ଯାତ୍ରା ପାଇଁ ବିଏମ୍ସି ଅନୁମତି ପ୍ରଦାନ କରିଛି। କରୋନା ମାର୍ଗଦର୍ଶିକା ଅନୁସାରେ ଦିଅଁଙ୍କ ଯାତ୍ରା ସୀମିତ ସେବାୟତଙ୍କୁ ନେଇ ପାଳନ…
Read More...
Read More...
ସପ୍ତାହରେ ଦୁଇଦିନ ବନ୍ଦ ରହିବ ଶ୍ରୀମନ୍ଦିର।
ପୁରୀ , ୧୬।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଏହି ୨ ଦିନ ସାଧାରଣ ଦର୍ଶନାର୍ଥୀ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। ଆସନ୍ତା ୨୪…
Read More...
Read More...
ଆଜି ପବିତ୍ର ପଣା ସ°କ୍ରାନ୍ତି ଓ ଓଡ଼ିଆ ନବବର୍ଷ।
ଭୁବନେଶ୍ୱର,୧୪/୪(ଓଡ଼ିଆ ନ୍ୟୁଜ): ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି। ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ…
Read More...
Read More...
ବିନା ଭକ୍ତରେ ହେବ ରୁକୁଣା ରଥଯାତ୍ରା।
ଭୁବନେଶ୍ୱର,୯।୪(ବ୍ୟୁରୋ): ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଚଳିତବର୍ଷ ବିନା ଭକ୍ତରେ ଗଡ଼ିବ। ଏଶାସ ନେଇ ବିଏମ୍ସି ପକ୍ଷରୁ ଅନୁମତି ମିଳିଛି। କୋଭିଡ୍ ଗାଇଡ୍ଲାଇନ ଅନୁସାରେ ୧୦୦ ସେବାୟତଙ୍କୁ ନେଇ ରଥଟଣା ହେବ। ବିଧି, ପରମ୍ପରା ରକ୍ଷା କରିବାକୁ ଯାଇ ରଥଯାତ୍ରା କରାଯିବ। ରଥଯାତ୍ରାରେ…
Read More...
Read More...
ପ୍ରତିଶ୍ରୁତି ପତ୍ରିକା ପକ୍ଷରୁ ରାଜ୍ୟସ୍ତରୀୟ ବିଷୁବ ଆସର।
ଭୁବନେଶ୍ୱର ୫/୪(ଓଡ଼ିଆ ନ୍ୟୁଜ): ପ୍ରତିଶ୍ରୁତି (ନୂଆ ସକାଳର ସଂକଳ୍ପ) ପତ୍ରିକା ପକ୍ଷରୁ ରାଜ୍ୟସ୍ତରୀୟ ବିଷୁବ ସାହିତ୍ୟ ଆସର ରେଡକ୍ରସ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।
ଅନୁଷ୍ଠାନର ସଭାପତି ବିଶିଷ୍ଟ କବି ତଥା ବୈଜ୍ଞାନିକ ଡକ୍ଟର ବିଜୟ କୁମାର ପାତ୍ରଙ୍କ ସଭାପତିତ୍ୱରେ…
Read More...
Read More...
ମାଆ, ମାତୃଭାଷା ଓ ମାତୃଭୂମିକୁ ଭୁଲିଯିବା ଉଚିତ ନୁହେଁ: ଉପରାଷ୍ଟ୍ରପତି ‘ମାଇଁ ମଦର- ମାଇଁ ହିରୋ’ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର, ୨ ।୪: ମାଆ, ମାତୃଭାଷା ଓ ମାତୃଭୂମିକୁ ଆମେମାନେ ଭୁଲିଯିବା ଉଚିତ ନୁହେଁ ବୋଲି ଭାରତର ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡୁ କହିଛନ୍ତି । ଶିକ୍ଷାବିତ୍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଲିଖିତ ‘ମାଇଁ ମଦର - ମାଇଁ ହିରୋ’ ଇଂରାଜୀ ପୁସ୍ତକ ଶୁକ୍ରବାର ଓଡ଼ିଶା ରାଜଭବନଠାରେ…
Read More...
Read More...
ପ୍ରାଚୀନ ଧର୍ମଗ୍ରନ୍ଥ ଜୀବନଚର୍ଯ୍ୟାର ଶିକ୍ଷା ଦିଏ : ତ୍ରିଲୋଚନ ରାଉତ
ଭୁବନେଶ୍ୱର,୨୮/୧(ଓଡ଼ିଆ ନ୍ୟୁଜ): ଆଧୁନିକତାର ବାତାବରଣରେ ଆଜିର ପିଲାମାନେ ମିଛୁଆ ଯନ୍ତ୍ର ମୋବାଇଲ ମାଧ୍ୟମରେ କୁପଥଗାମୀ ହେଉଛନ୍ତି। ନୀତି ଶିକ୍ଷା ଦେଉଥିବା ପ୍ରାଚୀନ ଧର୍ମଗ୍ରନ୍ଥ ଧିରେଧିରେ ବିଲୁପ୍ତ ହେବାକୁ ବସିଲାଣି। ଲୋକଙ୍କ ମନରୁ ଦୟା, କ୍ଷମା, ସହନଶୀଳତା ଲୋପ୍ ପାଇଯାଉଛି।…
Read More...
Read More...
ବିଶ୍ୱଶାନ୍ତି ନିମନ୍ତେ ଦୟାନଦୀ ମହାଆରତୀ
ଭୁବନେଶ୍ୱର : ଭାରତୀୟ ସଂସ୍କୃତି ବିଶ୍ୱପାଇଁ ଆଲୋକର ବର୍ତ୍ତିକା । ଏହା ଭିତରେ ଉତ୍କଳୀୟ ସଂସ୍କୃତିର ପରମ୍ପରା ଓ ଇତିହାସ ବିଶ୍ୱବିଦିତ । ଆବାହମାନ କାଳରୁ ଭାରତୀୟ ସଂସ୍କୃତିରେ ନଦୀକୁ ‘ମା’ ସହିତ ତୁଳନା କରାଯାଇଛି । ପ୍ରତ୍ୟେକ ନଦୀର ଯେପରି ପୌରାଣିକ, ଐତିହାସିକ ତଥ୍ୟ ରହିଛି ସେହିପରି…
Read More...
Read More...