banner
Breaking
Browsing Category

ଜିଲ୍ଲା

କ୍ୟାପିଟାଲ ହସ୍ପିଟାଲର ଓପିଡି ସମୟ ବଢ଼ିବ

ଭୁବନେଶ୍ବର, ୧୯ା୧୧(ବ୍ୟୁରୋ): ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ଜନସାଧାରଣଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଭୁବନେଶ୍ବରରେ କ୍ୟାପିଟାଲ ହସ୍ପିଟାଲ ଏବଂ ପିଜି ପାଠ୍ୟକ୍ରମ ପାଇଁ ପିଜିଆଇଏମଇଆର ପ୍ରତିଷ୍ଠା କରିଛନ୍ତି। ୨୦୨୨-୨୩ ବର୍ଷ ପାଇଁ ବର୍ତ୍ତମାନ…
Read More...

ଗଜପତି ନଗରରେ ସଫେଇ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓ୍ବାର୍ଡ ଅର୍ନ୍ତଗତ ଗଜପତି ନଗରରେ ସଫେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କର୍ପୋରେଟର ଜୟନ୍ତୀ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସିଇଓ ସିପ୍ରାରାଣୀ ମିଶ୍ର, ସାନିଟାରୀ ଇନ୍ସପେକ୍ଟର ପୌମେନ୍ଦ୍ର…
Read More...

ନୀଳାଦ୍ରି ବିହାର ଶିଶୁ ମନ୍ଦିରରେ ଶିଶୁ ଦିବସ ପାଳିତ

ଭୁବନେଶ୍ୱର : ନୀଳାଦ୍ରି ବିହାର ସେକ୍ଟର ତିନି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦୂରଦର୍ଶନ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ…
Read More...

ଭୁବନେଶ୍ୱର ବାଲିଯାତ୍ରାରେ ମାଗଣାରେ ମିଳୁଛି ବିଭିନ୍ନ ବସ୍ତ୍ର

ଭୁବନେଶ୍ୱର : ଭୁନନେଶ୍ୱର ବାଲିଯାତ୍ରାରେ ଏକ ଷ୍ଟଲ ଲାଗିଛି ଯେଉଁ ଠାରେ ଶିଶୁ ମାନଙ୍କ ଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ନୂତନ ଓ ପୂରାତନ ପୋଷାକ ଓ ଶାଢି ମାଗଣାରେ ମିଳୁଛି । ଷ୍ଟଲ ଟିରେ ଲେଖା ଯାଇଛି ବଳକା ଥିଲେ ଦେଇ ଯାଆନ୍ତୁ, ଆବଶ୍ୟକ ଥିଲେ ନେଇ ଯାଆନ୍ତୁ । ପସଖା…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବିଂଶତମ ଖେଳକୁଦ ସମାରୋହ

ଭୁବନେଶ୍ୱର : ଆଦିମାତା କଲୋନୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବିଂଶତମ ଖେଳକୁଦ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହାକୁ ଇଏସ୍‌ଆଇସିର ଯୁବ ନିର୍ଦ୍ଦେଶକ ଡଃ ଦିଲ୍ଲୀପ ସାହୁ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ମୁଖ୍ୟ ଅତିଥି ଭାବେ ବୈଜ୍ଞାନିକ ପ୍ରମୋଦ କୁମାର ପଣ୍ଡା…
Read More...

ଡ୍ରେନ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଘୁନାଥପୁର ଗ୍ରାମ ପଞ୍ଚାୟତରେ ଏକ ଡ୍ରେନ କାର୍ଯ୍ୟର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୬୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ…
Read More...

ନୀଳାଦ୍ରି ବିହାର ବ୍ରିଜର ଭିିତ୍ତିପ୍ରସ୍ତର ସ୍ଥାପନ , ତିନି ମାସ ଭିତରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଲେ…

ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୮ ନମ୍ବର ଓ୍ବାର୍ଡର ନୀଳାଦ୍ରି ବିହାର ବ୍ରିଜର ଶୁଭ ଭିିତ୍ତିପ୍ରସ୍ତର ସ୍ଥାପନ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ୫ କୋଟି ୭୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ଏହି…
Read More...

ନୀଳାଦ୍ରି ବିହାରରେ ମିନି ପାର୍କର ଭିିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ଆଠ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ନୀଳାଦ୍ରି ବିହାର ରାମ ମନ୍ଦିର ସମ୍ମୁଖରେ ଏକ ମିନି ପାର୍କର ଭିିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ୮ ନମ୍ବର ଓ୍ବାର୍ଡର କର୍ପୋରେଟର ଲାଲ ମୋହନ ଟୁଡୁ ଓ ଯୁବନେତା ତଥା…
Read More...

ଅନୁପ ସାଏଙ୍କୁ ମିଳିଲା ଜାମିନ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବିଳାସପୁର ଉଚ୍ଚ ନ୍ୟାୟାଳୟରୁ ଜାମିନ ମିଳିଛି । କଳ୍ପନା-ବବ୍‌ଲି ହତ୍ୟା ମାମଲାରେ ଛତିଶଗଡ଼ ଉଚ୍ଚନ୍ୟାୟାଳୟ ଅନୁପଙ୍କୁ ସର୍ତ୍ତମୂଳକ ଜାମିନ ଦେଇଥିବା ଜଣାଯାଇଛି । ଗୁରୁବାର ଜଷ୍ଟିସ ସଞ୍ଜୟ କେ. ଅଗ୍ରୱାଲ ଓ…
Read More...

ଛାତିରେ ପଶିଯାଇଥିଲା ବାଉଁଶ: ନୂଆ ଜୀବନ ଦେଲେ କିମ୍‌ସ ଡାକ୍ତର

ଭୁବନେଶ୍ୱର : ଦୁର୍ଘଟଣାର ସମ୍ମୁଖୀନ ହୋଇ ଛାତିରେ ବାଉଁଶ ପଶି ଯାଇଥିଲା । ଜୀବନ ସହ ସଂଘର୍ଷ କରୁଥିବା ସମୟରେ କିମ୍‍ସ ଡାକ୍ତର ଦେଲେ ନୂଆ ଜୀବନ। ପୁରୀ ଜିଲ୍ଲା ଚନ୍ଦନପୁର ବ୍ଲକ୍‍ ତଳଜଙ୍ଗ ଅଞ୍ଚଳର ୪୦ ବର୍ଷୀୟ ତପନ ପରିଡ଼ା ନିଜ ଜମି ନିକଟସ୍ଥ ସାଇଫନରେ ପାଣି ଦେଖୁଥିବା ବେଳେ ବାଡ଼…
Read More...