banner
Breaking
Browsing Category

ଜିଲ୍ଲା

ମା ମଙ୍ଗଳା ବସ୍ତିରେ ଜାଗା ସମ୍ପର୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

ଭୁବନେଶ୍ୱର, : ଓଡ଼ିଶାର ଜନପ୍ରିୟ ତଥା ବସ୍ତି ବାସିନ୍ଦାଙ୍କ ମଉଡମଣୀ, ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ବସ୍ତି ବାସିନ୍ଦାଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାର ପ୍ରୟାସ ଓ ବିଭିନ୍ନ ଜନହିତକରୀ ଯୋଜନା ଏବଂ ଥଇଥାନ ବ୍ୟବସ୍ଥା ପାଇଁ ଆଜି ନୀଳାଦ୍ରି ବିହାର ସ୍ଥିତ ମା…
Read More...

ପଟିଆରେ ୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍ଘାଟନ

ଭୁବନେଶ୍ୱର,୨୭/୫ : ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟିଆ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ୫୦ ଶଯ୍ୟା ବିଶିଷ୍ଟ କୋଭିଡ ସ୍ୱାସ୍ଥ୍ୟକେନ୍ଦ୍ରର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ଭୁବନେଶ୍ୱର ଉତ୍ତର ବିଧାୟକ…
Read More...

ଚିଣ୍ଡିପ୍ରସାଦ ଫାଉଣ୍ଡେସେନ୍‌ର ତୃତୀୟ ବାର୍ଷିକ ରାଜଧାନୀ ମହୋତ୍ସବ

ଭୁବନେଶ୍ୱର ୨୫/୫, ଓଡିଶାର ଅନ୍ୟତମ ସ୍ୱେଚ୍ଛାସେବୀ ସଂଗଠନ ଚିଣ୍ଡିପ୍ରସାଦ ଫାଣ୍ଡେଉସେନ ଟ୍ରଷ୍ଟ ଓ ମାଷ୍ଟର ଗିରିଜା ମେମୋରିଆଲ ରୋଡ ସେଫ୍‌ଟି ଫାଉସେନ ଟ୍ରଷ୍ଟ ଆନୁକୂଲ୍ୟରେ ତୃତୀୟ ବାର୍ଷିକ ରାଜଧାନୀ ମହୋତ୍ସବ ଓ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ…
Read More...

ବସ୍ତି ବାସିନ୍ଦାଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

ଭୁବନେଶ୍ୱର, : ଭୁବନେଶ୍ୱର ମହାନଗର ନିଗମ ୧୭ ନମ୍ବର ଓାର୍ଡ ଅନ୍ତର୍ଗତ ପଥରବନ୍ଧର ବେହେରା ସାହି ଓ ବିଶେଶ୍ୱର ବସ୍ତିରେ ୫ଟି ଅନ୍ତର୍ଗତ ଜାଗା ସମ୍ପର୍କ ମାଧ୍ୟମରେ ବସ୍ତି ବାସିନ୍ଦାଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବସ୍ତି ଉନ୍ନୟନ ସଂଗଠନ ପକ୍ଷରୁ ଆୟୋଜିତ ଏହି…
Read More...

ବସ୍ତି ବାସିନ୍ଦାଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

ଭୁବନେଶ୍ୱର, : ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୨ ନମ୍ବର ଓାର୍ଡ କାର୍ଯ୍ୟାଳୟ ଠାରେ ୫ଟି ଅନ୍ତର୍ଗତ ଜାଗା ସମ୍ପର୍କ ମାଧ୍ୟମରେ ବସ୍ତି ବାସିନ୍ଦାଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବସ୍ତି ଉନ୍ନୟନ ସଂଗଠନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
Read More...

ଆସୁଛି ମୌସୁମୀ ବିଏମସିର ଦେଖା ନାହିଁ

ଭୁବନେଶ୍ୱର, ୧୫।୫ (ବ୍ୟୁରୋ): ରାଜଧାନୀବାସୀଙ୍କ ପାଇଁ ଜଳବନ୍ଦୀ ସମସ୍ୟା ନୂଆ ନୁହେଁ। ଅସରାଏ ବର୍ଷା ହେଲେ ସ୍ମାର୍ଟ ସିଟି ଭୁବନେଶ୍ୱରର ରୂପ ପୁରାପୁରି ବଦଳିଯାଏ। କେଉଁଠି ଘର ଭିତରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରୁହେ ତ ଆଉ କେଉଁଠି ରାସ୍ତାରେ ଜମିଥିବା ପାଣିରେ ଗାଡ଼ି ଫସିଯାଏ। ଚଳିତ ବର୍ଷ…
Read More...

ଓଲଟିଲା ଯାତ୍ରାପାର୍ଟି ବସ, କଳାକାର ଆହତ

କାମାକ୍ଷାନଗର,୧୨ା୫(ବ୍ୟୁରୋ): ଢେଙ୍କାନାଳ ଜିଲା ମହାବିରୋଡ୍‌ ଫାଣ୍ଡି ଜରଡ଼ା ଘାଟିରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍‌ ଓଲଟି ପଡ଼ିବାରୁ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି।…
Read More...

ନିଜର ଉତ୍କର୍ଷ କାର୍ଯ୍ୟ ପାଇଁ ଆମ୍ବୁଲାନ୍ସ କର୍ମଚାରୀମାନଙ୍କୁ ପୁରସ୍କୃତ

ଭୁବନେଶ୍ୱର, : ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ପାଇଁ ପରିଚାଳନା କରୁଥିବା ସଂସ୍ଥା ଜିକିତ୍ସା ହେଲ୍‌ଥକେୟାର ଲିମିଟେଡ୍ (ଜେଡ୍‌ଏଚ୍‌ଏଲ୍‌) ପକ୍ଷରୁ ଆଜି ଏହାର ଆମ୍ବୁଲାନ୍ସ କର୍ମଚାରୀମାନଙ୍କୁ ଡ୍ୟୁଟିରେ ଥିବା ସମୟରେ ରୋଗୀମାନଙ୍କୁ ଜଟିଳ ସମୟରେ ଉଲ୍ଲେଖନୀୟ ମାନବିକ ସହଯୋଗ ପ୍ରଦର୍ଶନ…
Read More...

ଅସାନିର ମୁକାବିଲା ପାଇଁ ରାଜଧାନୀର ତଳିଆ ଅଞ୍ଚଳ ବୁଲିଲେ ମେୟର

ଭୁବନେଶ୍ବର,୧୧।୫(ବ୍ୟୁରୋ) : ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ବରରେ ମଙ୍ଗଳବାରରୁ ବର୍ଷା ଲାଗି ରହିଛି। ଆଜି ସକାଳେ ମଧ୍ୟ ପ୍ରବଳ ବର୍ଷା ହୋଇଛି। ତେବେ ବର୍ଷା ଲାଗି ରହିଲେ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା…
Read More...

୧୨ ନମ୍ବର ଓ୍ବାର୍ଡରେ ମିଶନଶକ୍ତି ଭବନର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୯/୪(ବ୍ୟୁରୋ) ରାଜ୍ୟ ସରକାରଙ୍କର ମିଶନ ଶକ୍ତି ବିଭାଗ ତରଫରୁ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିଡିପିଓ - ୩ ଅଫିସ ପରିସରରେ ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ମିଶନ ଶକ୍ତି ଭବନର ଶୁଭ ଭିଭିପ୍ରସ୍ତର ସ୍ଥାପନ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ ରାଉତଙ୍କର…
Read More...