Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଜିଲ୍ଲା
ଶ୍ରାଜୀଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିର ଉନ୍ନତି କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ
ପୁରୀ ,୫।୨(ବ୍ୟୁରୋ): ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ସେ ବୁଲି…
Read More...
Read More...
ବାଜପୁର ପଞ୍ଚାୟତରେ ପ୍ରଚାର ଜୋରଦାର
ଖୋର୍ଦ୍ଧା,୨/୧(ଓଡ଼ିଆ ନ୍ୟୁଜ) ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଜପୁର ପଞ୍ଚାୟତରେ ଜୋର ଧରିଛି ନିର୍ବାଚନ ପ୍ରଚାର। ଏହି ପଞ୍ଚାୟତରେ ସର୍ବମୋଟ ୩ ଜଣ ପ୍ରାର୍ଥୀ ପ୍ରତାର ମଇଦାନକୁ ଓହ୍ଲାଇ ଥିଲାବେଳେ କେଦାରେଶ୍ବର ପୃଷ୍ଟିଙ୍କ ପ୍ରଚାରରେ ଆଦିବାସୀ ଲୋକଙ୍କ ସହ ରାଇରଙ୍ଗ ଗ୍ରାମ ସମ୍ପୂର୍ଣ୍ଣ ଜଡ଼ିତ…
Read More...
Read More...
ଖୋଲିଲା ଶ୍ରୀମନ୍ଦିର, ଆରମ୍ଭ ହେଲା ସର୍ବସାଧାରଣ ଦର୍ଶନ
ପୁରୀ ,୨।୨: କୋଭିଡ୍ କଟକଣା ଯୋଗୁ ୨୧ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରି କୃତାର୍ଥ ଲଭିଛନ୍ତି। ସକାଳ ୬ଟାରୁ ପଶ୍ଚିମଦ୍ୱାର ଦେଇ ପୁରୀ ସହରବାସୀ ଓ ସିଂହଦ୍ୱାର ଦେଇ ଅନ୍ୟ…
Read More...
Read More...
ହାଇକୋର୍ଟରେ ବଢିବ ବିଚାରପତିଙ୍କ ସ°ଖ୍ୟା
କଟକ ,୩୧ା୧: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢ଼ିବ। ଗତ ୨୯ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ମିଳିବ ।
ବରିଷ୍ଠ ଆଇନଜୀବୀ ଭି. ନରସିଂହ,…
Read More...
Read More...
ମାଟିତଳୁ ମିଳିଲା ଲୌହସ୍ତମ୍ଭ
କଟକ ,୩୦ା୧: କଟକ ଯୋବ୍ରାସ୍ଥିତ ନୌବାଣିଜ୍ୟ ସଂଗ୍ରହାଳୟ ପଛପାର୍ଶ୍ୱ ଶନିବାର ଖନନ ସମୟରେ ମାଟି ତଳୁ ମିଳିଛି ବିରାଟ ଲୌହ ସ୍ତମ୍ଭ। ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି । ଏହି ସମୟ ମଧ୍ୟରେ ଉକ୍ତ ସ୍ଥାନରେ…
Read More...
Read More...
୧୪ ନଂ ବିଜେପି ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର,୨୮ା୧- ବିଏମସି ୧୪ନଂ ଓାର୍ଡ ବିଜେପି ସଂଗଠନ ପକ୍ଷରୁ ପବିତ୍ର ୭୩ତମ ସାଧାରଣତନ୍ତ୍ର ଦିବସ ନୀଳାଦ୍ରି ବିହାର ସ୍ଥିତ ବୁଦ୍ଧପାର୍କ ସମ୍ମୁଖରେ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି । ଯୁବନେତା ରାଜେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ
ମୁଖ୍ୟ ଅତିଥି ଭାବେ…
Read More...
Read More...
ଇଶାନେଶ୍ବର ବସ୍ତିରେ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର,୨୬/୧ : ନୀଳାଦ୍ରି ବିହାର ସ୍ଥିତ ଇଶାନେଶ୍ବର ବସ୍ତିରେ ପବିତ୍ର ୭୩ ତମ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଷ୍ଟେଟବ୍ୟାଙ୍କ ଏସଟି,ଏସସି ଆସୋସିଏସନର ରାଜ୍ୟ ସାଧାରଣ ସମ୍ପାଦକ
ବ°ଶୀଧର ସେଠୀ ଜାତୀୟ ପତାକା ଉତ୍ତୋଳନ…
Read More...
Read More...
ଏଲପିଟିମ୍ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର,୨୬/୧ : ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଲେଡି ପ୍ରୋଟେକ୍ଟ ଟିମ୍ ପକ୍ଷରୁ ପବିତ୍ର ୭୩ ତମ ସାଧାରଣତନ୍ତ୍ର ଦିବସ ଚନ୍ଦ୍ରଶେଖରପୁର ହାଉସି° ବୋର୍ଡ କଲୋନୀ ଦୁର୍ଗା ପଡିଆ ଠାରେ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଲପିଟିମର ସଭାପତି ରମାକାନ୍ତ ସ୍ବାଇଁଙ୍କ…
Read More...
Read More...
ନୀଳାଦ୍ରି ବିହାର ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର,୨୬/୧(ଓଡ଼ିଆ ନ୍ୟୁଜ) ନୀଳାଦ୍ରି ବିହାର ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ପବିତ୍ର ୭୩ତମ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି।
ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଙ୍ଘର ସଭାପତି ସାଧୁ ଚରଣ ସାମନ୍ତରାୟ ପତାକା ଉତ୍ତୋଳନ କରିଥିଲେ। ସମ୍ମାନୀତ ଅତିଥି ରୂପେ…
Read More...
Read More...
କରୋନା ପଜିଟିଭ ହେଲେ କଣ କରିବେ, ସଚେତନ କଲା ବିଏମସି
ଭୁବନେଶ୍ୱର, ୨୫।୧ (ବ୍ୟୁରୋ): ରିପୋର୍ଟ କୋଭିଡ୍ ପଜିଟିଭ୍ ଆସିଲେ ହଠାତ୍ ବ୍ୟତିବ୍ୟସ୍ତ ହୁଅନ୍ତୁ ନାହିଁ। ଏଥିପାଇଁ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଟୋଲ୍ ଫ୍ରି ନମ୍ବର ୧୯୨୯ ଏବଂ ୧୦୪ କୁ ଫୋନ୍ କରି ନିଜର ସ୍ଥିତି, ଯନତ୍ ସମ୍ପର୍କରେ ପଚାରି ବୁଝନ୍ତୁ। ପରାମର୍ଶ ଅନୁଯାୟୀ ଆବଶ୍ୟକ…
Read More...
Read More...