banner
Breaking
Browsing Category

ଜିଲ୍ଲା

କରୋନା ପଜିଟିଭ ହେଲେ କଣ କରିବେ, ସଚେତନ କଲା ବିଏମସି

ଭୁବନେଶ୍ୱର, ୨୫।୧ (ବ୍ୟୁରୋ): ରିପୋର୍ଟ କୋଭିଡ୍‌ ପଜିଟିଭ୍‌ ଆସିଲେ ହଠାତ୍‌ ବ୍ୟତିବ୍ୟସ୍ତ ହୁଅନ୍ତୁ ନାହିଁ। ଏଥିପାଇଁ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଟୋଲ୍‌ ଫ୍ରି ନମ୍ବର ୧୯୨୯ ଏବଂ ୧୦୪ କୁ ଫୋନ୍‌ କରି ନିଜର ସ୍ଥିତି, ଯନତ୍ ସମ୍ପର୍କରେ ପଚାରି ବୁଝନ୍ତୁ। ପରାମର୍ଶ ଅନୁଯାୟୀ ଆବଶ୍ୟକ…
Read More...

ପଞ୍ଚାୟତ ନିର୍ବାଚନରେ ହେରଫେର, କ°ଗ୍ରେସ ଆଣିଲା ବଡ ଅଭିଯୋଗ

ସୁନ୍ଦରଗଡ,୨୫।୧(ବ୍ୟୁରୋ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ଦଲକି ପଞ୍ଚାୟତରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ସ୍ତ୍ରୀ ଓ ୯ସନ୍ତାନ ଥାଇ ମଧ୍ୟ ପ୍ରାର୍ଥତ୍ପତ୍ର କାଏମ ରହିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ପ୍ରାର୍ଥତ୍ପତ୍ର ନାକଚ କରା ନ ଯିବା ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ…
Read More...

ଟିକା ନେବାର ତିନି ଘଣ୍ଟା ପରେ ବୃଦ୍ଧାଙ୍କ ମୃତ୍ୟୁ

ନୟାଗଡ଼ ,୨୩।୧: କରୋନା ଟିକା ନେବାର ୩ଘଣ୍ଟା ପରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଗୋତିସାହି ପଞ୍ଚାୟତ ଗମ୍ଭାରିଡିହି ଗାଁର ମାଟିଆଣି ଦେଇ (୭୫)। ମାଟିଆଣି ଗୋତିସାହି ପଞ୍ଚାୟତ କାର୍ଯ୍ୟାଳୟରେ କରୋନାର ପ୍ରଥମ ଡୋଜ୍‌ ଟିକା ନେଇଥିେ। ଟିକାନେବା…
Read More...

ସିଏମସି ପକ୍ଷରୁ କୋଭିଡ ହେଲ୍ପଲାଇନ୍ ନମ୍ବର ଜାରି

କଟକ ,୨୩ା୧: ସହରରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା କମିଛି। ହେଲେ ଏବେ ବି ଅନେକ ଆକ୍ରାନ୍ତ ରହିଛନ୍ତି । କୋଭିଡ୍‌ ସମ୍ପର୍କିତ କୌଣସି ସମସ୍ୟା କିମ୍ବା ସହାୟତା ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ୬ଟି ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ସେଗୁଡିକ ହେଲା ୧୮୦୦୩୪୫୮୨୮୯,…
Read More...

ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଟଙ୍କା ଘୋଷଣା

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ସୋର ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି  ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି।…
Read More...

୧୭ ନମ୍ବର ଜୋନ୍ ପାଇଁ କ°ଗ୍ରେରୁ ପ୍ରାର୍ଥୀ ହେଲେ ଅଜୟ କୁମାର ବାୟୀ

କେନ୍ଦ୍ରାପଡା,୨୨/୧(ଓଡ଼ିଆ ନ୍ୟୁଜ) କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ୧୭ ନମ୍ବର ଜୋନ୍ ଜିଲ୍ଲା ପରିଷଦ ପାଇଁ କ°ଗ୍ରେସ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଅଜୟ କୁମାର ବାୟୀ। ଚନ୍ଦନନଗର ପଞ୍ଚାୟତ ଅନ୍ତର୍ଗତ ଗୋପ୍ତିରା ଗ୍ରାମରେ ବାସ କରୁଥିବା ଶ୍ରୀଯୁକ୍ତ ବାୟୀ…
Read More...

ରାଜଧାନୀ କରୋନା ହଟସ୍ପଟ, କିନ୍ତୁ ପ୍ରଶାସନ ଢିଲା

ଭୁବନେଶ୍ୱର, ୨୨।୧ (ବ୍ୟୁରୋ): କଟକଣା କଡ଼ା, ହେଲେ କାର୍ଯ୍ୟକାରୀ ଶୂନ। ପୋଲିସ, ପ୍ରଶାସନଠାରୁ ସାଧାରଣ ଜନତା ସମସ୍ତେ ଢିଲା। ଯେଉଁଥିପାଇଁ ସଂକ୍ରମଣ ଓ ସକ୍ରିୟ ଆକ୍ରାନ୍ତ ସଂଖ୍ୟାରେ ଦେଶର ୧୦ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି। ତେବେ ରାଜଧାନୀ ଭୁବନେଶ୍ୱର ପାଇଁ ରାଜ୍ୟର ସ୍ଥିତି ବିଗିଡିବାରେ…
Read More...

ଟିକାକରଣରେ ବିଏମସିର ରେକର୍ଡ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟିକାକରଣରେ ରେକର୍ଡ କରିଛି। ୨୦ ତାରିଖ ସୁଦ୍ଧା ମୋଟ ୨୯ ଲକ୍ଷ ୦୨ ହଜାର ୩୦୯ ଡୋଜ ଟିକା ଦିଆଯାଇଛି । ସେଥି ମଧ୍ୟରୁ ୧୫ ଲକ୍ଷ ୦୮ ହଜାର ୮୮୪ ପ୍ରଥମ ଡୋଜ ନେଇଥିବା ବେଳେ, ୧୩ ଲକ୍ଷ ୫୬ ହଜାର ୪୬୫ ଜଣଙ୍କୁ ଦ୍ୱିତୀୟ ଡୋଜ…
Read More...

ନବୀନ ବାବୁ ଉଠାଦୋକାନୀଙ୍କ ସହିତ ଅଛନ୍ତି : ସାଂସଦ ଅମର ପଟ୍ଟନାୟକ

ଭୁବନେଶ୍ୱର, ୨୦.୧ : ଜାତୀୟ ଉଠାଦୋକାନୀ ଦିବସ ଅବସରରେ ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ଓ ଭେଣ୍ଡିଂଜୋନ ସୁରକ୍ଷା ଟ୍ରଷ୍ଟ ତରଫରୁ ସ୍ଥାନୀୟ ଇଡ଼କଲ ଅଡ଼ିଟୋରିୟମଠାରେ ରାଜ୍ୟ ସରକାରଙ୍କ କୋଭିଡ଼ ନିୟମ ପାଳନ ପୂର୍ବକ ଜାତୀୟ ଉଠାଦୋକାନୀ ଦିବସ ପାଳିତ ହୋଇଯାଇଛି । ଟ୍ରଷ୍ଟର ପ୍ରତିଷ୍ଠାତା…
Read More...

ସ୍ଥାନାନ୍ତର ହେଲା ୧ ନମ୍ବର ହାଟ

ଭୁବନେଶ୍ୱର : ୟୁନିଟ୍ ୧ ହାଟକୁ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ଖେଳ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ହାଟ ଭିତରେ କୋଭିଡ଼ ନିୟମ ସଠିକ୍ ଭାବେ ପାଳନ ହେଉ ନଥିବାରୁ ଏପରି ନିଷ୍ପତ୍ତି ନେଇଛି ବିଏମସି । କୋଭିଡ଼ ଗାଇଡଲାଇନ୍ ଅନୁସାରେ ଦୋକାନ ଦୋକାନ ମଧ୍ୟରେ ୮ ଫୁଟ ଦୂରତା , ମାସ୍କ ଓ ସାନିଟାଇଜର…
Read More...