Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ରାଉରକେଲା ବ୍ଲୁମ୍ବର୍ଗ ଫିଲିଆନ୍ଥ୍ରୋପିଜ୍ ଗ୍ଲୋବାଲ ମେୟର ଚ୍ୟାଲେଞ୍ଜ୍ ବିଜୟୀ
ରାଉରକେଲା,୧୮/୧(ବ୍ୟୁରୋ) : ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇଛି। ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଭାରତର ଏକମାତ୍ର ସହର। ଏହି ବିଶେଷ ସଫଳତା ସହ ରାଉରକେଲାକୁ ବ୍ଲୁମବର୍ଗ…
Read More...
Read More...
ଭୋଟ ଦେବା ସମୟରେ ଚିହ୍ନଟ ପାଇଁ ମାସ୍କ ଖୋଲିବେ ଭୋଟର
ବାଲେଶ୍ୱର ,୧୭।୧: ବାଲେଶ୍ୱର ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ରବିବାର ରାଜନୈତିକ ଦଳ ପ୍ରତିନିଧିମାନଙ୍କ ସହ ଜିଲା ପ୍ରଶାସନର ଆଲୋଚନା ହୋଇଥିଲା। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବା ବେଳେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର…
Read More...
Read More...
ନୂଆପଡା ଗ୍ରସ୍ତରେ ଡିଜିପି
ଭୁବନେଶ୍ୱର,୧୬।୧(ବ୍ୟୁରୋ): ଦିନିକିଆ ନୂଆପଡା ଗସ୍ତରେ ରବିବାର ଡିଜିପି ସୁନିଲ ବଂଶଲ ଯାଇଛନ୍ତି । ସେଠାରେ ସେ ପହଞ୍ଚି ମାଓବାଦୀ ସ୍ଥିତି ଓ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଛନ୍ତି। ଜିଲାର ଗୌତମା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ନୂଆପଡା ଏସ୍ପିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ…
Read More...
Read More...
ଟାଟା ଷ୍ଟିଲ ପକ୍ଷରୁ କୋଭିଡକେୟାର ସେଣ୍ଟର
ଢେଙ୍କାନାଳ ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ସେଣ୍ଟର ପ୍ରସ୍ତୁତ କରାଯାଇଛି। ସ୍ବତନ୍ତ୍ର କୋଭିଡ୍ ପାରାମେଡିକ୍ସ, ସଫେଇ କର୍ମଚାରୀ,…
Read More...
Read More...
ବିଏମସି ଅଫିସରୁ ୨୨ ପଜିଟିଭ ଚିହ୍ନଟ
ଭୁବନେଶ୍ବର ୧୩।୧: ଭୁବନେଶ୍ବର ମହାନଗର ନିଗମ ମୁଖ୍ୟ କାର୍ଯ୍ୟାଳୟରେ ପଶିଲା କରୋନା । ଗୋଟିଏ ଦିନରେ ଚିହ୍ନଟ ହେଲେ ୨୨ କୋଭିଡ୍ ସଂକ୍ରମିତ । ବୁଧବାର ହୋଇଥିବା ଟେଷ୍ଟିଂରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ପ୍ରବେଶ…
Read More...
Read More...
ହାଇକୋର୍ଟ ଗଲେ ସୁମିତ
କଟକ ,୧୧।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଗତ ୪ ତାରିଖରେ ଛତ୍ରପୁର ଜିଲା କୋର୍ଟ ଦେଇଥିବା ନିର୍ଦ୍ଦେଶନାମାକୁ ନେଇ ଏବେ ହାଇକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କରିଛନ୍ତି ସୁମିତ। ତପସ୍ବିନୀ…
Read More...
Read More...
ଭୁବନେଶ୍ୱରରେ ପୁଣି ୭ ଟି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା
ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ। ଏଥିସହ ତାଳ ଦେଇ ବଢ଼ି ଚାଲିଛି କଣ୍ଟେନମେଣ୍ଟ ଜୋନ୍ । ବିଏମ୍ସିର ଦକ୍ଷିଣ-ପୂର୍ବ ଜୋନରେ ରବିବାର ଆଉ ୭ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏକାଧିକ ପଜିଟିଭ୍ ଚିହ୍ନଟ ପରେ ବିଏମ୍ସି ପକ୍ଷରୁ ଏଭଳି…
Read More...
Read More...
ଭୁବନେଶ୍ୱରରେ ବଢିଲା କୋଭିଡ ହସ୍ପିଟାଲ ସିଟ୍
ଭୁବନେଶ୍ୱର, ୯।୧(ବ୍ୟୁରୋ): ଭୁବନେଶ୍ୱରରେ କୋଭିଡ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା ବୃଦ୍ଧି ପାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ପୂର୍ବରୁ ସମ୍ ଓ ଆଦିତ୍ୟ-ଅଶ୍ୱିନୀ ହସ୍ପିଟାଲକୁ ଏ ନେଇ ଅନୁମତି ମିଳିଥିବା…
Read More...
Read More...
ଶାଶୁ ଘରକୁ ପ୍ରବେଶ କଲେ ତପସ୍ବିନୀ
ବ୍ରହ୍ମପୁର ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ କରିଛନ୍ତି । ତପସ୍ବିନୀ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିବେ ଓ ଡା. ସୁମିତ ତାଙ୍କ ଭରଣପୋଷଣ…
Read More...
Read More...
ରାଜଧାନୀରେ ୯ ଟି ସ୍ଥାନ କଣ୍ଟେନମେଣ୍ଟ ଘୋଷଣା
ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଲାଣି। ସହରର ଏକାଧିକ ସ୍ଥାନରେ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଫଳରେ ସଂକ୍ରମଣକୁ ରୋକିବା ପାଇଁ ବିଏମ୍ସି ପକ୍ଷରୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯାଉଛି।
ଗୁରୁବାର ସହରର ୯ଟି ସ୍ଥାନକୁ…
Read More...
Read More...