Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
କ୍ୟାପିଟାଲ ହସ୍ପିଟାଲରେ କରୋନା
ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜଧାନୀସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସମେତ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଦୁଇ ଜଣଙ୍କ ମଧ୍ୟରେ ଜଣେ ମ୍ୟାନେଜର ଜଣେ ଫାର୍ମାସିଷ୍ଟ ଅଛନ୍ତି। ସେମାନଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଥିବା ନେଇ କ୍ୟାପିଟାଲ ହସ୍ପିଟାଲ…
Read More...
Read More...
ନୂଆ ଟ୍ରାଫିକ ଡିସିପି ଏସ୍ ସୁଶ୍ରୀଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର,୬/୧(ବ୍ୟୁରୋ): ଦ୍ୱୈତନଗରୀ କଟକ-ଭୁବନେଶ୍ୱରର ନୂଆ ଟ୍ରାଫିକ ଡିସିପି ଭାବେ ୨୦୧୮ ବ୍ୟାଚ୍ର ଆଇପିଏସ୍ ଅଫିସର ଏସ୍.ସୁଶ୍ରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଡିସେମ୍ବର ୨୯ରେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ନିଯୁକ୍ତି ମିଳିଥିଲା। କାର୍ଯ୍ୟରେ ଯୋଗଦେବା ପରେ ସେ…
Read More...
Read More...
ଚିଲିକାରେ ଆଜିଠାରୁ ପକ୍ଷୀ ଗଣନା
ଖୋର୍ଦ୍ଧା,୩।୧: ଚିଲିକାର ଅତିଥି ସାଜିଥିବା ଦେଶୀ-ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ମଙ୍ଗଳବାର ସକାଳ ୬ଟାରୁ ୧୧ଟା ସମୟ ପର୍ଯ୍ୟନ୍ତ ଏହି ପକ୍ଷୀ ଗଣନା କରାଯିବ । ସେନେଇ ସୋମବାର ଗଣନାକାରୀମାନଙ୍କୁ ଟ୍ରେନିଂ ଦିଆଯାଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ବାଲୁଗାଁ-ଚନ୍ଦ୍ରାପୁଟ ସ୍ଥିତ…
Read More...
Read More...
କମିଶନରେଟ୍ ପୋଲିସର ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୧।୧(ବ୍ୟୁରୋ): ଆଜି ହେଉଛି କମିଶନରେଟ ପୋଲିସର ପ୍ରତିଷ୍ଠା ଦିବସ। କମିଶନରେଟ ପୋଲିସ ୧୩ ପୂରି ୧୪ ବର୍ଷରେ ପାଦ ଥାପିଛି । ୨୦୦୮ ଜାନୁୟାରୀ ୧ରେ ଦ୍ବୈତନଗରୀ ଭୁବନେଶ୍ବର-କଟକକୁ ନେଇ ଗଠିତ ହୋଇଥିଲା । ୨୦୨୨ ପୋଲିସ ପାଇଁ ବଡ଼ ଚାଲେଞ୍ଜ ହେବ । କମିଶନରେଟ ପୋଲିସକୁ ଚଳିତବର୍ଷ ୩ଟି…
Read More...
Read More...
୧୦ ଲୁଗାବୁଣା ତନ୍ତ ବସାଇଲା ପରିଚୟ ଫାଉଣ୍ଡେସନ୍
ଭୁବନେଶ୍ୱର: ନୂତନ ବର୍ଷରେ ବୁଣାକାରଙ୍କ ମୁହଁରେ ହସ ଫୁଟାଇବା ପାଇଁ ଆଗେଇ ଆସିଛି ପରିଚୟ ଫାଉଣ୍ଡେସନ୍ । ଏକ୍ସପୋର୍ଟ କ୍ରେଡିଟ୍ ଗ୍ୟାରେଣ୍ଟି କର୍ପୋରେସନ ଅଫ୍ ଇଣ୍ଡିଆ(ଇସିଜିସି) ସହାୟତାରେ ମହିଳା ବୁଣାକାରଙ୍କ ପାଇଁ ୧୦ଟି ଲୁଗାବୁଣା ତନ୍ତ ବସାଯାଇଛି । ପ୍ରଥମ ପର୍ଯ୍ୟାୟରେ ଆଜି ଆଠଗଡରେ…
Read More...
Read More...
ମନ୍ଦିର, ମସଜିଦ ସବୁ ବନ୍ଦ
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ବିଏମ୍ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ । ୩୧ରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଧର୍ମାନୁଷ୍ଠାନ। ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଜନସାଧାରଣଙ୍କ ସ୍ବାସ୍ଥ୍ୟ ଏବଂ…
Read More...
Read More...
ବିଶ୍ବସ୍ତରୀୟ ହେବ ନନ୍ଦନକାନନ ଚିଡିଆଖାନା
ବାରଙ୍ଗ,୩୦।୧୨(ବ୍ୟୁରୋ): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଖୁବ୍ଶୀଘ୍ର ହେବାକୁ ଯାଉଛି ବିଶ୍ୱସ୍ତରୀୟ ଚିଡ଼ିଆଖାନା। ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର ସରକାର ସ୍ବୀକୃତି ଦେଇଛନ୍ତି ବୋଲି ପ୍ରଧାନ ମୁଖ୍ୟ…
Read More...
Read More...
ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଓଡ଼ିଶାର ନୈରାସ ଜନକ ପଦଶ
ନୂଆଦିଲ୍ଲୀ, ୨୮ା୧୨: ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କରିବାରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ବଡ଼ ରାଜ୍ୟଗୁଡ଼ିକୁ ନେଇ ପ୍ରସ୍ତୁତ ତାଲିକାରେ ଓଡ଼ିଶା ତଳଆଡ଼ୁ ତୃତୀୟ ସ୍ଥାନରେ ରହିଛି। ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ କେରଳ…
Read More...
Read More...
ପୁଣି ହାତୀ ମୃତ୍ୟୁ
ଖୋର୍ଦ୍ଧା,୨୬।୧୨: ଖୋର୍ଦ୍ଧା ଜିଲା ଟାଙ୍ଗି ବନାଞ୍ଚଳ ଭୂଷଣ୍ଡପୁର ନିକଟ ରେଳ ଧାରଣା କଡ଼ରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। ଦନ୍ତାର ଟ୍ରେନ୍ ଧକ୍କାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଥିରେ ଅନ୍ୟ ୨ଟି ହାତୀ ଆହତ ହୋଇଛନ୍ତି। ଆହତ ଦ୍ୱୟଙ୍କୁ ଜଙ୍ଗଲ ଭିତରେ ହାତୀ ପଲ ଜଗି ରହିଥିବା…
Read More...
Read More...
ଉତ୍ତର ବିଧାୟକଙ୍କ ଦ୍ଵାରା ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର : ପଟିଆ ବିଗ ବଜ଼ାର ସମ୍ମୁଖ ପେଟ୍ରୋଲ ପମ୍ପ ଠାରୁ ପଟିଆ ଷ୍ଟେସନ ପର୍ଯ୍ୟନ୍ତ ୮ କୋଟି ତାଙ୍କ ବ୍ୟୟ ଅଟକଳରେ ରାସ୍ତାର ପ୍ରଶସ୍ତିକରଣ କାର୍ଯ୍ୟର ଭିତ୍ତି ପ୍ରସ୍ତର ମାନ୍ୟବର ବିଧାୟକ ଭୁବନେଶ୍ୱର ଉତ୍ତର ଶ୍ରୀଯୁକ୍ତ ସୁଶାନ୍ତ ରାଉତଙ୍କ କରକମଳରେ ଶୁଭ ଉଦଘାଟିତ
ହୋଇଯାଇଛି | ଉକ୍ତ…
Read More...
Read More...