Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ବାତ୍ୟା ପାଇଁ ୧୯ ଜିଲ୍ଲାରେ ସ୍କୁଲ ଛୁଟି
ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲାରେ ସ୍କୁଲ ଛୁଟି ଘୋଷଣା…
Read More...
Read More...
କେନ୍ଦ୍ର ସରକାର ଉପରେ ବର୍ଷିଲେ ଉତ୍ତର ବିଧାୟକ ସୁଶାନ୍ତ ରାଉତ
ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କର ଅହେତୁକ ଦରଦାମ ବୃଦ୍ଧି ଯଥା, ( ରନ୍ଧନ ଗ୍ୟାସ ) ବିରୁଦ୍ଧରେ ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀର ବିଜୁ ଯୁବ, ଛାତ୍ର ଓ ମହିଳା ଜନତା ଦଳ ପକ୍ଷରୁ
ଚନ୍ଦ୍ରଶେଖରପୁର ସ୍ଥିତ ଆଇଓସିଏଲ ଅଫିସ ସମ୍ମୁଖରେ ହଜାର ହଜାର କର୍ମୀଙ୍କୁ ନେଇ ବିକ୍ଷୋଭ ଓ ପ୍ରତିବାଦ…
Read More...
Read More...
ଢେ଼ଙ୍କାନାଳରେ ସ୍ମାର୍ଟ କାର୍ଡ ବଣ୍ଟନ
ଢେଙ୍କାନାଳ ,୨୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଢେଙ୍କାନାଳ ଗସ୍ତରେ ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ୮୮୦ କୋଟି…
Read More...
Read More...
ପୁର୍ବତନ କର୍ପୋରେଟର ରଞ୍ଜନ ଜେନାଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର : ପିଲାଙ୍କ ମୁହଁରେ ହସ ଫୁଟାଇବା ପାଇଁ ବାପା ମା’ଙ୍କ ଠାରୁ ଆତ୍ମୀୟ ସ୍ୱଜନ ପର୍ଯ୍ୟନ୍ତ ସମସ୍ତେ ବିଭିନ୍ନ ପ୍ରକାରର ଚେଷ୍ଟା କରିଥାନ୍ତି । ପିଲାଙ୍କ ମୁହଁରେ ହସ ଫୁଟିଲେ ସମସ୍ତଙ୍କର ମନ ପ୍ରଫୁଲ୍ଲିତ ହୋଇଉଠେ । ସମସ୍ତ ବାଧାବିଘ୍ନ ନିମିଶକ ମଧ୍ୟରେ ଦୂର ହୋଇଯାଏ । ତେଣୁ ପିଲାଙ୍କ…
Read More...
Read More...
ଝାରସୁଗୁଡାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍ କାର୍ଡ ସୋମବାର ଝାରସୁଗୁଡାରେ ଶୁଭାରମ୍ଭ କରିଛନ୍ତି । ଭର୍ଚୁଆଲ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ସ୍ମାର୍ଟ କାର୍ଡ ଗରିବ ଶ୍ରେଣୀର ଲୋକଙ୍କ ଦୁଃଖ ଦୂର କରିବ…
Read More...
Read More...
ବର୍ଷାରେ ବୁଡିଗଲା ଧାନବିଲ,
ଗଞ୍ଜାମ,୧୩।୧୧(ବ୍ୟୁରୋ): ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ସହର ବାସୀ l ଏଥି ସହିତ ଦିନ ଓ ରାତି ତମାମ ବର୍ଷା ଫଳରେ ଧାନ ଚାଷ ଜମି ଗୁଡିକ ଜଳମଗ୍ନ ରହିଥିବା ଦେଖିବାକୁ ମିଳିଛି l ବିଶେଷ କରି ପୁଇଁତୋଳା, ଝଡକୁଦା, ଲକ୍ଷ୍ମୀପୁର, ପାଳିବନ୍ଧ,…
Read More...
Read More...
ବିରଳ ପ୍ରଜାତିର ଶାଙ୍କୁଚ ଜବତ
ରାଜନଗର, ୧୩।୧୧(ବ୍ୟୁରୋ): ସିଡ୍ୟୁଲ-୧ ଶ୍ରେଣୀ ଭୁକ୍ତ ବିରଳ ଶାଙ୍କୁଚକୁ ବେଧଡକ ଭାବେ ନଦୀ ଓ ମୁହାଣରୁ ଧରାଯାଇ ରାଜ୍ୟ ବାହାରକୁ ଚାଲାଣ କରାଯାଉଛି। ରାଜନଗର ଅଞ୍ଚଳରେ ଥିବା ମାଛ ଗଦିରେ ଏପରି ବେଆଇନ କାରବାର ଚାଲିଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ ଆସୁଥିଲା। ଶୁକ୍ରବାର ବନ ବିଭାଗ ପକ୍ଷରୁ…
Read More...
Read More...
ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ର ଆଶଙ୍କା
ଭୁବନେଶ୍ୱର ୯ା୧୧ : ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଧୀନ କୋତଳାଙ୍ଗ ଗ୍ରାମରେ ମଙ୍ଗଳବାର କାଉ ମଡ଼କ ଦେଖାଯାଇଛି। ଅଚାନକ କାଉ ମରୁଥିବା ଯୋଗୁ ବାର୍ଡ ଫ୍ଲୁ ଆଶଙ୍କା କରାଯାଇଛି। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଅଞ୍ଚଳରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ କାଉ ମରିଥିବା ଜଣାପଡ଼ିଛି।…
Read More...
Read More...
ନିଶ୍ଚନ୍ତକୋଇଲିରେ ଜୋରଦାର ଆନ୍ଦୋଳନ
ନିଶ୍ଚିନ୍ତକୋଇଲି,୮।୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ…
Read More...
Read More...
କିମ୍ସର ଉପ-କୁଳପତି ହେଲେ ଡ଼ ସିବିକେ ମହାନ୍ତି
ଭୁବନେଶ୍ୱର,୭।୧୧(ବ୍ୟୁରୋ): ବିଶିଷ୍ଟ ଭେଷଜ ବିଶେଷଜ୍ଞ ତଥା ଓଡ଼ିଶା ମେଡିକାଲ୍ ଏଜୁକେଶନ ଆଣ୍ଡ୍ ଟ୍ରେନିଂର ପୂର୍ବତନ ନିର୍ଦ୍ଦେଶକ ଡା. ସିବିକେ ମହାନ୍ତି କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ (କିମ୍ସ)ର ଉପକୁଳପତି ଭାବେ ଯୋଗଦେଇଛନ୍ତି। ଓଡ଼ିଶାର ଜଣେ ଜଣାଶୁଣା ଚିକିତ୍ସକ…
Read More...
Read More...