Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଜିଲ୍ଲା
ପୁରୀ ଜିଲ୍ଲା ପାଇଁ କାଳିଆ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ।
ପୁରୀ ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩ କୋଟି ଟଙ୍କା ପାଇବେ । ଏହି ଟଙ୍କା…
Read More...
Read More...
ବିବାହ, ବ୍ରତ ପାଇଁ ବଦଳିବ ନିୟମ।
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ କୋହଳ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ଲାଗିଥିବା ଏହି କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ଏହିସବୁ କାର୍ଯ୍ୟକ୍ରମରେ ୨୫୦ ଜଣ ଅତିଥି…
Read More...
Read More...
ନଭେମ୍ବର ୧ରୁ ନୂତନ ଭୋଟର ପଞ୍ଜିକରଣ ଓ ସ°ଶୋଧନ ପ୍ରକ୍ରିୟା ଆରମ୍ଭ।
ଖୋର୍ଦ୍ଧା,୩୦ା୧୦: ଭାରତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶାନାମା ଅନୁଯାୟୀ, ଜିଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ- ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଜାରି ରହିଛି। ଶନିବାର ଏନେଇ ଜିଲାପାଳଙ୍କ ସମ୍ମିଳନୀରେ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ…
Read More...
Read More...
ଜଗା ଦର୍ଶନ ପାଇଁ ଆସିବ ଗାଇଡଲାଇନ୍।
ପୁରୀ ,୨୭।୧୦: ପୁରୀ ବାସୀଙ୍କ ପାଇଁ ଜଗା ଦର୍ଶନକୁ ନେଇ ବୁଧବାର ନୂଆ ଗାଇଡ୍ଲାଇନ୍ ଆସିବ। ମଧ୍ୟ୍ୟାହ୍ନ ୧୨ଟାରେ ଭର୍ଚୁଆଲ ଯୋଗେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି।
ପ୍ରତ୍ୟେକ ଦିନ କୋଭିଡ ନେଗେଟିଭ ରିପୋର୍ଟ ଦେଖାଇ ପୁରୀ ବାସୀନ୍ଦା…
Read More...
Read More...
ଏସସିବିରେ ଖୋଲିଲା ଯକୃତ ପ୍ରତିରୋପଣ ବିଭାଗ।
କଟକ , ୨୬।୧୦: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍ସିବି) ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲର ବିକାଶରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ନିମନ୍ତେ ସୋମବାର ଏଠାରେ ୨ଟି ନୂତନ ବିଭାଗ ଉଦ୍ଘାଟିତ ହୋଇଛି। ଲିଭର ଟ୍ରାନ୍ସପ୍ଲାଣ୍ଟ (ଯକୃତ…
Read More...
Read More...
ହଟିଲା ପାର୍ବଣ କଟକଣା।
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଗୁରୁବାରଠାରୁ ଟ୍ବିନ୍ ସିଟିରୁ ହଟିଲା ପାର୍ବଣ କଟକଣା। ପାର୍ବଣ ସମୟକୁ ଦୃଷ୍ଟିରେ ରଖି ଗତ ୧୧ ତାରିଖରୁ ୨୦ ପର୍ଯ୍ୟନ୍ତ କଟକଣା ଲଗାଯାଇଥିଲା। ଏହାର ବୁଧବାର ଥିଲା ଶେଷ ଦିନ। ଏଣୁ ଆଜିଠାରୁ ଭୁବନେଶ୍ୱର ଏବଂ କଟକରେ ରାତି ୮ଟା ପରେ ବି ଦୋକାନ ବଜାର ଖୋଲା…
Read More...
Read More...
ପାର୍ବଣ ପାଇଁ ବଢିଲା କଟକଣା।
ଭୁବନେଶ୍ୱର : ରବିବାର (ଆସନ୍ତାକାଲି) ଠାରୁ ପୂଜା ପାଇଁ କୋଭିଡ ନିୟମ ଲାଗୁ ହେବ। କଟକ-ଭୁବନେଶ୍ବରରେ ରାତି ୮ଟାରୁ ସକାଳ ୫ ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ। ଏହି ସମୟରେ ଅମାନିଆଙ୍କ ପାଇଁ ଜରିମାନା ବ୍ୟବସ୍ଥା କରା ଯାଇଛି । ଅଧିକ ଅମାନିଆ ହେଲେ ଗିରଫ କରାଯିବ ବୋଲି ପୁଲିସ କମିଶନର…
Read More...
Read More...
ନନ୍ଦନକାନନରେ ଚାଲିବ ଟୟଟ୍ରେନ୍।
ଭୁବନେଶ୍ୱର,୯।୧୦ : ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ ପ୍ରତୀକ୍ଷିତ ସାଜିଥିବା ତଥା ଆକର୍ଷଣୀୟ ଓ ଆଧୁନିକୀକରଣରେ ଝଲସୁଥିବା ଶିଶୁ ରେଳଗାଡ଼ି(ଟୟଟ୍ରେନ)ର…
Read More...
Read More...
ସ୍ପର୍ଶ ହସ୍ପିଟାଲ୍ ଏବଂ ଲାୟନସ୍ ମିନତୀ ବେହେରା କ୍ୟାନସ୍ର ଫାଉଣ୍ଡେସନ୍ର ମିଳିତ ସହଯୋଗରେ ବିଶ୍ୱ ସ୍ତନ କର୍କଟ…
ବିଶ୍ୱ ସ୍ତନ କର୍କଟ ଦିବସ ଉପଲକ୍ଷେ ସ୍ପର୍ଶ ହସ୍ପିଟାଲ ସହିତ ଲାୟନସ୍ ମିନତୀ ବେହେରା କ୍ୟାନସ୍ର ଫାଉଣ୍ଡେସନ୍ର ମିଳିତ ସହଯୋଗରେ ସ୍ତନ କର୍କଟ ସଚେତନତା ଦିବସ “ୱିନରସ୍ ଅଫ୍ ଲାଇଫ୍” ସ୍ପର୍ଶ ହସ୍ିଟାଲ୍ଠାରେ ପାଳିତ ହୋଇଯାଇଛି । ସାଧାରଣତଃ ସବୁ କର୍କଟ ରୋଗଠାରୁ ସ୍ତନ କର୍କଟ ଅତି ସାଧାରଣ…
Read More...
Read More...
ମୁଣ୍ଡଳୀ ହାତୀ ମୃତ୍ୟୁର ଆସିଲା ରିପୋର୍ଟ।
କଟକ ,୭ା୧୦: ମୁଣ୍ଡଳି ଦନ୍ତାହାତୀ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାନସିକ ଆଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏନେଇ ସାଲେପୁର ବ୍ଲକ ପ୍ରାଣୀସମ୍ପଦ…
Read More...
Read More...