Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ମୁଣ୍ଡଳୀ ହାତୀ ମୃତ୍ୟୁର ଆସିଲା ରିପୋର୍ଟ।
କଟକ ,୭ା୧୦: ମୁଣ୍ଡଳି ଦନ୍ତାହାତୀ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାନସିକ ଆଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏନେଇ ସାଲେପୁର ବ୍ଲକ ପ୍ରାଣୀସମ୍ପଦ…
Read More...
Read More...
ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ।
ଭୁବନେଶ୍ୱର,୬ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ। ଫରେଷ୍ଟ ପାର୍କ ଅଞ୍ଚଳର ୫୨ ନମ୍ବର ଓ୍ବାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନ୍ମେଣ୍ଟ ଘୋଷଣା କରିଛି ବିଏମ୍ସି। ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟ୍କୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଭାବେ ଘୋଷଣା…
Read More...
Read More...
ପଟିଆରେ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ।
ଭୁବନେଶ୍ଵର : ପବିତ୍ର ଗାନ୍ଧୀ ଜୟନ୍ତୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଅକ୍ଟୋବର ୨ ରୁ ନଭେମ୍ବର ୨ ଏକ ମାସ ଧରି ସାରା ରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ ଏବଂ ରକ୍ତଦାନ ଭଳି…
Read More...
Read More...
ରାଜ୍ୟ ବରିଷ୍ଠ ନାଗରିକ ସ°ଘର ବିଶ୍ବ ବରିଷ୍ଠ ନାଗରିକ ଦିବସ ଉତ୍ସବ।
ଭୁବନେଶ୍ୱର,୧/୧୦(ଓଡ଼ିଆ ନ୍ୟୁଜ) ରାଜ୍ୟ ବରିଷ୍ଠ ନାଗରିକ ମହାସଂଘର ବିଶ୍ବ ବରିଷ୍ଠ ନାଗରିକ ଦିବସ ଉତ୍ସବ ନୀଳାଦ୍ରି ବିହାର ସ୍ଥିତ ଗ୍ରାଣ୍ଡ ଲୁମ୍ବିନୀ କନଭେନସନ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି।
ସଭାପତି ମଧୁମାଧବ ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥ ଭାବେ…
Read More...
Read More...
କଟକ-ଭୁବନେଶ୍ୱର ପାଇଁ ନୂଆ ଗାଇଡଲାଇନ୍।
ଭୁବନେଶ୍ୱର,୩୦।୯(ବ୍ୟୁରୋ): ରାଜ୍ୟ ସରକାର ଅକ୍ଟୋବର ମାସ ପାଇଁ ନୂତନ ଗାଇଡ୍ଲାଇନ ଆଣିଛନ୍ତି। ଏସ୍ଆର୍ସି ପ୍ରଦୀପ ଜେନା ଗୁରୁବାର ଏହି ନୂତନ ଗାଇଡ୍ଲାଇନ ଘୋଷଣା କରିଛନ୍ତି। ଗାଇଡ୍ଲାଇନରେ ଅକ୍ଟୋବର ୧ରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ପୌରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଜାରି…
Read More...
Read More...
ଭୁବନେଶ୍ୱର କ୍ଲବର ସଭାପତି ରୂପେ ଅସିତ ତ୍ରିପାଠୀ ନିର୍ବାଚିତ।
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଅସିତ ତ୍ରିପାଠୀ ହେଲେ ଭୁବନେଶ୍ୱର କ୍ଲବର ନୂତନ ସଭାପତି। କ୍ଲବର ସଭାପତି ପଦ ପାଇଁ ରାଜ୍ୟର ଦୁଇ ସଚିବଙ୍କ ମଧ୍ୟରେ କଡା ଟକ୍କର ହୋଇଥିଲା। ଏଥିରେ ବିଜୟ ଲାଭ କରିଛନ୍ତି ଅସିତ ତ୍ରିପାଠୀ। ତାଙ୍କ ବିପକ୍ଷରେ ଲଢ଼ୁଥିବା ବିଜୟ ପଟ୍ଟନାୟକଙ୍କୁ ସେ ୨୭୮ ଭୋଟରେ…
Read More...
Read More...
ମିଳିଲା ସୀତାରାମଙ୍କ ମୃତ ଦେହ।
କଟକ ,୨୫।୯: କଟକ ମୁଣ୍ଡଳିରେ ଶୁକ୍ରବାର ରବର ବୋଟ ଓଲଟି ପଡ଼ିଥିଲା। ପରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ନିଆଯାଇଥିଲା। ହେଲେ ଓଡ୍ରାଫ୍ କର୍ମଚାରୀ ସୀତାରାମ ମୁର୍ମୁ ନିଖୋଜ ଥିଲେ। ତାଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। କଖଡ଼ି ମହାଳପଡ଼ା ଗୁମେଇ ସାହିରୁ ତାଙ୍କ ମୃତଦେହକୁ…
Read More...
Read More...
ହାତୀକୁ ଉଦ୍ଧାର କରିବାକୁ ଯାଇ ବୁଡିଲା ବୋଟ୍। ଓଟିଭି ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ।
ଭୁବନେଶ୍ୱର,୨୪/୯ : ଆଠଗଡ ବନଖଣ୍ଡ ଅନ୍ତର୍ଗତ ମୁଣ୍ଡଳୀ ବ୍ରିଜ ନିକଟରେ ମହାନଦୀରେ ଫସିରହିଥିବା ଏକ ଦନ୍ତାହାତୀକୁ ଉଦ୍ଧାରକରିବା ପାଇଁ ଯାଇଥିବା ଓଡ୍ରାଫ ଟିମର ବୋଟଟି ପ୍ରଖର ସ୍ରୋତରେ ଓଲଟି ପଡିଥିଲା । ଫଳରେ ସେଥିରେ ଥିବା ୫ଜଣ ଓଡ୍ରାଫ କର୍ମଚାରୀ ଓ ୨ ସାମ୍ବାଦିକ ପାଣିରେ ବୁଡିଯାଇଥିଲେ।…
Read More...
Read More...
ମୃତ ଛାତ୍ରଙ୍କ ନ୍ୟାୟ ପାଇଁ ରାସ୍ତାକୁ ଓହ୍ଲାଇଲା ଭାଜପା।
ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ସ୍ମାର୍ଟସିଟିର ମୁକୁଳା ଡ୍ରେନ୍ରେ ଭାସିଯାଇ ଦଶମ ଶ୍ରେଣୀର ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତ୍ୟୁ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)କୁ ଦାୟୀ କରିଛି ଭାଜପା। ରବିବାର ବିଏମ୍ସି କମିଶନରଙ୍କ ନାଁରେ ଖଣ୍ଡଗିରି ଥାନାରେ ଏତଲା ଦିଆଯାଇଥିବାବେଳେ…
Read More...
Read More...