Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ମିଳିଲା ଛାତ୍ରଙ୍କ ମୃତ ଦେହ।
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ରାଜଧାନୀର ଖୋଲା ଡ୍ରେନ୍ରେ ରବିବାର ଅପରାହ୍ନରେ ଭାସି ଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହକୁ ସୋମବାର ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ଟିମ୍। ଦୀର୍ଘ ୧୮ ଘଣ୍ଟା ଖୋଜାଖୋଜି କରିବା ପରେ ଆଜି ପଞ୍ଚସଖା ନଗର ନାଳରୁ ଜ୍ୟୋତିପ୍ରକାଶଙ୍କ…
Read More...
Read More...
ଧର୍ମପରାୟଣା ମହିଳାଙ୍କ ପରଲୋକ।
ଭୁବନେଶ୍ୱର,୧୯/୯ (ଓଡ଼ିଆ ନ୍ୟୁଜ) : ଚନ୍ଦ୍ରଶେଖରପୁରର ନୀଳାଦ୍ରି ବିହାର ଅଞ୍ଚଳର ଧର୍ମପରାୟଣା ମହିଳା ବିଜୟ ଲକ୍ଷ୍ମୀ ମହାନ୍ତିଙ୍କର ୬୬ ବର୍ଷ ବୟସରେ ପରଲୋକ ଘଟିଛି। ବାଲିପାଟଣା ଶିଶୁ ଅନନ୍ତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ସୁଧୀର କୁମାର ମହାନ୍ତିଙ୍କର ସେ ଧର୍ମ ଅଟନ୍ତି। ସେ ଜଣେ…
Read More...
Read More...
କୋରାପୁଟକୁ ଅଧିକ ଟ୍ରେନ ଚଳାଚଳ ପାଇଁ ଦାବିକଲେ ବାହିନୀପତି
ଭୁବନେଶ୍ୱର: ଅବିଭକ୍ତ କୋରାପୁଟ ଜିଲାକୁ ରେଳବାଇ ସବୁବେଳେ ବୈମାତୃକ ମନୋଭାବ ପୋଷଣ କରିଆସିଛି। ଏଠାରୁ ବିପୁଳ ପରିମାଣର ରାଜସ୍ବ ନେଉଥିଲେ ହେଁ ଦେଲାବେଳକୁ ହାତ ଥରୁଛି। େଯଉଁଥିପାଇଁ ଗତ ୨୨ବର୍ଷ ଭିତରେ ରାଜଧାନୀରୁ ଜିଲାକୁ ମାତ୍ର ଗୋଟିଏ ଟ୍ରେନ୍ ଗଡୁଛି ବୋଲି କଂଗ୍ରେସର ବରିଷ୍ଠ ବିଧାୟକ…
Read More...
Read More...
କେୟାର ଓ୍ବାର୍ଲଡର ଜାତୀୟ ସାଲିସ୍ ଶାନ୍ତି ସ°ଗଠନର ଶୁଭ ଉଦଘାଟନ।
ଭୁବନେଶ୍ୱର,୧୨/୭- ଓଡ଼ିଶାର ସର୍ବପୁରାତନ ସାମାଜିକ ଅନୁଷ୍ଠାନ କେୟାର ଓ୍ବାର୍ଲଡ ପକ୍ଷରୁ ସାମାଜିକ ନ୍ୟାୟ ପ୍ରଦାନ ଓ ଶାନ୍ତି ପ୍ରତିଷ୍ଠା ଉଦ୍ଦେଶ୍ୟରେ ଏକ ଜାତୀୟ ସାଲିସ୍ ଶାନ୍ତି ସ°ଗଠନର ଶୁଭ ଉଦଘାଟନ ନୀଳାଦ୍ରି ବିହାର ସ୍ଥିତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।
ସାମାଜିକ ସ୍ତରରେ…
Read More...
Read More...
ସୋମବାର ଠାରୁ ଗଡିଵ ମୋ ବସ୍।
ଭୁବନେଶ୍ୱର,୧୫।୭: ରାଜଧାନୀ ଭୁବନେଶ୍ୱରରେ କଟକଣା କୋହଳ ହେବା ସହ ବସ୍ ଚଳାଚଳକୁ ମିଳିଛି ଅନୁମତି । ଏହାକୁ ଦେଖି କ୍ୟାପିଟାଲ୍ ରିଜନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ପକ୍ଷରୁ ଯାତ୍ରୀମାନଙ୍କୁ ପୂର୍ବପରି ସେବା ଯୋଗାଇ ଦିଆଯିବ ବୋଲି ଗୁରୁବାର ସୂଚନା ଦିଆଯାଇଛି। ଆସନ୍ତା ସୋମବାର ଜୁଲାଇ…
Read More...
Read More...
ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ସମ୍ମାନ।
ଭୁବନେଶ୍ୱର,୧୩/୬- ବିଏମସି ୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଯୁବନେତା ତଥା ସମାଜସେବୀ ମନୋଜ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…
Read More...
Read More...
ଘରେ ଯୋଗାଇ ଦିଆଯିବ ଅକ୍ସିଜେନ୍ : ବିଏମସି
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍ଟ୍ରେଟର ଯୋଗାଇ ଦିଆଯିବ ବୋଲି…
Read More...
Read More...
ବାତ୍ୟା ଅଞ୍ଚଳ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଭଦ୍ରକ , ୩୧।୫-କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ବାତ୍ୟା ‘ୟାସ୍’ ଦ୍ୱାରା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। ମନ୍ତ୍ରୀ ପ୍ରଧାନ ହେଲିକପ୍ଟର ଯୋଗେ ଧାମରା ବନ୍ଦରଠାରେ ଅବତରଣ କରିଥିଲେ। ଏହାପରେ ସେ ବାତ୍ୟାରେ ଅଧିକ ପ୍ରଭାବିତ ଧାମରା…
Read More...
Read More...
ବାତ୍ୟା ପରେ ବନ୍ୟା ବଢାଉଛି ଲୋକଙ୍କ ଦୁର୍ଦ୍ଦଶା।
ଭଦ୍ରକ ,୨୮ା୫: ୟାସ୍ ପ୍ରଭାବରେ ଭଦ୍ରକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପବନ ପରେ ଏବେ ବିପତ୍ତି ଆଣିଛି ବନ୍ୟା। ବୈତରଣୀରେ ବନ୍ୟା ଆସିବା ଯୋଗୁ ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ବହୁ ପଞ୍ଚାୟତର ଅନେକ ଗାଁ ଜଳମଗ୍ନ ହୋଇଛି। ଭଣ୍ଡାରିପୋଖରୀ ମାଳଦା ନିକଟ ଶରତା ପୋଲ ଉପରେ ୫ ଫୁଟର ପାଣି…
Read More...
Read More...
ଉତ୍କଳ ବିକାଶ ପରିଷଦ ପକ୍ଷରୁ ଅସହାୟଙ୍କୁ ଖାଦ୍ୟ ଓ ଆର୍ଥିକ ସହାୟତା ପ୍ରଦାନ ।
କଟକ: - କଟକ ସଦର ବ୍ଲକର ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) ପକ୍ଷରୁ ଲକଡାଉନ, ସଟଡାଉନ,ସାମୁଦ୍ରିକ ବାତ୍ୟା ୟଶ ଏବଂ ନିରବିଛିନ୍ନ ବର୍ଷାରେ ପ୍ରଭାବିତ ହୋଇଥିବା ଅରିଲୋ,ରାମକମାରପୁର ଆଦି କଟକ ସଦର ବିଭିନ୍ନ ସ୍ଥାନରେ ଥିବା ଦିବ୍ୟାଙ୍ଗ,ଭିନ୍ନକ୍ଷମ ଲୋକ,ରାସ୍ତା…
Read More...
Read More...