banner
Breaking
Browsing Category

ଜିଲ୍ଲା

ବିପଦ ସ°କେତ ଉପରେ ବୈତରଣୀ।

ଯାଜପୁର ,୨୭ା୫: ବାତ୍ୟା ୟାସ୍‌ ଯୋଗୁ ଯାଜପୁର ଜିଲା ସମେତ ଉପରମୁଣ୍ଡ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଫୁଲି ଉଠିଛି। ବୈତରଣୀର ଉପରମୁଣ୍ଡ ଆନନ୍ଦପୁରଠାରେ ଗତ ୨ ଦିନରେ ପ୍ରାୟ ୮୫ ମି.ମି ବର୍ଷା ହୋଇଥିବା ବେଳେ କେନ୍ଦୁଝର ଜିଲାରେ ହାରାହାରି ୧୭୧ ମି.ମି ବର୍ଷା ରେକର୍ଡ…
Read More...

ଆରଡିରେ ୧୫ ଘର ପାଣି ଘେରରେ।

ଆରଡ଼ି,୨୭।୫: ବାତ୍ୟା ୟାସ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁରେ ପାଣି ମାଡିଯାଇଛି। ଫଳରେ ସାଳନ୍ଦୀ ନଦୀ କୂଳ ଗାଁ ରାସ୍ତାପାର୍ଶ୍ୱରେ ବସବାସ କରୁଥିବା ପ୍ରାୟ ୧୫ ପରିବାର ପାଣି ଘେରରେ ରହିଛନ୍ତି। ସରକାରୀସ୍ତରରେ କୌଣସି ସହାୟତା ମିଳି ନ ଥିବା ସେମାନେ…
Read More...

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଗୁରୁବାର ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରର ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ବାତ୍ୟା…
Read More...

ବାତ୍ୟା ଅଞ୍ଚଳରେ ପହଞ୍ଚି ସମୀକ୍ଷା କଲେ ପ୍ରଣବ।

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ବାଲେଶ୍ୱର ଓ ଭଦ୍ରକ ଜିଲାରେ ଅଧିକ କ୍ଷତି ହୋଇଛି। ଏହାକୁ ଦୃଷ୍ଟିରେ ରଖି ବିଜେଡି ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ବୁଧବାର ଅପରାହ୍ନରେ ବାଲେଶ୍ୱର ଗସ୍ତ କରି ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି।…
Read More...

୭ ଦିନ ରିଲିଫ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ପ୍ରଭାବରେ ଜଳଘେରରେ ଥିବା ୧୨୮ଟି ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦିଆଯିବ। ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନାଙ୍କ ସହ ବାତ୍ୟା ପରବର୍ତ୍ତୀ ସମୀକ୍ଷା ବୈଠକ ପରେ…
Read More...

ବାଲେଶ୍ବରରେ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ…
Read More...

ୟାସ ପ୍ରଭାବରେ ଗଛ ପଡି ଜଣେ ମୃତ।

କେନ୍ଦୁଝର,୨୬ା୫(ବ୍ୟୁରୋ): ଘଷିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମରେ ବୁଧବାର ସକାଳେ ୟାସ ପ୍ରଭାବରେ ଏକ ବରଗଛ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ସେ ଦୋକାନ ଯାଉଥିବା ସମୟରେ ଏଭଳି ଅଘଟଣ ଘଟଥିବା କୁହାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ନାଏକ । ସେ ପଞ୍ଚପଲ୍ଲୀ…
Read More...

ବାହାନଗାରେ ବାତ୍ୟା ୟାସର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି।

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନ ୯ଟାରୁ ବାତ୍ୟା ‘ୟାସ’ ଲ୍ୟାଣ୍ଡଫଲ୍‌ ଆରମ୍ଭ କରିଛି। ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ୍‌ ହୋଇଛି। ଲ୍ୟାଣ୍ଡଫଲ ଶେଷ ହେବାକୁ ୩ରୁ ୪ ଘଣ୍ଟା ସମୟ ଲାଗିବ। ଅପରାହ୍ନ ୧ଟା ସୁଦ୍ଧା ଲ୍ୟାଣ୍ଡଫଲ୍‌ ସରିଯିବା ଆଶା…
Read More...

ଶିକ୍ଷା ମନ୍ତ୍ରୀଙ୍କ କଡା କାର୍ଯ୍ୟାନୁଷ୍ଠାନ। ୧୬ ଜଣଙ୍କ ଦରମା ବନ୍ଦ।

ନିମାପଡ଼ା,୨୬ା୫(ବ୍ୟୁରୋ):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ମଙ୍ଗଳବାର ଗୋପ ତହସିଲ…
Read More...

ବାତ୍ୟା ପାଇଁ ଭୁବନେଶ୍ବର ଟିକାକରଣ ବନ୍ଦ।

ଭୁବନେଶ୍ୱର, ୨୬।୫ (ବ୍ୟୁରୋ):ବାତ୍ୟା ‘ୟାସ୍‌’କୁ ଦୃଷ୍ଟିରେ ରଖି ୨୬ ତାରିଖ ବୁଧବାର ଭୁବନେଶ୍ୱରରେ ହେବାକୁ ଥିବା ଟିକାକରଣ ବନ୍ଦ ରହିବ। ଏହିଦିନ ପାଇଁ ସ୍ଳଟ୍‌ ବୁକିଂ କରିଥିବା ହିତାଧିକାରୀମାନେ ଆସନ୍ତା ୨୯ ତାରିଖରେ ଟିକା ନେଇ ପାରିବେ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ…
Read More...