Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ବାତ୍ୟା ପାଇଁ ଭୁବନେଶ୍ବର ଟିକାକରଣ ବନ୍ଦ।
ଭୁବନେଶ୍ୱର, ୨୬।୫ (ବ୍ୟୁରୋ):ବାତ୍ୟା ‘ୟାସ୍’କୁ ଦୃଷ୍ଟିରେ ରଖି ୨୬ ତାରିଖ ବୁଧବାର ଭୁବନେଶ୍ୱରରେ ହେବାକୁ ଥିବା ଟିକାକରଣ ବନ୍ଦ ରହିବ। ଏହିଦିନ ପାଇଁ ସ୍ଳଟ୍ ବୁକିଂ କରିଥିବା ହିତାଧିକାରୀମାନେ ଆସନ୍ତା ୨୯ ତାରିଖରେ ଟିକା ନେଇ ପାରିବେ ବୋଲି ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ…
Read More...
Read More...
ବାତ୍ୟା ୟାସ ପାଇଁ ପ୍ରଶାସନ ତତ୍ପର।
ଭଦ୍ରକ,୨୫। ୫ : ବାତ୍ୟା ‘ୟାସ୍’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ ରାଜ୍ୟ ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭିଭି ଯାଦବ ଭଦ୍ରକରେ ପହଞ୍ଚି ସମୀକ୍ଷା କରିଛନ୍ତି । ଜିଲାପାଳଙ୍କ…
Read More...
Read More...
ଭୁବନେଶ୍ୱର ଏମସ ରୋଗୀଙ୍କ ପାଇଁ ଆରମ୍ଭ କଲା ଏହିସବୁ ସେବା।
ଭୁବନେଶ୍ୱର,୨୫।୫(ବ୍ୟୁରୋ): କୋଭିଡ୍ ମହାମାରୀ ଯୋଗୁ ସାଧାରଣ ଲୋକେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସଂକ୍ରମଣ ରୋକିବାକୁ କଟକଣା ଯୋଗୁ ଡାକ୍ତରଖାନାକୁ ପ୍ରବେଶ ବାରଣ କରାଯାଉଥିବାରୁ ବିଶେଷ କରି ଉପଲବ୍ଧ ଶଯ୍ୟା ଓ ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ଠିକ୍ ସୂଚନା…
Read More...
Read More...
ପ୍ରବଚକ ଚରଣ ରାମଦାସଙ୍କ ପରଲୋକ।
ଭୁବନେଶ୍ୱର : ବିଶିଷ୍ଟ ଆଧ୍ୟାତ୍ମିକ ପ୍ରବଚକ, ଚାରଣ ରାମ ଦାସଙ୍କର ପରଲୋକ ଘଟିଛି। ଗତ କିଛି ଦିନ ହେଲା, ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କ ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେବା ସହ ଫୁସଫୁସ ପ୍ରଭାବିତ ହୋଇଥିଲା।
ଚାରଣ ରାମଦାସ ଜଣେ ଲୋକପ୍ରିୟ…
Read More...
Read More...
ବାତ୍ୟା ପାଇଁ ତିନୋଟି ଜିଲ୍ଲାରେ ଟିକାକରଣ ବାତିଲ।
ଭୁବନେଶ୍ୱର, ୨୪।୫(ବ୍ୟୁରୋ): ବାତ୍ୟା ‘ୟାସ୍’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩ଟି ଜିଲାରେ କୋଭିଡ୍-୧୯ ଟେଷ୍ଟିଂ, ଟିକାକରଣ ଓ ଘରକୁ ଘର ସର୍ଭେ ବାତିଲ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଆଦି ଜିଲାରେ ୨୫ରୁ ୨୭ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟ ବନ୍ଦ ରଖିବା ପାଇଁ ସ୍ବାସ୍ଥ୍ୟ…
Read More...
Read More...
ତୁରନ୍ତ ଲୋକଙ୍କ ପାଖରେ ପହଞ୍ଚି ସାହାଯ୍ୟ ସହଯୋଗ ଯୋଗାଇ ଦେବା ପାଇଁ ମନ୍ତ୍ରୀଙ୍କ ପରାମର୍ଶ।
ଭୁବନେଶ୍ୱର,୨୪ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟ ‘ୟାସ୍’ର ମୁକାବିଲା ପାଇଁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏକ ଭର୍ଚୁଆଲ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଶୂନ୍ୟ ମୃତାହତ ଉପରେ ମନ୍ତ୍ରୀ…
Read More...
Read More...
ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ।
ଭୁବନେଶ୍ୱର,୨୪ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍’ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ପୋର୍ଟବ୍ଲେୟାରଠାରୁ ୬୩୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପୂର୍ବରେ ପାରାଦୀପ…
Read More...
Read More...
ତୁରନ୍ତ ଲୋକଙ୍କୁ ସ୍ଥନାନ୍ତର କର : ଏସଆରସି
ଭୁବନେଶ୍ୱର,୨୪ା୫(ବ୍ୟୁରୋ): ବାତ୍ୟା ‘ୟାସ’ ଓଡ଼ିଶାରେ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନାକୁ ଦେଖି ସରକାର ପ୍ରସ୍ତୁତ ଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଏହା ସହିତ ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କୁ ମଧ୍ୟ ଏସ୍ଆର୍ସି ନିର୍ଦ୍ଦେଶ ଦେଇଛନ୍ତି ଯେ,…
Read More...
Read More...
ଘରକୁ ଘର ଚାଲିଛି କରୋନା ସର୍ଭେ।
ଛତ୍ରପୁର,୨୪।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ସମସ୍ତ ଘରକୁ ଘର ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲାପାଳ ଏହି ନିଷ୍ପତି ନେଇଥିଲେ। ରବିବାର ସୁଦ୍ଧା ଗଞ୍ଜାମରେ ୭ ଲକ୍ଷ ୮୨ ହଜାର ୮୨୧ଜଣଙ୍କ…
Read More...
Read More...
ବାତ୍ୟା ମୁକାବିଲା ପାଇଁ ୫ ଆଇଏଏସଙ୍କୁ ଦାୟିତ୍ୱ।
ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍କୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ବିଶେଷ କରି କେନ୍ଦ୍ରାପଡ଼ା ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବାତ୍ୟାର ପ୍ରଭାବ ଅଧିକ ରହିବ। ତେଣୁ ଏହି ୫ ଜିଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ବାତ୍ୟା…
Read More...
Read More...