Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଜିଲ୍ଲା
ଶୁକ୍ରବାର ୧୫ ଜିଲ୍ଲାକୁ କାଳବୈଶାଖୀ
ଭୁବନେଶ୍ୱର : ପଶ୍ଚିମ ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଗତ କିଛିଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି। ଆସନ୍ତା ମେ’ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଏପରି ପାଗ ଲାଗି ରହିବ। ଏଥିସହ କାଳବୈଶାଖୀ ଜନିତ ବର୍ଷା ଓ କୁଆପଥର ହେବ…
Read More...
Read More...
ଡଙ୍ଗା ବୁଡି ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲା ଆଳିରେ ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
କେନ୍ଦ୍ରାପଡ଼ା ଜିଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ…
Read More...
Read More...
ଇଞ୍ଜଣାରେ ଭାଗବତ ଯାତ୍ରା ମହୋତ୍ସବ ଉଦ୍ଘାଟିତ
ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ଇଞ୍ଜଣା ଗ୍ରାମରେ ଗ୍ରାମ ମଙ୍ଗଳ କମିଟି ପକ୍ଷରୁ ଆୟୋଜିତ ଭାଗବତ ଯାତ୍ରା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି । ଗ୍ରାମର ସଭାପତି ପ୍ରଦୀପ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗ…
Read More...
Read More...
୧୨ ନମ୍ବର ଓ୍ବାର୍ଡରେ ଧୁମଧାମରେ ପାଳିତ ହେଲା ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,- ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓାର୍ଡରେ ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ନିୟୁ ଗଭର୍ଣ୍ଣମେଣ୍ଟ କଲୋନୀ ସ୍ଥିତ ଓାର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବର୍ଣ୍ଣାଢ୍ୟ ଆଲୋକମାଳା ଭିତରେ ଧୁମଧାମରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୨ ନମ୍ବର ଓାର୍ଡର…
Read More...
Read More...
ଆଇନଜୀବୀଙ୍କ ଇଫତାର୍ ପାର୍ଟି
ଭୁବନେଶ୍ୱର : ପବିତ୍ର ରମ୍ଜାନ୍ ମାସ ଅବସରରେ କଳିଙ୍ଗ ଟ୍ରଷ୍ଟ ଆନୁକୂଲ୍ୟରେ ଚନ୍ଦ୍ରଶେଖରପୁର ନିଳାଦ୍ରୀ ବିହାର ସ୍ଥିତ ଗ୍ରାଣ୍ଡ ଲୁମ୍ବିନୀ ପରିସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଆଇନ୍ଜୀବୀ ମାନଙ୍କର ଇଫତାର ପାର୍ଟି ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ଡ. ମଧୁମାଧବ ଜେନାଙ୍କ…
Read More...
Read More...
ଭ୍ରାମ୍ୟମାଣ ଜଳଛତ୍ର ସେବା ଉଦ୍ଘାଟିତ
ଭୁବନେଶ୍ୱର - ଶ୍ରୀ ଶିରିଡି ସାଇ ଟ୍ରଷ୍ଟ ପକ୍ଷରୁ ଭ୍ରାମ୍ୟମାଣ ଜଳଛତ୍ର ସେବା ପଟିଆ ସ୍ଥିତ ଶିରିଡି ସାଇ ଛକ ଠାରେ ଉଦ୍ଘାଟିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ତଥା ୧ ନମ୍ବର ୱାର୍ଡର କର୍ପୋରେଟର ମିହିର କୁମାର ରାଉତଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉର ଭୁବନେଶ୍ୱର ବିଧାୟକ…
Read More...
Read More...
ଆମ୍ବେଦକରଙ୍କ ୧୩୨ ତମ ଜୟନ୍ତୀ ସମାରୋହ
ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆମ୍ବେଦକର ଇରନ୍ୟାସନାଲ୍ ସେଣ୍ଟର ପକ୍ଷରୁ ବୁଦ୍ଧମନ୍ଦିର ଠାରେ ରାଜ୍ୟସ୍ତରୀୟ ଆମ୍ବେଦକର ୧୩୨ ତମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଗୋପବନ୍ଧୁ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଉଦଘାଟକ ଭାବେ ସ୍ୱତନ୍ତ୍ର ପୋଲିସ…
Read More...
Read More...
ଓଡିଶା ସେବକ ସଂଘର ଉତ୍କଳ ଦିବସ ଓ ପ୍ରତିଷ୍ଠା ଦିବସ ସମାରୋହ
ଭୁବନେଶ୍ୱର : ଓଡିଶା ସେବକ ସଂଘ ପକ୍ଷରୁ ଉତ୍କଳ ଦିବସ ପାଳନ ଓ ସଂଘର ୧୧ତମ ପ୍ରତିଷ୍ଠା ଦିବସ ସମାରୋହ ଉତ୍ସବ ପ୍ରେସ୍ଛକ ସ୍ଥିତ କାଳୀମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅଶୋକ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୨ ନମ୍ବର ୱାର୍ଡର…
Read More...
Read More...
ଟ୍ରାଫିକ ଥାନା ୨ ଲୋକାର୍ପିତ
ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ ନୂତନ କୋଠାକୁ ଉଦ୍ଘାଟନ କରାଯାଇଛି। ପୂର୍ବାହ୍ନରେ ପୋଲିସ ଡିଜି ସୁନିଲ ବଂଶଲ ମୁଖ୍ୟ…
Read More...
Read More...
ଆଜି ୧୩ ଜିଲ୍ଲାରେ ବର୍ଷା ପବନ
ଭୁବନେଶ୍ୱର : ସୋମବାର ୧୩ ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ପାଣିପାଗ ବିଭାଗ…
Read More...
Read More...