Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ଏସସିବି ମେଡିକାଲରେ ବଢିବ ବେଡ୍।
ଭୁବନେଶ୍ବର,୮/୫(ବ୍ୟୁରୋ): କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ(ଏସ୍ସିବି)ରେ ଆଗାମୀ ଦିନରେ ଆହୁରି ୧୦୦ ବେଡ୍ ବୃଦ୍ଧି କରାଯିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏଥିରେ ୪୧ଟି ଆଇସିୟୁ ବେଡ ଓ ୪୦ଟି ଏଚ୍ଡିୟୁ ରହିବ । ଏସ୍ସିବିକୁ ମିଶାଇ କଟକରେ ଏବେ ୧୨ ଶହ ବେଡ, ୩୦୦ ଆଇସିୟୁ…
Read More...
Read More...
ଶୋଇବା ବେଳେ କାମୁଡିଲା ସାପ। ଭାଇ, ଭଉଣୀ ମୃତ।
ଆଳି,୮ା୫: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଗୋବିନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବା ଅବସ୍ଥାରେ ସାପ କାମୁଡ଼ାରେ ଭଉଣୀ, ଭାଇଙ୍କ ଜୀବନ ଯାଇଛି l ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।
ସୂଚନା ଅନୁଯାୟୀ, ଗୋବିନ୍ଦପୁର ଗ୍ରାମର ଅରୁଣ ଦାସଙ୍କ…
Read More...
Read More...
ରକ୍ତଦାନ ସେବାର ବକଳ୍ପ ନାହିଁ : ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ-ଓଡ଼ିଶା
କଟକ - ଆନ୍ତର୍ଜାତିକ ରେଡ଼କ୍ରସ ଦିବସ ତଥା ନୋବେଲ ଶାନ୍ତି ବିଜେତା ହେନେରୀ ଡୁନାଣ୍ଟଙ୍କ ଜନ୍ମ ଦିବସ ଅବସରରେ ମାନବୀୟ ସେଵାସଂସ୍ଥା କେନ୍ଦ୍ରୀୟ ରେଡ଼କ୍ରସ ରକ୍ତ ଭଣ୍ଡାର କଟକ ଶାଖା ପକ୍ଷରୁ ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଓ ସଚେତନତା କାର୍ଯ୍ୟକ୍ରମରେ ରାଜ୍ୟର ଅଗ୍ରଣୀ ସାମାଜିକ ସଂଗଠନ…
Read More...
Read More...
ସାଧାରଣ ଦାବୀକୁ ଅଣଦେଖା ନକରୁ ପ୍ରଶାସନ !
ଜଗତସିଂହପୁର, - ସରକାରୀ ତହବିଲରୁ ସାଧାରଣ ଲୋକଙ୍କ ପାଇଁ କୋଟି କୋଟି ଟଙ୍କାର ଅର୍ଥ ବ୍ୟୟ ବରାଦ ହେଉଛି l ଯେ କୌଣସି ସୂଚନା ସାଧରଣରେ ଅବଗତ କରlନଯାଇ ଲୁକାୟିତ ରଖିବା ଠିକାଦାର ମାନଙ୍କ ନିତିଗତ ଅଭ୍ୟାସରେ ପରିଣତ ହୋଇଛି l ଯେଉଁ କାର୍ଯ୍ୟ ଗୁଡିକ ଯେଉଁ ଅଞ୍ଚଳ ପାଇଁ ବ୍ୟୟ ବରାଦ କରାଯାଇଛି…
Read More...
Read More...
ଡାକ୍ତରୀ ଛାତ୍ରଛାତ୍ରୀଙ୍କ ବସ ଦୁର୍ଘଟଣାଗ୍ରସ୍ତ। ୧୯ ଆହତ
ନୟାଗଡ଼, ୮।୭,(ବ୍ୟୁରୋ): କୋଭିଡ ଡ୍ୟୁଟି ପାଇଁ କଟକ ଏସ୍ସିବିରୁ ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନେଇ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ବସ ଶୁକ୍ରବାର ବିଳମ୍ବତ ରାତିରେ ନୟାଗଡ଼ ଜିଲାରେ ଦୁର୍ଘଟଣା ଘଟିଛି। କଟକରୁ କେତେକ ମେଡିକାଲ ଛାତ୍ରୀଛାତ୍ରଙ୍କୁ ନେଇ ରାଜ୍ୟ ପରିବହନ ନିଗମର ଏହି ବସ…
Read More...
Read More...
ଭୁବନେଶ୍ୱରରେ ପହଞ୍ଚିଲା ଆଉ ୨ ଲକ୍ଷ ଟିକା।
ଭୁବନେଶ୍ୱର,୭।୫(ବ୍ୟୁରୋ): ଭୁବନେଶ୍ୱରରେ ଶୁକ୍ରବାର ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ତେବେ ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ। ପ୍ରଥମ ଡୋଜ ନେଇ ଦ୍ୱିତୀୟ ଡୋଜ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏଥିରେ ପ୍ରାଥମିକତା ଦିଆଯିବ ବୋଲି କୁହାଯାଇଛି । ରାଜ୍ୟରେ ଟିକାର…
Read More...
Read More...
କମିଶନରେଟ ପୋଲିସରେ ଅଦଳବଦଳ।
ଭୁବନେଶ୍ୱର,୭।୫(ବ୍ୟୁରୋ): କମିଶନରେଟ ପୋଲିସର ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ଅଧିକାରୀସ୍ତରରେ ଗୁରୁବାର ଏକ ଛୋଟଧରଣର ଅଦଳବଦଳ ହୋଇଛି। ଜୋନ୍-୩ ଏସିପିଭାବେ ଦାୟିତ୍ୱରେ ଥିବା ପ୍ରାଣକୃଷ୍ଣ ରାଉତଙ୍କୁ ଭୁବନେଶ୍ୱର ଅତିରିକ୍ତ ଡିସିପିଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଲକ୍ଷ୍ମୀସାଗର…
Read More...
Read More...
ଭୁବନେଶ୍ୱରରେ ହେବ ଟିକା ଉତ୍ପାଦନ କେନ୍ଦ୍ର।
ଭୁବନେଶ୍ୱର,୬/୫(ବ୍ୟୁରୋ): ଭୁବନେଶ୍ୱରର ଅନ୍ଧାରୁଆଠାରେ ଟିକା ଉତ୍ପାଦନ ଶିଳ୍ପାନୁଷ୍ଠାନର ନିର୍ମାଣ କାର୍ଯ୍ୟ ଇତି ମଧ୍ୟରେ ଆରମ୍ଭ ହୋଇଛି। ଶିଳ୍ପ ପ୍ରତିଷ୍ଠା ନିମନ୍ତେ ଆବଶ୍ୟକୀୟ ବୈଧାନିକ ଏବଂ ଆଇନଗତ ଅନୁମତି ମଧ୍ୟ ଦିଆସରିଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ…
Read More...
Read More...
ସିଆରପିଏଫ ଡିଆଇଜିଙ୍କ କରୋନାରେ ମୃତ୍ୟୁ।
ଭୁବନେଶ୍ୱର,୬।୫(ବ୍ୟୁରୋ): ଭୁବନେଶ୍ୱର ସିଆରପିଏଫ୍ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କରୋନାରେ ଗୁରୁବାର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ଭୁବନେଶ୍ୱର ସିଆରପିଏଫ୍ରେ ଏ…
Read More...
Read More...
ଥାନାକୁ ଯିବେନି ଲୋକେ। ଘରୁ ଏତଲା ଆଣିବ ପୋଲିସ : ଡିସିପି
ଭୁବନେଶ୍ୱର,୫।୫(ବ୍ୟୁରୋ):ଆଜିଠାରୁ ରାଜ୍ୟରେ ୧୪ ଦିନିଆ ଲକ୍ଡ଼ାଉନ୍ ଲାଗୁ ହେଉଛି। ଏହି ସମୟରେ ସହରାଞ୍ଚଳରେ ଶଟ୍ଡାଉନ୍ କଟକଣା ମଧ୍ୟ ଜାରି ରହିବ। ତେଣୁ କଟକ ଓ ଭୁବନେଶ୍ୱରରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୩୬ ପ୍ଲାଟୁନ ଫୋର୍ସ…
Read More...
Read More...