Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ସିଲ୍ ହେଲା ମାର୍କେଟ ବିଲ୍ଡିଂ।
ଭୁବନେଶ୍ୱର,୨୮।୪: ଲୋକେ କୋଭିଡ୍ ଗାଇଡ୍ଲାଇନ୍ ନ ମାନିବାରୁ ୪ ଦିନ ପାଇଁ ଭୁବନେଶ୍ୱର ମାର୍କେଟ ବିଲ୍ଡିଂକୁ ବୁଧବାର ସିଲ କରି ଦିଆଯାଇଛି। ଭୁବନେଶ୍ୱର ପୋଲିସ ଡିସିପି ଏବଂ ବିଏମ୍ସି ଜୋନାଲ କମିଶନରଙ୍କ ଉପସ୍ଥିତିରେ ମାର୍କେଟ ବିଲ୍ଡିଂକୁ ବନ୍ଦ କରାଯାଇଛି। ଆସନ୍ତା ସୋମବାର ମାର୍କେଟ…
Read More...
Read More...
ଫୋନରେ ଗପୁଗପୁ ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ
ମହାକାଳପଡ଼ା,୧୯।୪(ଓଡ଼ିଆ ନ୍ୟୁଜ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ରବିବାର ରାତିରେ କାଳ ବୈଶାଖୀ ତାଣ୍ଡବ ରଚିଥିଲା। ଫଳରେ ବଡ଼ ବଡ଼ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ସହ ଘରର ଆଜବେଷ୍ଟସ ଉଡ଼ିଯାଇଛି। ଏହି ସମୟରେ ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ବଉଳକଣି ପଞ୍ଚାୟତର…
Read More...
Read More...
କଟକ-ଭୁବନେଶ୍ୱରରେ ନାଇଟ୍ କର୍ଫ୍ୟୁ ଢିଲା।
ଭୁବନେଶ୍ୱର,୧୯ା୪(ବ୍ୟୁରୋ):ସଂକ୍ରମଣ ରୋକିବାକୁ କଟକ ଓ ଭୁବନେଶ୍ୱର ରାତ୍ର କର୍ଫ୍ୟୁ ସହ ୧୪୪ ଧାରା ଲାଗୁ କରାଯାଇଛି। ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ଦ୍ୱୈତନଗରୀର ପୂରା କମିଶନରେଟ ପୋଲିସ ହାତରେ ରହୁଛି। ଶନିବାର ପ୍ରଥମ ରାତିରେ କର୍ଫ୍ୟୁ କଟକଣା ଅପେକ୍ଷା ପୋଲିସ ସଚେତନତା ଉପରେ ଅଧିକ…
Read More...
Read More...
କାର ଭିତରେ ଲାଗିଲା ଅକ୍ସିଜେନ୍।
ବଲାଙ୍ଗୀର , ୧୮ା୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଜରୁରିକାଳୀନ ଚିକିତ୍ସା ସେବା ବିଗିଡିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ପ୍ରତିଦିନ ହସ୍ପିିଟାଲକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ସେବାକୁ ନେଇ…
Read More...
Read More...
କଟକ ମୃତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କଡା କାର୍ଯ୍ୟାନୁଷ୍ଠାନ ଓ ମୃତକଙ୍କ ପରିବାରକୁ ୧୦ ଲକ୍ଷ ପ୍ରଦାନ।
ଭୁବନେଶ୍ୱର,୧୬/୪(ବ୍ୟୁରୋ): ଗତକାଲି କଟକ ସହରରେ ସ୍ବରେଜ୍ କାମ ସମୟରେ ଦୁଇ ଜଣ ବ୍ୟକ୍ତି ପ୍ରାଣ ହରାଇବା ଏବଂ ଜଣେ ଗୁରୁତର ଅସୁସ୍ଥ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍ ବେଗ ପ୍ରକାଶ କରିବା ସହ ଦାୟିତ୍ୱ ରେ ଅବହେଳା କାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ…
Read More...
Read More...
ରାଜଧାନୀରେ କରୋନା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବଙ୍କ କଡା ନିର୍ଦ୍ଦେଶ।
ଭୁବନେଶ୍ବର,୧୬/୪(ଓଡ଼ିଆ ନ୍ୟୁଜ): ରାଜ୍ୟ ରାଜଧାନୀକୁ କିଭଳି କରୋନାମୁକ୍ତ କରାଯିବ ଏବଂ ଦ୍ବିତୀୟ କରୋନା ଲହରକୁ ପ୍ରତିହତ କରାଯିବ ସେଥିପାଇଁ ଭୁବନେଶ୍ବର ମହାନଗର ନିଗମ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ତଥାପି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ…
Read More...
Read More...
ଆଜି ୧୨ଟି ଜିଲ୍ଲାରେ କାଳଵୈଶାଖୀ।
ଭୁବନେଶ୍ୱର: ଓଡ଼ିଶାର ୧୨ଟି ଜିଲାକୁ ଆଜି କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସତର୍କ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ମୁଖ୍ୟ ଏଚ ଆର ବିଶ୍ୱାସ କହିଛନ୍ତି, ରାଜ୍ୟର ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ,…
Read More...
Read More...
ଭୁବନେଶ୍ୱରରେ ଆଜି ୩୦୭ ପଜିଟିଭ ଚିହ୍ନଟ।
ଭୁବନେଶ୍ବର,୧୪।୪: ରାଜଧାନୀ ଭୁବନେଶ୍ବରରୁ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୩୦୭ ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୩୮ ସ୍ଥାନୀୟ ଅଞ୍ଚଳରୁ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।…
Read More...
Read More...
ପୋଖରୀ ଖୋଳୁ ଖୋଳୁ ବାହାରିଲେ ମହାଦେବ।
ବୌଦ୍ଧ,୧୪।୪: ବୌଦ୍ଧ ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅଧୀନ ଜଗଦିଶପୁର ନିକଟରେ ପୋଖରୀ ଖୋଳା ଯିବା ସମୟରେ ଏକ ଶିବ ଲିଙ୍ଗ ଉଦ୍ଧାର ହୋଇଛି ।ଏହି ଖବର ପ୍ରଚାରିତ ହେବା ପରେ ଆଖପାଖ ଗାଁ ଲୋକଙ୍କ ଭିଡ ଜମିଥିଲା। ଲୋକେ ଶିବ ଲିଙ୍ଗରେ କ୍ଷୀର ଢାଳି ପୂଜାର୍ଚ୍ଚନା କରିଥିବା ଦେଖିବାକୁ ମିଳିଥିଲା।…
Read More...
Read More...
ଭୁବନେଶ୍ୱରରେ ହେବ ଜଳ ଏକାଡେମୀ।
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ…
Read More...
Read More...