Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ପଣା ସ°କ୍ରାନ୍ତି ପାଇଁ ବିଏମସିର କଟକଣା ଜାରି।
ଭୁବନେଶ୍ୱର,୧୩/୪(ଓଡ଼ିଆ ନ୍ୟୁଜ) : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର କଟକଣା ଲାଗୁ କରାଯାଇଛି। ପଣାସଂକ୍ରାନ୍ତି ପାଳନକୁ ନେଇ ବିଏମସି ପକ୍ଷରୁ କଟକଣା ଜାରି କରାଯାଇଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି, ମନ୍ଦିରରେ ପଣାସଂକ୍ରାନ୍ତି…
Read More...
Read More...
ପୁରୀରେ ମାଡିଚାଲିଲା କରୋନା।
ପୁରୀ , ୧୩।୪: ପୁରୀ ଜିଲାରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଜିଲାରୁ ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶ୍ରୀମନ୍ଦିରର ୨୩ ସେବାୟତ, କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଅଯାଇଛି।
ପୁରୀରେ ୭ ସେବାୟତ ଓ…
Read More...
Read More...
ଗଞ୍ଜାମରେ ୭ ଦିନ ପାଇଁ ସବୁ ଧର୍ମାନୁଷ୍ଠାନ ବନ୍ଦ।
ବ୍ରହ୍ମପୁର , ୧୩।୪: ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନକୁ ୭ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ବୁଧବାରଠୁ ୨୧ ତାରିଖ ଯାଏ ସବୁ ଧର୍ମାନୁଷ୍ଠାନ ବନ୍ଦ ରହିବ । କୋଭିଡ୍ ସଂକ୍ରମଣ ବୃଦ୍ଧିପରେ ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।
ନିର୍ଦ୍ଦେଶ ଅନୁଯାୟୀ, ଏହି ୭ ଦିନ…
Read More...
Read More...
ବାଲେଶ୍ବର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୫୫ କୋଟି ଘୋଷଣା।
ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍ଷ୍ଟାଣ୍ଡର ବିକାଶ କରାଯିବ। ଏଥିପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିଭଳି ତୁମୁଳିଆ ଗେଟ୍…
Read More...
Read More...
ପିପିଲିର ବିକାଶ ମୁଁ ନିଜେ ବୁଝିବି : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ମୁଁ ପିପିଲି-ଡେଲାଙ୍ଗ ଯାଇଥାଆନ୍ତି। ଆପଣମାନେ ମୋତେ ଆଶୀର୍ବାଦ କରିବାକୁ ବହୁସଂଖ୍ୟାରେ ଏକାଠି ହୋଇଥାନ୍ତେ। କୋଭିଡ୍ ସମୟରେ ଏହା ଠିକ୍ ହେବ ନାହିଁ। ମୋ ପାଇଁ କିଏ ବିପଦରେ ପଡୁ ଏହା ମୁଁ ଚାହେଁ ନାହିଁ। ସେଥିପାଇଁ ଭିଡିଓ କନ୍ଫରେନ୍ସରେ ଆପଣମାନଙ୍କୁ ଭେଟୁଛି।…
Read More...
Read More...
ଭୁବନେଶ୍ୱରରେ ହେବ କ୍ୟାନସର ହସ୍ପିଟାଲ। ବାଗଚୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର।
ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଭୁବନେଶ୍ୱରରେ କ୍ୟାନ୍ସର ହସ୍ପିଟାଲ ଓ ଏକ କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ସୁବ୍ରତୋ ବାଗ୍ଚୀ ଓ ସୁସ୍ମିତା ବାଗ୍ଚୀ ୩୪୦ କୋଟି ଟଙ୍କା ନିଜସ୍ବ ପାଣ୍ଠିରୁ ଦାନ କରିଛନ୍ତି। ଏଥିପାଇଁ ସୁବ୍ରତୋ ଓ ସୁସ୍ମିତାଙ୍କ ସହ କଥା ହୋଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
Read More...
Read More...
ଭୁବନେଶ୍ୱରରୁ ପୁଣି ୧୯୦ ପଜିଟିଭ ଚିହ୍ନଟ।
ଭୁବନେଶ୍ବର,୧୨।୪: ରାଜଧାନୀ ଭୁବନେଶ୍ବରବାସୀଙ୍କ ପାଇଁ ପୁଣି ଥରେ ଆସିଯାଇଛି ସତର୍କ ହେବାର ସମୟ। ସୋମବାର ରାଜଧାନୀରେ ୧୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୮ଜଣ ଓ ସ୍ଥାନୀୟ ସଂକ୍ରମିତ ୧୫୨ ବୋଲି ଭୁବନେଶ୍ବର ମହାନଗର ନିଗମ(ବିଏମ୍ସି)ପକ୍ଷରୁ ସୂଚନା ଦିଆଯାଇଛି। ବିଏମ୍ସିର…
Read More...
Read More...
କରୋନାରେ ଯୁବ ଡାକ୍ତରଙ୍କ ମୃତ୍ୟୁ।
ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ ନାମ ହୃଦାନନ୍ଦ ଭୂୟାଁ…
Read More...
Read More...
ରାଜଧାନୀ ଅମାନିଆଙ୍କ ପାଇଁ କଡା ନିୟମ।
ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ ସିଲ୍ ଅଭିଯାନ ଜାରି ରହିଥିଲେ ମଧ୍ୟ ଖାତିର କରୁନାହାନ୍ତି ସେମାନେ। ଏପଟେ ମାସ୍କ ନ ଥିଲେ ଜରିମାନା ରାଶିକୁ…
Read More...
Read More...
ସଡକ ଦୁର୍ଘଟଣାରେ ସ୍ବାମୀ, ସ୍ତ୍ରୀ ମୃତ୍ୟୁ।
ଚଣ୍ଡିଖୋଲ,୧୧।୪ (ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ବର୍ଷର ଝିଅ ଗୁରୁତର ହୋଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲାର କରଞ୍ଜିଆ…
Read More...
Read More...