Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ଏସସିବି ନର୍ସିଂ କଲେଜ ହଷ୍ଟେଲ ବନ୍ଦ।
କଟକ ଅଫିସ,୧୦।୪: କଟକ ବଡ଼ ମେଡିକାଲର ନର୍ସିଂ କଲେଜକୁ ବନ୍ଦ ନେଇ ଶନିବାର ଘୋଷଣା ହୋଇଛି। କରୋନା ସଂକ୍ରମଣ ବଢ଼ିବା ପରେ ଏସିଏସ୍ (ସ୍ବାସ୍ଥ୍ୟ ବିଭାଗ)ଙ୍କ ନିର୍ଦ୍ଦେଶ କ୍ରମେ ନର୍ସିଂ କଲେଜକୁ ବନ୍ଦ କରାଯାଇଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ହଷ୍ଟେଲ…
Read More...
Read More...
ଏମାର ମଠରୁ ମିଳିଲା ୪ ରୁପା ଇଟା।
ପୁରୀ , ୧୦।୪: ପୁରୀ ଏମାର ମଠର ୪ ନଂ. କଠୋରୀରୁ ରୁପା ଇଟା ମିଳିଛି । ୮ ଖଣ୍ଡ ରୁପା ଇଟା ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ୨୦୧୦ରେ ୪୭ ଖଣ୍ଡ ରୁପା ଇଟା ମହନ୍ତଙ୍କ ଦାୟିତ୍ୱ ଥିଲା ବୋଲି ଜଣାଯାଇଛି ।
ପ୍ରକାଶ ଯେ, ଶୁକ୍ରବାର ପୁରୀ ଏମାର ମଠର ନୂଆ ଟ୍ରଷ୍ଟି କାର୍ଯ୍ୟଭାର…
Read More...
Read More...
ଭୁବନେଶ୍ୱରରେ କାୟା ମେଲାଉଛି କରୋନା। ଆଜି ୧୫୦ ପଜିଟିଭ ଚିହ୍ନଟ।
ଭୁବନେଶ୍ବର,୯।୪(ବ୍ୟୁରୋ): ରାଜଧାନୀରେ ପୁଣିଥରେ କାୟା ମେଲାଉଛି କରୋନା। ଶୁକ୍ରବାର ଗୋଟିଏ ଦିନରେ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୧୫୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍ସି ପକ୍ଷରୁ କୁହାଯାଇଛି। ବିଏମ୍ସିର ସୂଚନା ଅନୁଯାୟୀ, ଆକ୍ରାନ୍ତଙ୍କ…
Read More...
Read More...
କ୍ୟାପିଟାଲ ହସ୍ପିଟାଲରେ ଦୁଇ ଡାକ୍ତର କରୋନା ପଜିଟିଭ।
ଭୁବନେଶ୍ୱର, ୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାକୁ ଲାଗିଛି। ରାଜଧାନୀ ଭୁବନେଶ୍ୱରର ସ୍ଥିତି ମଧ୍ୟ ସଙ୍ଗିନ ହେବାରେ ଲାଗିଛ। ଏହି କ୍ରମରେ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲର ୨ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ…
Read More...
Read More...
କରୋନା ମୁକାବିଲା ପାଇଁ କମିଶନରଙ୍କ ସ୍ପେଶାଲ ଡ୍ରାଇଭ।
ଭୁବନେଶ୍ୱର,୮ା୪(ବ୍ୟୁରୋ): ଅମାନିଆଙ୍କ ପାଇଁ ସହରର ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ବୁଧବାର ନିଜେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସହର ବଜାର ବୁଲି ବାସ୍ତବ ସ୍ଥିତି ପରଖିଛନ୍ତି। ତାଙ୍କ ସହିତ ଅତିରିକ୍ତ…
Read More...
Read More...
ବଜାରରେ ଏବେ ପୁଣି ପ୍ଲାଷ୍ଟିକ ଅଣ୍ଡା।
ନବରଙ୍ଗପୁର : କିଛି ଦିନର ବ୍ୟବଧାନ ପରେ ବଜାରରେ ପୁଣି ପ୍ଲାଷ୍ଟିକ ଅଣ୍ଡା ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଖାଉଟି ଏବେ ଚିନ୍ତାରେ ଖାଉଟି। ଏପରି ଏକ ସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ସହରରେ ।
ପ୍ରାୟତଃ ସମସ୍ତଙ୍କ ଘରର ଛୁଆଙ୍କ ପ୍ରଥମ ପସନ୍ଦ ଅଣ୍ଡା ଏବଂ…
Read More...
Read More...
ଭୁବନେଶ୍ୱରରେ ଘରୋଇ ଶିକ୍ଷାନୁଷ୍ଠାନ ସିଲ୍।
ଭୁବନେଶ୍ୱର,୬।୪(ବ୍ୟୁରୋ): ଭୁବନେଶ୍ୱର ଏକ ଘରୋଇ ଶିକ୍ଷାନୁଷ୍ଠାନକୁ ମଙ୍ଗଳବାର ବିଏମ୍ସି ପକ୍ଷରୁ ସିଲ୍ କରାଯାଇଛି। କୋଭିଡ୍ କଟକଣା ଉଲ୍ଲଂଘନ ଅଭିଯୋଗରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ତେବେ ପୂର୍ବରୁ ଏହି ଶିକ୍ଷାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା । ହେଲେ…
Read More...
Read More...
ଜଗନ୍ନାଥଙ୍କ ଦର୍ଶନ ପାଇଁ ଲାଗିଲା କଟକଣା।
ପୁରୀ ,୬।୪: ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ଏ ନେଇ ପୁରୀ ଶ୍ରୀମନ୍ଦିରରେ କଟକଣା କଡ଼ାକଡ଼ି କରାଯାଇଛି। ୧୨ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି ହୋଇଛି। ଦର୍ଶନ ପୂର୍ବରୁ ୧୨ ରାଜ୍ୟର ପର୍ଯ୍ୟଟକଙ୍କ ଆରଟି-ପିସିଆର୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ…
Read More...
Read More...
ସିଲ୍ ହେଲା କୋଚିଂ ସେଣ୍ଟର।
ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ କେତେକ ଘରୋଇ ଶିକ୍ଷାନୁଷ୍ଠାନ କୋଭିଡ୍ ନିୟମ ଉଲ୍ଲଂଘନ କରୁଥିବା ଯାଞ୍ଚ ବେଳେ ଜଣାପଡ଼ିଥିଲା। ତେବେ ବିଏମ୍ସି କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଚଢ଼ାଉ କରାଯାଇଛି। ଜୋନାଲ…
Read More...
Read More...
ପୁଣି ଦୁଇଦିନ କାଳବୈଶାଖି।
ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ି, କେନ୍ଦୁଝରଗଡ଼, ବୌଦ୍ଧରେ ମଧ୍ୟ ବର୍ଷା ହୋଇଛି। ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କୋରାପୁଟ,…
Read More...
Read More...