banner
Breaking
Browsing Category

ଜିଲ୍ଲା

ଫୁଲବାଣୀ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ।

ଭୁବନେଶ୍ୱର,୩।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କେ. ପାଣ୍ଡିଆନ ଏବଂ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାରଙ୍କ ସମେତ ଏକ ଉଚ୍ଚସ୍ତରୀୟ ଟିମ୍‌ ଶୁକ୍ରବାର କନ୍ଧମାଳ ଗସ୍ତ କରି ପ୍ରସ୍ତାବିତ ଫୁଲବାଣୀ…
Read More...

ଓଡିଶାରେ ଆରମ୍ଭ ହେଲା କରୋନା କଟକଣା। ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ।

ଭୁବନେଶ୍ୱର,୩।୪(ବ୍ୟୁରୋ): ବଢ଼ିବାରେ ଲାଗିଛି କରୋନାର ଲେଉଟାଣି ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ୧୦ଟି ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,…
Read More...

ଭୁବନେଶ୍ୱର ବିଶ୍ବର ସବୁଠୁ ଉତ୍ତପ୍ତ ସହର।

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବରେ ସ୍ଥାନିତ କରାଯାଇଛି। ବୁଧବାର ଭୁବନେଶ୍ୱରରେ ତାପମାତ୍ରା…
Read More...

ଘରୋଇ କଲେଜରୁ ୩୨ ପଜିଟିଭ ଚିହ୍ନଟ।

ଭବାନୀପାଟଣା,୨୯।୩: କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଏକ ଘରୋଇ କଲେଜରୁ ୩୨ଜଣ ଛାତ୍ରୀଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଜିଲା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି। ଅନ୍ୟପକ୍ଷେ କଳାହାଣ୍ଡି ଜିଲାରୁ ସୋମବାର ୫୦…
Read More...

ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମ ପ୍ରତିବାଦରେ କନ୍ଦରପୁର ଥାନାରେ ଉତ୍କଳ ବିକାଶ ପରିଷଦର ଦାବିପତ୍ର ।

କଟକ - କଟକ ସଦର କନ୍ଦରପୁର ଥାନା ଉପକଣ୍ଠ ନିମେଇଶାପୁର ଗ୍ରାମର ଦିବ୍ୟାଙ୍ଗ ନାବାଳିକାକୁ ସେହିଗ୍ରାମର ଅସାମାଜିକ ବ୍ୟକ୍ତି ବିଶେଷ ଦୁଷ୍କର୍ମ କରିବା ପ୍ରତିବାଦ ତଥା ଏହି ନିନ୍ଦନୀୟ କାର୍ଯ୍ୟକୁ ଦୃଢ ବିରୋଧ କରି ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) କନ୍ଦରପୁର ଥାନାରେ ଥାନା…
Read More...

ଭୁବନେଶ୍ୱର-କଟକରେ ଝଡ଼ ତୋଫାନ।

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଓ କଟକରେ ଶନିବାର ଅପରାହ୍ନରେ ହଠାତ୍‌ ଧୂଳି ଝଡ଼ ସାଙ୍ଗକୁ ବର୍ଷା ହୋଇଛି। ମଧ୍ୟାହ୍ନରେ ପ୍ରବଳ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ଝଡ଼ତୋଫାନ ସାଙ୍ଗକୁ ବର୍ଷା ହୋଇଛି। ଏହି ଝଡ଼ତୋଫାନ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେବା ସହ…
Read More...

ଭୁବନେଶ୍ୱରରୁ ଆଜି ୫୦ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭୁବନେଶ୍ୱରରେ କରୋନା ବଢ଼ିବାରେ ଲାଗିଛି। ଶନିବାର ରାଜଧାନୀ ଭୁବନେଶ୍ୱରରୁ ୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି।…
Read More...

ଟିଟିପିଏସ୍ ତୃତୀୟ ପର୍ଯ୍ୟାୟ ସ°ପ୍ରସାରଣକୁ ତ୍ବରାନ୍ବିତ କରାଯିବ।

ଭୁବନେଶ୍ୱର,୨୬।୩(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର(ଟିଟିପିଏସ୍‌)ର ତୃତୀୟ ପର୍ଯ୍ୟାୟ ସମ୍ପ୍ରସାରଣକୁ ତ୍ୱରାନ୍ବିତ କରାଯିବ। ଏହାସହ ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର.କେ ସିଂହ ପ୍ରତିଶ୍ରୁତି ଦେଇଥିବା ଟୁଇଟ୍‌ କରି…
Read More...

କଳିଙ୍ଗ ଷ୍ଟୁଡିଓର ଭିତ୍ତିପ୍ରସ୍ତର ସ୍ଥାପନ କଲେ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସିନେମା ତଥା ମନୋରଞ୍ଜନ ଶିଳ୍ପକୁ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର। ଦେଶର ପୂର୍ବାଞ୍ଚଳରେ ସବୁଠୁ ଉତ୍କୃଷ୍ଟ ଓ ଅତ୍ୟାଧୁନିକ ଷ୍ଟୁଡିଓ ପାଲଟିବ କଳିଙ୍ଗ ଷ୍ଟୁଡିଓ। ଏହାର ପୁନଃବିକାଶ ପାଇଁ ସରକାର ପୂର୍ବରୁ ୨୦୦ କୋଟିର ପ୍ରକଳ୍ପ ଘୋଷଣା କରିଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ…
Read More...

ରାଜଧାନୀ ବୌଦ୍ଧିକ ସମାବେଶ ତରଫରୁ ଜଳସେବା

ଭୁବନେଶ୍ୱର,୨୩/୩(ଓଡ଼ିଆ ନ୍ୟୁଜ) କ°କ୍ରିଟ ସହର ଭୁବନେଶ୍ୱରରେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି।ମାଗଣାରେ ପାଣି ଟିକେ ପିଇବା ପାଇଁ ପଥଚାରୀ ଡହଳ ବିକଳ ହେଉଛନ୍ତି। ବିଧାନସଭା ଚାଲୁଥିବାରୁ ଧାରଣାଧାରିଙ୍କ ସ°ଖ୍ୟା ବଢୁଛି। ପାଣି ଟିକେ ପିଇବା ପାଇଁ ବିଭିନ୍ନ ଜିଲ୍ଲାରୁ ଆସିଥିବା…
Read More...