Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଜିଲ୍ଲା
ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ। ସ୍ବାଧୀନତା ସ°ଗ୍ରାମରେ ନୂଆପଡା ଜିଲ୍ଲା ବାସୀଙ୍କ ଅବଦାନ…
ନୂଆପଡା : ଦିନିକିଆ ନୂଆପଡା ଜିଲା ଗସ୍ତରେ ଆସି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୩୭୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ ସହ ପ୍ରାୟ ୫୦ କୋଟି ଟଙ୍କାର ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହା ସହ ୯୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପ…
Read More...
Read More...
ବିଜୁ ଜୟନ୍ତୀ ଅବସରରେ କ୍ୟାପିଟାଲ ହସ୍ପିଟାଲରେ ଫଳ ବଣ୍ଟନ।
ଭୁବନେଶ୍ୱର ୫/୩(ଓଡ଼ିଆ ନ୍ୟୁଜ): ପ୍ରବାଦ ପୁରୁଷ ବିଜୁ ପନାୟକଙ୍କ ୧୦୫ତମ ଜୟନ୍ତୀ ଅବସରରେ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ରାଜଧାନୀ ମୁଖ୍ୟ ଚିକିାଳୟ (କ୍ୟାପିଟାଲ ହସ୍ପିଟାଲ)ରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଚିକିାଳୟର ନିର୍ଦ୍ଦେଶକ ଲକ୍ଷ୍ମିଧର ସାହୁଙ୍କ ଉପସ୍ଥିତିରେ ବି.ଜେ.ଡି.…
Read More...
Read More...
ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୮ କୋଟି ଘୋଷଣା।
ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପାଳନ କରାଯାଇଛି। ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧିଜୀ ପ୍ରଥମେ ଓଡ଼ିଶା ଆସିଥିଲେ। ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଯାଇଥିଲେ। ଏଠାରେ କୃଷି ଓ ଗ୍ରାମଦ୍ୟୋଗ ପ୍ରଦର୍ଶନୀରେ ଭାଗ ନେଇଥିଲେ। ଗାନ୍ଧିଜୀଙ୍କ…
Read More...
Read More...
ଉତ୍ତର ବିଧାୟକଙ୍କ ଦ୍ଵାରା ସ୍ମାର୍ଟ ରାସ୍ତାର ଭିତ୍ତିପ୍ରସ୍ଥର ସ୍ଥାପନ।
ଭୁବନେଶ୍ୱର,୨୦/୨(ଓଡ଼ିଆ ନ୍ୟୁଜ): ଶନିବାର ଦିବା ୧୧ ଘଟିକା ସମୟରେ ୧୦ କୋଟି ୮୩ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଇନଷ୍ଟିଚ୍ୟୁଟ ଅଫ ମାଥମେକ୍ଟିସ ଠାରୁ ଏକାମ୍ର କାନନ ଭାୟା ଇମ୍ଫୋସିଟି ରାସ୍ତା ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ଥର ସ୍ଥାପନ ମାନ୍ୟବର ଉତ୍ତର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର…
Read More...
Read More...
ଭୁବନେଶ୍ୱରରୁ ପାଟଣାକୁ ଉଡିବ ବିମାନ।
ଭୁବନେଶ୍ୱର : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ପାଟଣାକୁ ମେ’ ପହିଲାରୁ ବିମାନ ଚଳାଚଳ ଆରମ୍ଭ ହେବ। ଘରୋଇ ବିମାନ ସେବା କମ୍ପାନୀ ଇଣ୍ଡିଗୋ ଏହି ସେବା ପ୍ରଦାନ କରିବ। ଇଣ୍ଡିଗୋ ମାର୍ଚ୍ଚ ୨୮ରୁ ୨୨ଟି ନୂଆ ରୁଟ୍ରେ ବିମାନ ଚଳାଚଳ ଆରମ୍ଭ କରିବ ବୋଲି ଘୋଷଣା…
Read More...
Read More...
ବାବା ସୋମନାଥଙ୍କ ଉପରେ ଆଧାରିତ ଭିଡିଓ କ୍ୟାସେଟ ଉନ୍ମୋଚିତ।
ପବିତ୍ର ଶ୍ରୀ ପଂଚମୀ ଅବସରରେ ମା ଯୋଗମାୟାଟ୍ରାଭେଲ୍ସ ଓ ସତ୍ୟସନ୍ଧାନ ୱେବ୍ଚ୍ୟାନେଲ ପ୍ରାୟୋଜିତ ଶିବଙ୍କ ଉପରେ ଆଧାରିତ ଭଜନ ‘ସୋମନାଥଙ୍କୁ ସୁମରିଲେ ମନେ’ ନାମରେ ଭିଡିଓ କ୍ୟାସେଟ ଉନ୍ମୋଚିତ ହୋଇଯାଇଛି ।ଏହାକୁ ଆନୁଷ୍ଠାନିକଭାବେ ନନ୍ଦନକାନନ ଉପ-ନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ୟ୍ୟ…
Read More...
Read More...
କୋରାପୁଟ ଓଡ଼ିଶାର ଦ୍ବିତୀୟ ଶ୍ରୀକ୍ଷେତ୍ର : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ୩ ସୀମାବର୍ତ୍ତୀ ଗ୍ରାମକୁ ନେଇ ଆନ୍ଧ୍ର ଏବଂ ଓଡ଼ିଶା ମଧ୍ୟରେ ବିବାଦ ଲାଗି ରହିଛି। ଉକ୍ତ ଗ୍ରାମଗୁଡ଼ିକୁ ନିଜର ଦାବି କରି ଆନ୍ଧ୍ର ସରକାର ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏହି ପରିପ୍ରେକ୍ଷୀରେ କୋଟିଆ…
Read More...
Read More...
ରାଜଧାନୀରେ ଆଲୋକାର୍ପିତ ହେଲା ୧୨ କିମି ରାସ୍ତା।
ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜଧାନୀରେ ଆଲୋକାର୍ପିତ ହେଲା ୧୨ କିମି ରାସ୍ତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଟଙ୍କପାଣି ରୋଡ୍ସ୍ଥିତ ସାଇମନ୍ଦିର ଛକଠାରେ କଟକ-ପୁରୀ ବାଇପାସ୍ ରୋଡ୍ରେ ଏଲ୍ଇଡି ଷ୍ଟ୍ରିଟ୍ଲାଇଟ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ଏହି ବ୍ୟବସ୍ଥା…
Read More...
Read More...
ନୃସିଂହନାଥ ମନ୍ଦିର ବୁଲିଲେ ୫ଟି ସଚିବ।
ବରଗଡ଼,୩।୨: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି.କେ.ପାଣ୍ଡିଆନ,ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣା ବୁଧବାର ବରଗଡ଼ ଜିଲାର…
Read More...
Read More...
ଝଲସିବ ଭୁବନେଶ୍ୱର-ପୁରୀ ରାସ୍ତା। ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର,୩ା୨(ଓଡ଼ିଆ ନ୍ୟୁଜ): ଆଜି ଝଲସିବ ଭୁବନେଶ୍ୱର-ପୁରୀ ବାଇପାସ ରାସ୍ତା। ହାଇଟେକ୍ ଛକରୁ ଦୟା ବ୍ରିଜ୍ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା ଆଲୋକିତ ହେବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅପରାହ୍ନ ୫ଟା…
Read More...
Read More...