Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ଜିଲ୍ଲା
ନାରାୟଣପାଟଣାରେ ୫ଟି ସଚିବ
କୋରାପୁଟ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କୋରାପୁଟ ଜିଲା ଗସ୍ତ କରି ନାରାୟଣପାଟଣା ପାଇଁ ଶିକ୍ଷା,ସାସ୍ଥ୍ୟ, ରାସ୍ତା, ପାନୀୟ ଜଳ ସମସ୍ୟା ଦୂର ନେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହି ପରିପ୍ରେକ୍ଷୀରେ ଶନିବାର ଏକ ସ୍ବତନ୍ତ୍ର ବିମାନ ଯୋଗେ ୫-ଟି ସଚିବ ଭି.କେ.…
Read More...
Read More...
କେନ୍ଦ୍ରାପଡ଼ାରେ ଗଢ଼ି ଉଠିବ ଶିଳ୍ପ କାରଖାନା
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାରେ ଗଢ଼ି ଉଠିବ ଶିଳ୍ପ କାରଖାନା । ଷ୍ଟିଲ ପ୍ଲାଣ୍ଟ ସମେତ ଶିଳ୍ପ କରିଡରରେ ଛୋଟବଡ ଶିଳ୍ପ ଚଳିତ ବର୍ଷ ଶେଷ ସୁଦ୍ଧା ଦେଖିବାକୁ ମିଳିବ। ଏ ନେଇ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ପାର୍ଶ୍ୱରେ ୩ଟି ସ୍ଥାନକୁ ଚିହ୍ନଟ କରାଯାଉଛି। ଏଥିସହ ଜିଲା ପ୍ରଶାସନ ଓ…
Read More...
Read More...
କିମସରେ ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର :କିମ୍ସ-ଭୁବନେଶ୍ୱରରେ ହାଇବ୍ରିଡ୍ ଅସ୍ତ୍ରୋପଚାର ସଫଳ ହୋଇଛି। ଓଡ଼ିଶାରେ ପ୍ରଥମଥର ଲାଗି ହାଇବ୍ରିଡ୍ ଅସ୍ତ୍ରୋପଚାର କରାଯାଇଥିବା ସମ୍ପୃକ୍ତ ଡାକ୍ତରମାନେ ଦାବି କରିଛନ୍ତି। ନିକଟରେ କଟକ ଜିଲା ବାଙ୍କୀ ବ୍ଲକ୍ ଅନ୍ତର୍ଗତ ରତାଗଡ଼ ଗ୍ରାମର ୫୦ବର୍ଷ ବୟସ୍କା ସୁଷମା ରଣାଙ୍କ ମୁଖ୍ୟ…
Read More...
Read More...
ଭୁବନେଶ୍ୱର ଅଟୋ ମହାସଂଘର ବାର୍ଷିକ ଉତ୍ସବ
ଭୁବନେଶ୍ୱର : ଭୁବନେଶ୍ୱର ଅଟୋ ମହାସଂଘର ବାର୍ଷିକ ଉତ୍ସବ ଜୟଦେବ ବିହାର ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସମ୍ପାଦକ ପଦ୍ମନ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସଂଘର ସଭାପତି ତଥା ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ସ୍ୱତନ୍ତ୍ର…
Read More...
Read More...
ଶିଶୁ ପ୍ରତିଭା ବିକାଶ ପ୍ରତିଯୋଗିତା ଅନୁଷ୍ଠିତ
ଭୁବନେଶ୍ୱର,୨ା୨(ଓଡ଼ିଆ ନ୍ୟୁଜ): ବନ୍ଦେ ଭାରତୀ ଜାତୀୟ ମହିଳା ଓ ଶିଶୁ ବିକାଶ ପରିଷଦ ପକ୍ଷରୁ ଚକେଇଶିଆଣୀ ଠାରେ ଶିଶୁ ମାନଙ୍କର ପ୍ରତିଭା ବିକାଶ ପାଇଁ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପରିଷଦର ସଭାନେତ୍ରୀ ପ୍ରତୀକ୍ଷା ମହାପାତ୍ର ଯୋଗଦେଇ କହିଥିଲେ ଶିଶୁ ମାନଙ୍କ…
Read More...
Read More...
ଝାରସୁଗୁଡ଼ାରେ ହେବ ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ପୋଲିସ ଏସ୍ଆଇଙ୍କ ଗୁଳିମାଡରେ ନିହତ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ…
Read More...
Read More...
ଶ୍ରୀକ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲରେ ବକୁଳ ବନ ଉଦ୍ଘାଟିତ
ଭୁବନେଶ୍ୱର : ପବିତ୍ର ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ ଓ ସରସ୍ୱତୀ ପୂଜା ଅବସରରେ ଭୁବନେଶ୍ୱର ମଳିପଡାସ୍ଥିତ ଶ୍ରୀକ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳନ, ସରସ୍ୱତୀ ପୂଜା, ବକୁଳ ବନ ଶିଶୁ ଉଦ୍ୟାନ ଉଦ୍ଘାଟନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସ୍କୁଲର…
Read More...
Read More...
ନୀଳାଦ୍ରି ବିହାର ବରିଷ୍ଠ ନାଗରିକ ଟ୍ରଷ୍ଟ ପକ୍ଷରୁ ସାଧାରଣତନ୍ତ୍ର ଦିବସ
ଭୁବନେଶ୍ବର: ନୀଳାଦ୍ରି ବିହାର ବରିଷ୍ଠ ନାଗରିକ ଟ୍ରଷ୍ଟ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଟ୍ରଷ୍ଟର ସମ୍ପାଦକ ବଂଶୀଧର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ସଭାପତି ସାଧୁଚରଣ ସାମନ୍ତରାୟ ପତାକା ଉତ୍ତୋଳନ କରିଥିଲେ। ମୁଖ୍ୟ ଅତିଥି ଭାବେ ଯୁବନେତା ମନୋଜ…
Read More...
Read More...
ଉତ୍କଳ କନିକା ଗ୍ୟାଲେରିଆ ମଲରେ ସାଧାରଣତନ୍ତ୍ର ଦିବସ
ଭୁବନେଶ୍ବର: କଳ୍ପନା ସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଉତ୍କଳ ଗ୍ରୁପର ସହ ପ୍ରତିଷ୍ଠାତା ତଥା ବିଶିଷ୍ଟ ସମାଜସେବୀ ଭଁଓ୍ବରଲାଲ ବୈଦ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଶ୍ରୀ ବୈଦ ଜଣେ ପରଉପକାରୀ, ସାମାଜିକ କର୍ମୀ ଏବଂ ସମଗ୍ର ଭାରତରେ…
Read More...
Read More...
ଜୀବନ ଜାଗୃତି ଟ୍ରଷ୍ଟର ବାର୍ଷିକ ଉତ୍ସବ
ଭୁବନେଶ୍ୱର ; ଜୀବନ ଜାଗୃତି ଓ୍ବେଲଫେୟାର ଟ୍ରଷ୍ଟର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସାରା ଦିନ ବ୍ୟାପି ଅନୁଷ୍ଠିତ ଏହି ଉତ୍ସବରେ ସକାଳୁ ଏକ ଗଣ ସାଇକେଲ୍ ରାଲି କରାଯାଇଥିଲା । ଏହାକୁ ଆଥକଲେଟ୍ ଅନୁରାଧା ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ରାଲିଟି…
Read More...
Read More...