Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
Browsing Category
ଜିଲ୍ଲା
ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ଅନାଥ, ଦିବ୍ୟାଙ୍ଗ ଓ କୁଷ୍ଠ ଆଶ୍ରମରେ ସହାୟତା ପ୍ରଦାନ
ଭୁବନେଶ୍ୱର : ଭଗବାନଙ୍କ ସୃଷ୍ଟି ପରେ ଅନାଥ, ଦିବ୍ୟାଙ୍ଗ, ମାନସିକ ଅନଗ୍ରସରତାକୁ ସାଥୀକରି ଏକ ଅଜଣା ଆଶଙ୍କାରେ ଜୀବନ ଅତିବାହିତ କରୁଥିବା ଓ ପରିବାରକୁ ଛାଡି ବିଭିନ୍ନ ଆଶ୍ରମରେ କାଳାତିପାତ କରୁଥିବା ଅସହାୟମାନଙ୍କୁ ସହାୟତାର ହାତ ବଢେଇଛି ରାଜ୍ୟର ଅଗ୍ରଣୀ ସାମାଜିକ ତଥା ସାଂସ୍କୃତିକ…
Read More...
Read More...
ଭୁବନେଶ୍ବର ଲାଇଭ ଉଦଘାଟିତ
ଭୁବନେଶ୍ୱର,୧୬।୧(ବ୍ୟୁରୋ):ଓଡ଼ିଶା ଦ୍ୱିତୀୟଥର ପାଇଁ ପୁରୁଷ ହକି ବିଶ୍ୱକପ୍ ଆୟୋଜନର ସୁଯୋଗ ପାଇଛି। ଏହା ଆମକୁ ଅଧିକ ଗୌରବାନ୍ବିତ କରିଛି। ଓଡ଼ିଶା ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ। ଓଡ଼ିଶାରେ ବିଶ୍ୱକପ୍ର ଉପସ୍ଥିତିକୁ ସମସ୍ତେ ଅନୁଭବ କରିବା ସହ ଏକ ମନ ନେଇ ଆୟୋଜିତ ଉତ୍ସବର ମଜା ନେବାକୁ…
Read More...
Read More...
ପାଲା ବଞ୍ଚିଲେ ହିଁ ଭାଷା ବଞ୍ଚିବ – ପ୍ରଦ୍ୟୁମ୍ନ ଶତପଥୀ
ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦର ୪୫ ତମ ବାର୍ଷିକୋତ୍ସବ ପଦ୍ମଶ୍ରୀ ବାବା ବଳିଆଙ୍କ ଶିଶୁ ଅନନ୍ତ ଆଶ୍ରମ, ଅରିଲୋ, ଜଗତସିଂହପୁର ପରିସରରେ ବାବା ବଳିଆଙ୍କ ଦ୍ଵାରା ଗତକାଲି ସନ୍ଧ୍ୟାରେ ଶୁଭ ଉଦଘାଟିତ ହୋଇଥିଲା । ସଭାପତି ଶ୍ରୀଯୁକ୍ତ ମଦନମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...
Read More...
5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ .
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ. 5T ଉପକ୍ରମ ରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡ ର ସଭ୍ୟ…
Read More...
Read More...
ପୁରୀ ସହରରେ ହାତୀ ଆତଙ୍କ
ପୁରୀ : ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା। ପରେ କୃଷ୍ଣରଞ୍ଜନପୁର ଗାଁକୁ ହତୀଟି ପଶିଆସିଥିଲା। ରାତି ୯ଟାରେ ହାତୀଟି ତଳଜଙ୍ଘ ଅଞ୍ଚଳରେ ଥିବା ବେଳେ ରାତି ପ୍ରାୟ ୧୧ଟା ବେଳକୁ ପୁରୀ…
Read More...
Read More...
କମିଶନରେଟ ପୋଲିସର ୧୫ ତମ ବାର୍ଷିକ ଉତ୍ସବ
ଭୁବନେଶ୍ୱର : ରାଜ୍ୟ ପୋଲିସ ବିଭାଗ ୫-ଟିରେ ସାମିଲ ହେବାପରେ ଅନେକ ପରିବର୍ତ୍ତନ ଆସିଛି। ପୋଲିସ ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଯଦି ଲୋକମାନଙ୍କର ଆସ୍ଥା ଆହୁରି ବଢ଼ିବ ବହୁତ ଖୁସି ହେବି। ଥାନାରେ ଲୋକଙ୍କୁ ଉପଯୁକ୍ତ ସମ୍ମାନ ମିଳୁଥିବା ଖବର ମିଳୁଛି। ପୋଲିସ ସବୁବେଳେ ଲୋକଙ୍କ ମିତ୍ର ଓହାଇ…
Read More...
Read More...
୪ ଜିଲ୍ଲାରେ ପ୍ରବଳ ଶୀତ ଅନୁଭୂତ ହେବ
ଭୁବନେଶ୍ୱର, ୮।୧(ବ୍ୟୁରୋ)- ରାଜ୍ୟରେ ଗତ ଦୁଇ ଦିନ ହେବ ପ୍ରବଳ ଥଣ୍ଡା ପଡ଼ିଛି। ଅଳ୍ପ କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢ଼ିଛି। ରବିବାର ଓଡ଼ିଶାର ୨୧ଟି ସହରରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହିଥିଲା। ଏନେଇ ଆଞ୍ଚଳିକ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
Read More...
Read More...
ବିଏମସି ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଓ କମ୍ବଳ ବଣ୍ଟନ
ଭୁବନେଶ୍ୱର,୭ା୧ ଓଡିଶା ସେବକ ସଂଘ ପକ୍ଷରୁ ମଞ୍ଚେଶ୍ବର ଧିରୀକୁଟି ସାହିରେ ବିଏମସି ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଓ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଘର ସମ୍ପାଦକ ବସନ୍ତ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ…
Read More...
Read More...
ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୦୧ ତମ ବାର୍ଷିକ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ପୁରୀ : ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ତମ ବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଅର୍ଥାତ୍ ୮ତାରିଖ ରବିବାର ପୁରୀର ତାଳବଣିଆଠାରେ ଏହି ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ।
ଏହି ଉତ୍ସବରେ…
Read More...
Read More...
୨୫ ବର୍ଷ ନିରନ୍ତର ସେବା ଯୋଗାଇ ଆସୁଅଛି ବିଜେଡି
ଭୁବନେଶ୍ୱର,୬ା୧ – ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜେଡିର ୨୫ ବର୍ଷ ପୂର୍ତ୍ତି ଅବସରରେ ୨୬ ତମ ପ୍ରତିଷ୍ଠା ଦିବସ ଡମଣା ଯାତ୍ରା ପଡିଆ ଠାରେ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ଏଥିରେ ବିଜେଡି ନେତାମାନେ ଯୋଗଦେଇ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ, ୨୫ ବର୍ଷର ନିରନ୍ତର ସେବା ଉପରେ…
Read More...
Read More...