banner
Breaking
Browsing Category

ଶିକ୍ଷା

+ ୨ ପ୍ରାଟିକାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୫।୪(ବ୍ୟୁରୋ):ରାଜ୍ୟରେ ସୋମବାରଠାରୁ ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ, କଳା ଏବଂ ଧନ୍ଦାମୂଳକଶିକ୍ଷାର ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇଛି। ଚଳିତବର୍ଷ ମୋଟ୍‌ ୩ଲକ୍ଷ ୩୨ହଜାର ପରୀକ୍ଷାର୍ଥୀ ଯୁକ୍ତ୨ ପରୀକ୍ଷା ଦେଉଛନ୍ତି। ପ୍ରାୟ ୧,୫୮୮ କଲେଜର ପରୀକ୍ଷାର୍ଥୀଙ୍କ ଲାଗି ୧,୧୩୨…
Read More...

ଆତ୍ମବିଶ୍ବାସ ସହ ଆଗକୁ ବଢ

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଛାତ୍ରୀଛାତ୍ରଙ୍କ ସହ ଶୁକ୍ରବାର ‘ପରୀକ୍ଷା ପେ ଚର୍ଚ୍ଚା’ରେ ଆଲୋଚନା କରିଛନ୍ତି। ଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହ କଥାବାର୍ତ୍ତା କରିବାକୁ ପ୍ରଧାନମନ୍ତ୍ରୀ ଟକାଟୋରା ଷ୍ଟାଡିୟମରେ ପହଞ୍ଚିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ…
Read More...

ଆସନ୍ତା କାଲିଠାରୁ ନିଟ୍ ୟୁଜି ପରୀକ୍ଷା ପାଇଁ ପଞ୍ଜୀକରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଚଳିତ ବର୍ଷ ଆସନ୍ତା ଜୁଲାଇ ୧୭ରେ ନିଟ୍‌ ୟୁଜି ପରୀକ୍ଷା ହୋଇପାରେ। ଏନେଇ ଅନ୍‌ଲାଇନ୍‌ ପଞ୍ଜୀକରଣ ଶନିବାର(ଏପ୍ରିଲ୍‌ ୨)ରୁ ଆରମ୍ଭ ହେବ। ତେବେ ପଞ୍ଜୀକରଣର ଶେଷ ସମୟ ସୀମା ମେ ୭ ପର୍ଯ୍ୟନ୍ତ ରହିଛି। ପରୀକ୍ଷା ୧୩ଟି ଭାଷାରେ ଅନୁଷ୍ଠିତ ହେବ । ଛାତ୍ରୀଛାତ୍ର…
Read More...

ସାଇ ଆରାଧନା ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଆର୍ନ୍ତଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର : ଆର୍ନ୍ତଜାତୀୟ ମହିଳା ଦିବସ ଅବସରରେ ସାଇ ଆରାଧନା ଡ୍ୟାନ୍ସ ଏକାଡେମୀ ତରଫରୁ କଳିଙ୍ଗ ନଗର ସ୍ଥିତ ଡ. ଏପିଜେ ଅବଦୁଲ୍ କାଲାମ ପାର୍କ ପରିସରରେ ଛୋଟ ଛୋଟ ପିଲାମାନଙ୍କ ମଧ୍ୟରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏଲକେଜି ଠାରୁ ଆରମ୍ଭ କରି…
Read More...

ନିର୍ବାଚନ ପାଇଁ ୨୨ ରୁ ୨୪ ପରୀକ୍ଷା ବନ୍ଦ

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଗାମୀ ୨୪ ତାରିଖରେ ରାଜ୍ୟର ପୌରାଞ୍ଚଳରେ ନିର୍ବାଚନ ହେବ। ତେବେ ଏ ନେଇ ୨୨ରୁ ୨୪ ପରୀକ୍ଷା ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି। ଯୁକ୍ତ ୩ ଓ ବିଶ୍ୱବିଦ୍ୟାଳୟଗୁଡିକରେ ପରୀକ୍ଷା ବନ୍ଦ ରହିବ। ଏଥିଲାଗି କୁଳପତି ଓ କଲେଜ ଅଧ୍ୟକ୍ଷଙ୍କଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ…
Read More...

ଏପ୍ରିଲ ୨୫ରୁ ଆସିଏସଇ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୪।୩(ବ୍ୟୁରୋ): ସିଆଇଏସ୍‌ସିଇ ଦ୍ୱାରା ପରିଚାଳିତ ଆଇସିଏସ୍‌ଇ(ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩ ରେ ସରିବ। ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ଆରମ୍ଭ ହେବ ଓ ଏହାର ଅବଧି ଦେଢ଼ଘଣ୍ଟା ଧାର୍ଯ୍ୟ…
Read More...

ସ୍କୁଲ ଖୋଲିବା ନେଇ ଆସିଲା ଗାଇଡଲାଇନ୍

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଗତ ୧୪ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିଥିବାବେଳେ ଆସନ୍ତା ୨୮ ତାରିଖରୁ ପିଲାମାନେ ସ୍କୁଲ ଯିବେ। ଦୀର୍ଘ ଦୁଇବର୍ଷ ଧରି ପିଲାମାନେ ସ୍କୁଲ ଯାଇ ନ ଥିବାରୁ ଏବେ ସେମାନଙ୍କ ପାଠପଢ଼ା କିପରି ହେବା ଉଚିତ ସେ ନେଇ ବିଭାଗ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ ଜାରି…
Read More...

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ‘ବିଜ୍ଞାନ ସର୍ବତ୍ର ପୂଜ୍ୟତେ’ ବିଜ୍ଞାନ ମହୋତ୍ସବ ଆରମ୍ଭ

ଭୁବନେଶ୍ୱର,୨୨ ।୨: କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ଆଜାଦି କା ଅମୃତ ମହୋତ୍ସବ ପାଳନର ଅଂଶବିଶେଷ ସ୍ୱରୂପ ବିଜ୍ଞାନ ସର୍ବତ୍ର ପୂଜ୍ୟତେ ଶୀର୍ଷକ ସପ୍ତାହ ବ୍ୟାପୀ ବିଜ୍ଞାନ ମହୋତ୍ସବ ଓ ପ୍ରଦର୍ଶନୀ ମଙ୍ଗଳବାର ଉଦ୍‍ଘାଟିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ, ଭାରତ…
Read More...

ଦଶମ,ଦ୍ବାଦଶ ଶ୍ରେଣୀ ଅଫଲାଇନ ପରୀକ୍ଷା ପାଇଁ ବୁଧବାର ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୨୨।୨ : ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏ.ଏମ୍‌.ଖାନୱିଲକରଙ୍କ ଖଣ୍ଡପୀଠରେ ଏହି ମାମଲାକୁ ନିଆଯିବ ବୋଲି…
Read More...

ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି କିଟ୍‍ର ସଫଳତା ରାଜ୍ୟରେ ଶ୍ରେଷ୍ଠ ସ୍ଥାନରେ କିଟ୍‍

ଭୁବନେଶ୍ୱର, ୧୭ ।୨: କିଟ୍‍ ବିଶ୍ୱବିଦ୍ୟାଳୟ ଅନ୍ତର୍ଜାତିକ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁନଶ୍ଚ ସଫଳତା ହାସଲ କରିଛି । ମଙ୍ଗଳବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରକାଶ ପାଇଛି ବିଶ୍ୱର ଶ୍ରେଷ୍ଠ ୟଙ୍ଗ ୟୁନିଭରସିଟି ତାଲିକା । ୫୦ବର୍ଷରୁ କମ୍‍ ସମୟ ମଧ୍ୟରେ ପ୍ରତିଷ୍ଠା ଲାଭ…
Read More...