banner
Breaking
Browsing Category

ଶିକ୍ଷା

ଏପ୍ରିଲ ୨୫ରୁ ଆସିଏସଇ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୪।୩(ବ୍ୟୁରୋ): ସିଆଇଏସ୍‌ସିଇ ଦ୍ୱାରା ପରିଚାଳିତ ଆଇସିଏସ୍‌ଇ(ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩ ରେ ସରିବ। ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ଆରମ୍ଭ ହେବ ଓ ଏହାର ଅବଧି ଦେଢ଼ଘଣ୍ଟା ଧାର୍ଯ୍ୟ…
Read More...

ସ୍କୁଲ ଖୋଲିବା ନେଇ ଆସିଲା ଗାଇଡଲାଇନ୍

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଗତ ୧୪ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିଥିବାବେଳେ ଆସନ୍ତା ୨୮ ତାରିଖରୁ ପିଲାମାନେ ସ୍କୁଲ ଯିବେ। ଦୀର୍ଘ ଦୁଇବର୍ଷ ଧରି ପିଲାମାନେ ସ୍କୁଲ ଯାଇ ନ ଥିବାରୁ ଏବେ ସେମାନଙ୍କ ପାଠପଢ଼ା କିପରି ହେବା ଉଚିତ ସେ ନେଇ ବିଭାଗ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ ଜାରି…
Read More...

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ‘ବିଜ୍ଞାନ ସର୍ବତ୍ର ପୂଜ୍ୟତେ’ ବିଜ୍ଞାନ ମହୋତ୍ସବ ଆରମ୍ଭ

ଭୁବନେଶ୍ୱର,୨୨ ।୨: କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ଆଜାଦି କା ଅମୃତ ମହୋତ୍ସବ ପାଳନର ଅଂଶବିଶେଷ ସ୍ୱରୂପ ବିଜ୍ଞାନ ସର୍ବତ୍ର ପୂଜ୍ୟତେ ଶୀର୍ଷକ ସପ୍ତାହ ବ୍ୟାପୀ ବିଜ୍ଞାନ ମହୋତ୍ସବ ଓ ପ୍ରଦର୍ଶନୀ ମଙ୍ଗଳବାର ଉଦ୍‍ଘାଟିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ, ଭାରତ…
Read More...

ଦଶମ,ଦ୍ବାଦଶ ଶ୍ରେଣୀ ଅଫଲାଇନ ପରୀକ୍ଷା ପାଇଁ ବୁଧବାର ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୨୨।୨ : ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏ.ଏମ୍‌.ଖାନୱିଲକରଙ୍କ ଖଣ୍ଡପୀଠରେ ଏହି ମାମଲାକୁ ନିଆଯିବ ବୋଲି…
Read More...

ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି କିଟ୍‍ର ସଫଳତା ରାଜ୍ୟରେ ଶ୍ରେଷ୍ଠ ସ୍ଥାନରେ କିଟ୍‍

ଭୁବନେଶ୍ୱର, ୧୭ ।୨: କିଟ୍‍ ବିଶ୍ୱବିଦ୍ୟାଳୟ ଅନ୍ତର୍ଜାତିକ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁନଶ୍ଚ ସଫଳତା ହାସଲ କରିଛି । ମଙ୍ଗଳବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରକାଶ ପାଇଛି ବିଶ୍ୱର ଶ୍ରେଷ୍ଠ ୟଙ୍ଗ ୟୁନିଭରସିଟି ତାଲିକା । ୫୦ବର୍ଷରୁ କମ୍‍ ସମୟ ମଧ୍ୟରେ ପ୍ରତିଷ୍ଠା ଲାଭ…
Read More...

କିଟ୍‍ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ: ବିଶୋ…

ଭୁବନେଶ୍ୱର,୧୬ ।୨: ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ ବୋଲି ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି ତଥା ଭାରତ ମୁଖ୍ୟ ବିଶୋ ପାରାଜୁଲି କହିଛନ୍ତି । ବୁଧବାର କିଟ୍‍ ବିଶ୍ୱବିଦ୍ୟାଳୟ ୧୮ତମ ପ୍ରତିଷ୍ଠା ଦିବସ ବକ୍ତୃତା ପ୍ରଦାନ କରି ଶ୍ରୀ ପାରାଜୁଲି କହିଲେ,…
Read More...

ବଦଳିଲା ବିଦ୍ୟାଳୟ ଖୋଲିବା ତାରିଖ

ଭୁବନେଶ୍ବର : ବଦଳିଲା ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି । ଆସନ୍ତା ୧୪ରୁ ଖୋଲିବନି ପ୍ରଥମରୁ ସପ୍ତମ ଶ୍ରେଣୀ ବିଦ୍ୟାଳୟ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ଫେବୃଆରୀ ୨୮ ତାରିଖରୁ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ଯଦି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ୧୪ରେ ସ୍କୁଲ…
Read More...

ଅଫଲାଇନରେ ହେବ ସିବିଏସଇ ଟର୍ମ ୨ ପରୀକ୍ଷା

ଭୁବନେଶ୍ୱର, ୧୦।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଟର୍ମ-୨ ବୋର୍ଡ ପରୀକ୍ଷା ଅଫ୍‌ଲାଇନ୍‌ ମୋଡ୍‌ରେ ହେବ। ଏପ୍ରିଲ ୨୬ ତାରିଖରୁ ଉଭୟ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା କାର୍ଯ୍ୟସୂଚୀ ଖୁବ୍‌ଶୀଘ୍ର ବୋର୍ଡର ଓ୍ବେବ୍‌ସାଇଟ୍‌…
Read More...

କାଲିଠାରୁ ଓଏସଏସଟିଇଟି ପରୀକ୍ଷା

କଟକ ,୮।୨: ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍‌ଏସ୍‌ଟିଇଟି) ବୁଧବାର ଅନୁଷ୍ଠିତ ହେବ। ପ୍ରଥମ ପେପର୍‌ ସକାଳ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ଓ ଦିନ ୧ଟାରୁ ୩.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ । ମୋଟ ୭୨,୨୮୦ ପରୀକ୍ଷାର୍ଥୀ ଏଥିନେଇ ପଞ୍ଜୀକରଣ କରିଥିବା ବେଳେ ୩୩୮ଟି…
Read More...

ଆଜି ଖୋଲିବ ସ୍କୁଲ କଲେଜ

ଭୁବନେଶ୍ୱର,୭।୨(ବ୍ୟୁରୋ): କୋଭିଡ୍‌ କଟକଣା ସହ ରାଜ୍ୟରେ ସୋମବାରଠାରୁ ଶିକ୍ଷାନୁଷ୍ଠାନ ଖୋଲିବ। ସରକାରୀ ଓ ଘରୋଇ ସ୍କୁଲରେ ଅଷ୍ଟମରୁ ଦଶମ ଛାତ୍ରୀଛାତ୍ର ଶ୍ରେଣୀ ଗୃହରେ ବସି ପାଠ ପଢ଼ିବେ। ଏଥିସହିତ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ ସମେତ ସମସ୍ତ ବୈଷୟିକ ଓ ପ୍ରଫେଶନାଲ…
Read More...