banner
Breaking
Browsing Category

ଶିକ୍ଷା

ମୁମ୍ବାଇରେ ଖୋଲିବ କିସ୍ ଆବାସିକ ବିଦ୍ୟାଳୟ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): ଦିଲ୍ଲୀ ଓ କୋଲକାତା ପରେ ମହାରାଷ୍ଟ୍ରର ମୁମ୍ବାଇରେ କିସ୍‌ ଆବାସିକ ବିଦ୍ୟାଳୟ ଖୋଲିବ। ଏନେଇ କିସ୍‌ ଓ ମୁମ୍ବାଇସ୍ଥିତ ଚଏସ୍‌ ୱେଲଫେୟାର ଫାଉଣ୍ଡେଶନ ମଧ୍ୟରେ ରବିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏଥିରେ ଫାଉଣ୍ଡେଶନ ପକ୍ଷରୁ ଏହାର ଅଧ୍ୟକ୍ଷ ସୁନୀଲ…
Read More...

କରୋନା ମହାମାରୀ ସତ୍ଵେ କିଟ୍ ଦେଲା ଭଲ ପ୍ଲେସମେଣ୍ଟ

ଭୁବନେଶ୍ୱର: କରୋନା ମହାମାରୀ ଭଳି କଠିନ ସମୟରେ ଚଳିତ ବର୍ଷ କିଟ୍‌ ଛାତ୍ରଛାତ୍ରୀ ରେକର୍ଡ ସଂଖ୍ୟାରେ ନିଯୁକ୍ତି (ପ୍ଲେସମେଣ୍ଟ) ପାଇପାରିଛନ୍ତି। କିଟ୍‌ର ୨୦୨୨ ରେ ପାସ କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ମାସରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ୨୦୨୧ ଡିସେମ୍ବର ସୁଦ୍ଧା ୫୦ଟି…
Read More...

ବନ୍ଦ ହେଲା ସ୍କୁଲ କଲେଜ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାରଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ସରକାର। କ୍ଲାସରୁମ ପାଠପଢ଼ା ସହ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ କରାଯାଇଛି। ଗତ ୭…
Read More...

ପାଠପଢା ପାଇଁ ବାଧକ ସାଜିଛି ଟେଲିଫୋନ ପ୍ୟାକ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ତୃତୀୟ ଲହର ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ କରାଯାଇଛି। ଅଫ୍‌ଲାଇନ କ୍ଲାସ୍‌ ବଦଳରେ ଅନ୍‌ଲାଇନ କ୍ଲାସ୍‌ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ…
Read More...

ଶିକ୍ଷା ପାଇଁ ନିଳିମା ବନ୍ଦୋପାଧ୍ୟୟଙ୍କୁ ଜାତୀୟ ସ୍ତରରେ ଦୁଇ ସମ୍ମାନ

ଭୁବନେଶ୍ୱର,୯/୧(ଓଡ଼ିଆ ନ୍ୟୁଜ): ଆଜିର ସାମ୍ବାଦିକ ସମ୍ମିଳନୀରେ ୱାରଣ୍ଡଲ୍ୟାଣ୍ଡ ଏଜୁକେଶନାଲ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷା ଶ୍ରୀମତୀ ନିଳିମା ବନ୍ଦୋପଧ୍ୟାୟ ନିଜର ୨୦ବର୍ଷ ତଳର ସଂଘର୍ଷକୁ ପ୍ରକାଶ କରିଛନ୍ତି । ଶ୍ରୀମତୀ ବନ୍ଦୋପଧାୟ ୨୦ ବର୍ଷରୁ ଉର୍ଦ୍ଧ୍ବ ଓଡ଼ିଶାର ବିଭିନ୍ନ ସ୍ଥାନରେ…
Read More...

ସରିଲା ଦଶମ ପରୀକ୍ଷା, ଆଜି ପ୍ରାଟିକାଲ ଓ ମଧ୍ୟମା ପରୀକ୍ଷା

କଟକ , ୮ା୧: ଦଶମ ସମେଟିଭ ଥିଓରି ପରୀକ୍ଷା ଶୁକ୍ରବାର ଶେଷ ହୋଇଛି। ରାଜ୍ୟର ୩୦୯୩ କେନ୍ଦ୍ରରେ ୩ ଦିନ ଧରି ଏହି ପରୀକ୍ଷା ହୋଇଥିଲା। ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ। ଶନିବାର ପ୍ରାକ୍ଟିକାଲ ଏବଂ ମଧ୍ୟମା ପରୀକ୍ଷା ଅନୁଷ୍ଠିତ ହେବ।…
Read More...

କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ…
Read More...

ସ୍କୁଲରେ ଟିକା ନେବେ ପିଲା, ୮ରୁ ଦଶମ ଓ ଦ୍ବାଦଶ ପିଲାଙ୍କୁ ଟିକା

ଭୁବନେଶ୍ୱର : ଆଜି ୧୫ରୁ ୧୮ ବର୍ଷ ବୟସର ଛାତ୍ରଛାତ୍ରୀମାନଙ୍କୁ କୋଭାକ୍ସିନ୍‌ ଟିକା ଦାନ ପ୍ରସ୍ତୁତି ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗର ଏକ ମିଳିତ ବୈଠକ ଭର୍ଚୁଆଲ୍‌ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି।…
Read More...

ପିଲାଙ୍କ ସ୍କୁଲ ଖୋଲିବା ବନ୍ଦ ହେଲା

ଭୁବନେଶ୍ୱର,୨ା୧(ବ୍ୟୁରୋ): ଆସନ୍ତାକାଲିଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତିକୁ ସାମୟିକ ସ୍ଥଗିତ କରାଯାଇଥିବା ନେଇ ସୂଚନା ମିଳିଛି। ୨ ଦିନ ମଧ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ଏହା ସାମୟିକ ବୋଲି ବିଦ୍ୟାଳୟ ଓ…
Read More...

ନିୟମିତ ହେଲେ ୮,୧୦୨ ଶିକ୍ଷକ

ଭୁବନେଶ୍ବର,୧।୧(ବ୍ୟୁରୋ): ୨୦୧୫ ଜାନୁୟାରୀରେ ନିଯୁକ୍ତି ପାଇଥିବା ୮ ହଜାର ୧୦୨ କନିଷ୍ଠ ଶିକ୍ଷକଙ୍କୁ ରାଜ୍ୟ ସରକାର ଶନିବାର ନିୟମିତ କରିଛନ୍ତି । ତେବେ ୬ ବର୍ଷ ୧୧ ମାସ ପରେ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି। ଏହା ଭିତରେ ୪୦ ହଜାର ୫୨ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦିଆଯାଇଥିବା ଗଣଶିକ୍ଷା…
Read More...