banner
Breaking
Browsing Category

ଶିକ୍ଷା

ଇନୋଭେସନ୍‍ ରାଙ୍କିଙ୍ଗ ୨୦୨୧ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ପ୍ରଥମ ସ୍ଥାନ ବଜାୟ ରଖିଲା କିଟ୍‍

ଭୁବନେଶ୍ୱର : ଗବେଷଣା ଓ ସର୍ଜନା କ୍ଷେତ୍ରରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ମିଳିଛି ଭାରତ ସରକାରଙ୍କ ସ୍ୱୀକୃତି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଅଟଳ ରାଙ୍କିଙ୍ଗ ଅଫ୍‍ ଇନ୍‍ଷ୍ଟିଚ୍ୟୁସନ୍‍ ଅନ୍‍ ଇନୋଭେସନ୍‍ ଆଚିଭମେଣ୍ଟ (ଏଆରଆଇଆଇଏ)ରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିଟ୍‍…
Read More...

ଶିକ୍ଷା ଅଧିକାରୀଙ୍କ ବୈଠକ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲା ଶିକ୍ଷା ଅଧିକାରୀମାନଙ୍କ ସମୀକ୍ଷା ବୈଠକ ପଟିଆସ୍ଥିତ ଓ-ହବ୍‌ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଉନ୍ନୟନ କମିଶନର(ଡିସି)…
Read More...

ଜାନୁୟାରୀ ୩ ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ। ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ପର୍ଯ୍ୟନ୍ତ ସମେଟିଭ୍‌-୧ ପରୀକ୍ଷା ହେବାର…
Read More...

ପିଲାଙ୍କ ସହିତ ଶେଷ ମନ କି ବାତ କରିବେ ମୋଦି

ନୂଆଦିଲ୍ଲୀ,୨୮ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଙ୍କ ବାର୍ଷିକ ପରୀକ୍ଷା ପୂର୍ବରୁ ‘ପରୀକ୍ଷା ପେ ଚର୍ଚ୍ଚା’ରେ ଆଲୋଚନା କରିବେ । ଏଥିପାଇଁ ମଙ୍ଗଳବାରଠାରୁ ରେଜିଷ୍ଟ୍ରେଶନ ଆରମ୍ଭ କରାଯାଇଛି । ପରୀକ୍ଷା ପେ ଚର୍ଚ୍ଚା ସମୟରେ ମୋଦି ପୂର୍ବଭଳି ଛାତ୍ରଙ୍କୁ…
Read More...

କିଟ୍‍ ବିଶ୍ୱବିଦ୍ୟାଳୟରେ ପ୍ରଥମ ମହିଳା କୁଳପତି

ଭୁବନେଶ୍ୱର,୨୪ ।୧୨: କିଟ୍‍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସସ୍ମିତାରାଣୀ ସାମନ୍ତ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ପ୍ରଫେସର ହୃଷୀକେଶ ମହାନ୍ତିଙ୍କ କାର୍ଯ୍ୟକାଳ ଶେଷ ହୋଇଯିବା ପରେ କୁଳାଧିପତି ପ୍ରଫେସର ବେଦ ପ୍ରକାଶ ପ୍ରଫେସର ସସ୍ମିତା ସାମନ୍ତଙ୍କୁ…
Read More...

ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଫର୍ମ…
Read More...

ଜାନୁୟାରୀ ୫ରୁ ମାଟ୍ରିକ ପରୀକ୍ଷା

କଟକ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୩୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୩ ହଜାର ୯୩ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ ।…
Read More...

ଇଞ୍ଜିନିୟରିଂ ନାମଲେଖା ପାଇଁ ସମୟସୀମା ବୃଦ୍ଧି

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍‌ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍‌ ଇଞ୍ଜିନିୟରିଂ କଲେଜ ଆସୋସିଏଶନ (ଓପେକା) ପକ୍ଷରୁ ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଏହାର…
Read More...

ରାଜଧାନୀରେ ପୁଣି ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮ ।୧୨: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଯୋଗୁ ପ୍ରାୟ ମାସେ ହେବ ସ୍କୁଲ ବନ୍ଦ ରହିଥିଲା । ଏବେ ଶନିବାର ପୁଣିଥରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଷଷ୍ଠରୁ ଉପର ଶ୍ରେଶୀ ଗୁଡିକ ଖୋଲାଯିବ ବୋଲି ସୂଚନା ରହିଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ…
Read More...

କିଟ୍‍ ଓ କିସରେ କଳାକୁମ୍ଭ ଉଦ୍‍ଯାପିତ

ଭୁବନେଶ୍ୱର: ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ ପକ୍ଷରୁ କିଟ୍‍ ଓ କିସ୍‍ ସହଯୋଗରେ କିସ୍‍ ପରିସରରେ ଡିସେମ୍ବର ୧୨ ତାରିଖରୁ ଚାଲିଥିବା କଳାକୁମ୍ଭ ଶୁକ୍ରବାର ଉଦ୍‍ଯାପିତ ହୋଇଯାଇଛି। ନିକଟରେ କିଟ୍‍-କିସ୍‍ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା…
Read More...