banner
Breaking
Browsing Category

ଶିକ୍ଷା

ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଫର୍ମ…
Read More...

ଜାନୁୟାରୀ ୫ରୁ ମାଟ୍ରିକ ପରୀକ୍ଷା

କଟକ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୩୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୩ ହଜାର ୯୩ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ ।…
Read More...

ଇଞ୍ଜିନିୟରିଂ ନାମଲେଖା ପାଇଁ ସମୟସୀମା ବୃଦ୍ଧି

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍‌ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍‌ ଇଞ୍ଜିନିୟରିଂ କଲେଜ ଆସୋସିଏଶନ (ଓପେକା) ପକ୍ଷରୁ ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଏହାର…
Read More...

ରାଜଧାନୀରେ ପୁଣି ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮ ।୧୨: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଯୋଗୁ ପ୍ରାୟ ମାସେ ହେବ ସ୍କୁଲ ବନ୍ଦ ରହିଥିଲା । ଏବେ ଶନିବାର ପୁଣିଥରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଷଷ୍ଠରୁ ଉପର ଶ୍ରେଶୀ ଗୁଡିକ ଖୋଲାଯିବ ବୋଲି ସୂଚନା ରହିଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ…
Read More...

କିଟ୍‍ ଓ କିସରେ କଳାକୁମ୍ଭ ଉଦ୍‍ଯାପିତ

ଭୁବନେଶ୍ୱର: ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ ପକ୍ଷରୁ କିଟ୍‍ ଓ କିସ୍‍ ସହଯୋଗରେ କିସ୍‍ ପରିସରରେ ଡିସେମ୍ବର ୧୨ ତାରିଖରୁ ଚାଲିଥିବା କଳାକୁମ୍ଭ ଶୁକ୍ରବାର ଉଦ୍‍ଯାପିତ ହୋଇଯାଇଛି। ନିକଟରେ କିଟ୍‍-କିସ୍‍ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା…
Read More...

ପାଠ୍ୟ ପୁସ୍ତକ ବିତରଣ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ):ଶିକ୍ଷାବର୍ଷ ୨୦୨୨-୨୩ ନିମନ୍ତେ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ମାଗଣା ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ପାଠ୍ୟପୁସ୍ତକ ଉତ୍ପାଦନ ବିକ୍ରୟ କେନ୍ଦ୍ରଠାରେ ଅନୁଷ୍ଠାନର ନିର୍ଦ୍ଦେଶକ ବିକାଶ ଚନ୍ଦ୍ର…
Read More...

କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଓ ଏନ୍‍ଜିଏମ୍‍ଏ ଆନୁକୂଲ୍ୟରେ କିଟ୍‍ ଓ କିସରେ କଳାକୁମ୍ଭ ଆରମ୍ଭ

ଭୁବନେଶ୍ୱର: ନିକଟରେ କିଟ୍‍-କିସ୍‍ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ଏନ୍‍ଜିଏମ୍‍ଏ) ସହ ନୂଆଦିଲ୍ଲୀରେ ଜନଜାତି କଳା, ସଂସ୍କୃତି ଓ ପରମ୍ପରା ସୁରକ୍ଷା ପାଇଁ ଏକ ବୁଝାମଣା ହୋଇଥିଲା। ଏହି ବୁଝାମଣା ଅନୁସାରେ ରାଷ୍ଟ୍ରୀୟ ଆଧୁନିକ…
Read More...

ସିଲାବସ ବାହାରୁ ଆସିଥିବା ପ୍ରଶ୍ନ ପାଇଁ ମିଳିବ ପୂର୍ଣ୍ଣ ନମ୍ବର

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଶ୍ରେଣୀର ଇଂଲିଶ ଭାଷା ଓ ସାହିତ୍ୟ ପରୀକ୍ଷା ପ୍ରଶ୍ନପତ୍ରରେ ଗୋଟିଏ ପ୍ରଶ୍ନ ସିଲାବସ୍‌ ଓ ଧାର୍ଯ୍ୟ ଗାଇଡ୍‌ଲାଇନ୍‌ ବାହାରୁ ରହି ଯାଇଥିଲା। ଏ ନେଇ ସୋମବାର ସିବିଏସ୍‌ଇ କର୍ତ୍ତୃପକ୍ଷ ସ୍ବୀକାର କରିବା…
Read More...

ଟାଇମ୍‍ସ ଆୱାର୍ଡ୍‍ସ ଏସିଆ ୨୦୨୧ ପୁରସ୍କାର କିଟ୍‍କୁ ଲିଡରସିପ୍‍ ଆଣ୍ଡ ମ୍ୟାନେଜମେଣ୍ଟ ଟିମ୍‍ ଅଫ୍‍ ଦି ଇଅର ପୁରସ୍କାର

ଭୁବନେଶ୍ୱର, ୧୪ ।୧୨: ବିଶ୍ୱସ୍ତରରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ମିଳିଛି ଆଉ ଏକ ସମ୍ମାନଜନକ ପୁରସ୍କାର। ମଙ୍ଗଳବାର ଟାଇମ୍‍ସ ହାଇଅର୍‍ ଏଜୁକେସନ୍‍ ପକ୍ଷରୁ ‘ଆୱାର୍ଡ୍‍ସ ଏସିଆ ୨୦୨୧’ ପୁରସ୍କାର ଘୋଷଣା କରାଯାଇଥିବା ବେଳେ ସମଗ୍ର ଭାରତ ତଥା ଏସିଆରେ ଏକମାତ୍ର ଅନୁଷ୍ଠାନ ଭାବେ କିଟ୍‍…
Read More...

ମେଧାବୀଙ୍କୁ ମିଳିବ ଫ୍ରି କୋଚିଂ

ଭୁବନେଶ୍ୱର,୧୩ା୧୨: ରାଜ୍ୟର ୩୦ ଜିଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମାଗଣା କୋଚିଂ ମିଳିବ। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ଏକାଦଶ ଶ୍ରେଣୀରେ ପଢୁଥିବା ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଜାତୀୟସ୍ତରୀୟ ପ୍ରବେଶିକା ପରୀକ୍ଷା ପାଇଁ…
Read More...