Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଶିକ୍ଷା
ସିଡିଏସ ଜେନେରାଲ ବିପିନ ରାୱତ ଓ ଓଡ଼ିଆ ପୁଅ ରାଣାପ୍ରତାପଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ବର,୯/୧୩ : ତାମିଲନାଡୁ କୁନ୍ନୁରରେ ବାୟୁସେନାର ଏମଆଇ୧୭ଭି୫ ହେଲିକପ୍ଟର କ୍ରାସ୍ ଘଟଣାରେ ପ୍ରାଣ ହରାଇଥିବା ସିଡିଏସ୍ ବିପିନ ରାୱତ, ତାଙ୍କ ପତ୍ନୀ ଏବଂ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅନ୍ୟ ବୀର ଯୋଦ୍ଧାଙ୍କ ପରଲୋକରେ ଉତ୍କଳ ବିଶ୍ବବିଦ୍ୟାଳୟ ପକ୍ଷରୁ ଗଭୀୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ…
Read More...
Read More...
ରାଜଧାନୀରେ ଦୁଇ ଛାତ୍ର କରୋନା ପଜିଟିଭ।
ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀର କ୍ୟାପିଟାଲ ହାଇସ୍କୁଲର ଦୁଇ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଛାତ୍ର ନବମ ଶ୍ରେଣୀରେ ପାଠ ପଢୁଥିବା ନେଇ ସୂଚନା ମିଳିଛି। ବର୍ତ୍ତମାନ ସମୟରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା ମଧ୍ୟରେ ବୁଧବାର କ୍ୟାପିଟାଲ ହାଇସ୍କୁଲର ୩୭୨ ଜଣ…
Read More...
Read More...
ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା
ଅନୁଗୋଳ, ୭।୧୨ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ବଲଙ୍ଗସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ମୁଖ୍ୟ ଫାଟକରେ ସୋମବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଅଭିଯୋଗ…
Read More...
Read More...
୧୦୦୦ ଜଣଙ୍କୁ ମିଳିଲା ପଠାଣିସାମନ୍ତ ମେଧାବୃତ୍ତି
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଦ୍ୱାଦଶ ଶ୍ରେଣୀର ୧୦୦୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ୨୦୨୦-୨୧ ଓ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ‘ପଠାଣି ସାମନ୍ତ ଗଣିତ ମେଧାବୃତ୍ତି’ ପ୍ରଦାନ କରାଯାଇଛି। ପ୍ରତ୍ୟେକଙ୍କୁ ୧୦ ହଜାର ଟଙ୍କା ଲେଖାଏ ମୋଟ୍ ୧ କୋଟି ଟଙ୍କା…
Read More...
Read More...
କିଟ୍-କିସ ସହିତ ଏନଜିଏଏମର ବୁଝାମଣା ପତ୍ର ସ୍ବାକ୍ଷରିତ
ଭୁବନେଶ୍ୱର, ୩୦।୧୧(ଓଡ଼ିଆ ନ୍ୟୁଜ): କିଟ୍-କିସ୍ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ଏନ୍ଜିଏମ୍ଏ) ମଧ୍ୟରେ ନୂଆଦିଲ୍ଲୀଠାରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟସଭା ସଦସ୍ୟ ତଥା ଶିକ୍ଷା, ମହିଳା, ଶିଶୁ…
Read More...
Read More...
ମୁଁ ପାଣ୍ଡିଆନ ସାର୍ଙ୍କ ପରି ହେବି
ଭୁବନେଶ୍ୱର : କେନ୍ଦ୍ରାପଡ଼ା ସହରର ବାଳିକା ବିଦ୍ୟାଳୟ ପରିସରରେ ଜିଲାର ୩୦ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଉକ୍ତ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ସୋନମ ପରୱିନଙ୍କ ମନ୍ତବ୍ୟ ଚର୍ଚ୍ଚାର ବିଷୟ ହୋଇଛି। ସୋନମ ନିଜ ହାଇସ୍କୁଲର ପରିବର୍ତ୍ତନ…
Read More...
Read More...
ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶିତ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଯୁକ୍ତ ଦୁଇ ଅଫ୍ଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ମିଳିଛି। ଅଫ୍ଲାଇନରେ ୧୨,୩୨୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଏଥିରେ ୮୪୬୦ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ପାସ୍ ହାର ୬୮.୭୬ ପ୍ରତିଶତ…
Read More...
Read More...
୧୪୨ଟି ରୁପାନ୍ତର ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି ସ୍କୁଲ ଟ୍ରାନ୍ସଫର୍ମେସନ୍ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ,…
Read More...
Read More...
ଦୀପାବଳି ପରେ ଖୋଲିବ ଷଷ୍ଠ, ସପ୍ତମ ଶ୍ରେଣୀ
ଭୁବନେଶ୍ୱର ୪।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ଚିନ୍ତା କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯିବ। ତେବେ…
Read More...
Read More...
ଏନଇଇଟି ଫଳ ପ୍ରକାଶିତ। ସ୍ବସ୍ତି ରାଜ୍ୟ ଟପର
ଭୁବନେଶ୍ୱର, ୨।୧୧(ବ୍ୟୁରୋ): ମେଡିକାଲ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଏନ୍ଇଇଟି(ୟୁଜି) ରେଜଲ୍ଟ ସୋମବାର ପ୍ରକାଶ ପାଇଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ପକ୍ଷରୁ ଘୋଷିତ ଫଳ ଅନୁଯାୟୀ ସର୍ବଭାରତୀୟ ସ୍ତରରେ ୩ ଜଣ ପରିକ୍ଷାର୍ଥୀ ର଼୍ୟାଙ୍କ-୧ରେ ରହିଛନ୍ତି।…
Read More...
Read More...