banner
Breaking
Browsing Category

ଶିକ୍ଷା

ଶୁକ୍ରବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର,୧।୬: ଶୁକ୍ରବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ। ଛାତ୍ରୀଛାତ୍ରମାନେ ଓଜେଇଇ ଓ୍ବେବସାଇଟ୍‌ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବେଷୟିକ ଶିକ୍ଷାନୁଷ୍ଠାନର ଏମ୍‌ବିଏ, ଏମ୍‌ସିଏ, ଏମଏସ୍‌ସି, ଏମେ୍‌ଟେକ, ଏମ ପ୍ଲାନ, ଲାଟେରାଲ ଏଣ୍ଟ୍ରି…
Read More...

ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର,୧୩ା୫-: ଶେଷରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱନ୍ଦ୍ୱ ଦୂର କରିଛି। ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ବାର୍ଷିକ ପରୀକ୍ଷା ଓ କ୍ୱାର୍ଟର ଏଣ୍ଡ୍‌ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ ପାଇବ। କ୍ବାର୍ଟର ଏଣ୍ଡ ମାର୍କ ମିଶି ଫାଇନାଲ ରେଜଲ୍ଟ…
Read More...

ସିବିଏସଇ ଦଶମ ଓ ଦ୍ବାଦଶ ଫଳ ପ୍ରକାଶିତ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି।  ମୋଟ୍‌ ପାସ୍‌ ହାର ୯୩.୧୨ ପ୍ରତିଶତ ରହିଥିବା ବେଳେ ଗତଥର ଅପେକ୍ଷା ଏଥର ପାସ୍‌ ହାର ୧.୨୮ ପ୍ରତିଶତ କମ୍‌ ରହିଛି। ଛାତ୍ରୀଙ୍କ…
Read More...

ମେ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର : ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ରବିବାର ଏକ ସାକ୍ଷାତକାରରେ ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି, ମେ ତୃତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ।…
Read More...

ପ୍ରକାଶ ପାଇଲା ଜେଇ ମେନ୍ ପରୀକ୍ଷା ଫଳ

ନୂଆଦିଲ୍ଲୀ : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ହୋଇଥିବା ମିଳିତ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ ସେସନ ୨ର ୨୦୨୩ ଫଳାଫଳ ଶନିବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ଏନ୍‌ଟିଏର ଅଫିସିଆଲ ଓ୍ବେବସାଇଟ୍‌ jeemain.nta.nic.in କୁ ଯାଇ ନିଜର ମାର୍କ ଚେକ୍‌ କରିପାରିବେ। ଏପରିକି…
Read More...

ବିଇଡି ପାଇଁ ନାମ ଲେଖା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଓ ସ୍ବୟଂ ଶାସିତ କଲେଜଗୁଡ଼ିକରେ ବିଇଡି, ବିଏଚ୍‌ଇଡି ଓ ଏମ୍‌ଇଡି ନାମଲେଖା ପାଇଁ ପ୍ରକ୍ରିୟା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି। ଚଳିତ ବର୍ଷର ପ୍ରବେଶିକା ପରୀକ୍ଷା ସେବା ଚୟନ ବୋର୍ଡ(ଏସ୍‌ଏସ୍‌ବି) ଦ୍ୱାରା ପରିଚାଳିତ…
Read More...

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‌

ବିଶିଷ୍ଟ ଶିକ୍ଷାବିତ୍‌ ଓ ସମାଜସେବୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠତା ଅଚ୍ୟୁତ ସାମନ୍ତଙ୍କୁ ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‌ ପ୍ରଦାନ କରାଯାଇଛି। ଗୁରୁବାର ବିଶ୍ୱବିଦ୍ୟାଳୟର ୫ମ ଦୀକ୍ଷାନ୍ତ ସମାରୋହରେ ଶ୍ରୀ ସାମନ୍ତଙ୍କୁ…
Read More...

୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର : ୫ଗୋଟି ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପଣ କରିଛନ୍ତି। ଏଥିରେ ବଲାଙ୍ଗୀର ଜିଲାର ୧୦୦ଟି ଉଚ୍ଚ ବିଦ୍ୟାଳୟ, ସମ୍ବଲପୁର ଜିଲାର ୬୧ଟି, ପୁରୀ ଜିଲାର ୫୩, କେନ୍ଦ୍ରାପଡ଼ା ଜିଲାର ୫୬ ଏବଂ କୋରାପୁଟ ଜିଲାର ୫୮ଟି ଉଚ୍ଚ…
Read More...

ମାଟ୍ରିକ ପରୀକ୍ଷା ମାର୍କ ବୃଦ୍ଧି ଗୁଜବକୁ ଖଣ୍ଡନ

କଟକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାରେ ମୁଦ୍ରଣ ଜନିତ ତ୍ରୁଟି ପାଇଁ ସାମାଜିକ ବିଜ୍ଞାନ ‘ବି’ ସେଟ୍‌ ଛାତ୍ରୀଛାତ୍ରଙ୍କୁ ୧୭ ମାର୍କ ମିଳିବା ନେଇ ସୋସିଆଲ୍‌ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ହେଲେ ବୋର୍ଡ କର୍ତ୍ତୃପକ୍ଷ ଏହାକୁ ଖଣ୍ଡନ…
Read More...

ବାସିପିଠା ଉଚ୍ଚ ବିଦ୍ୟାଳୟର ପୂରାତନ ଶିକ୍ଷକ ଓ ଛାତ୍ରଛାତ୍ରୀ ମିଳନ ସମାରୋହ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ବାରା ପରିଚାଳିତ ବାସିପିଠା ସରକାରୀ ଉଚ୍ଚ ବିଦ୍ୟାଳୟ, ମୟୂରଭଞ୍ଜର ପୂରାତନ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ଏକ ବନ୍ଧୁ ମିଳନ ସମାରୋହ ଗତ ରବିବାର ଦିନ ମାଷ୍ଟର କାଣ୍ଟିନ,…
Read More...