banner
Breaking
Browsing Category

ଶିକ୍ଷା

ବିଶ୍ବର ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାରେ କିଟ୍।

ଭୁବନେଶ୍ୱର : ଟାଇମସ୍‍ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ-୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି। ବୁଧବାର ଟାଇମସ୍‍ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ ୨୦୨୧ ପ୍ରକାଶ ପାଇଛି। ପ୍ରତିବର୍ଷ ଟାଇମସ୍‍ ହାଇଅର ଏଜୁକେସନ୍‍ ପକ୍ଷରୁ…
Read More...

ମେ ୩୧ ସୁଦ୍ଧା ୧ମ ରୁ ଅଷ୍ଟମ ନାମଲେଖା ସରିବ।

ଭୁବନେଶ୍ୱର,୨୬।୪(ବ୍ୟୁରୋ): ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ମଙ୍ଗଳବାରଠାରୁ ନାମଲେଖା ଆରମ୍ଭ ହେବ। ମେ’ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା କାର୍ଯ୍ୟ ଶେଷ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା…
Read More...

ମାଟ୍ରିକ ପରୀକ୍ଷା ବାତିଲ।

ଭୁବନେଶ୍ୱର,୨୧।୪(ବ୍ୟୁରୋ): ମାଟ୍ରିକ‌ ପରୀକ୍ଷା ନେଇ ରାଜ୍ୟ ସରକାର ବୁଧବାର ବଡ଼ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶେଷରେ ବନ୍ଦ କରିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ସୂଚନା ଦେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଏବେ…
Read More...

ଆଇସିଏସଇ ଦଶମ ପରୀକ୍ଷା ବନ୍ଦ।

ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଇସିଏସ୍‌ଇ ପକ୍ଷରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ଅପରପକ୍ଷରେ ନୂଆ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖା ଯାଇଛି। ଏନେଇ ଆଇସିଏସ୍‌ଇ ବୋର୍ଡ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।…
Read More...

ଜେଇଇ ମନ୍ ପରୀକ୍ଷା ସ୍ଥଗିତ।

ଭୁବନେଶ୍ୱର,୧୮/୪(ବ୍ୟୁରୋ): ୨୦୨୧ ଜେଇଇ (ମେନ) ପ୍ରବେଶିକା ପରୀକ୍ଷା ସ୍ଥଗିତ ରଖାଯାଇଛି। ଏ ନେଇ ଆଜି ନେସନାଲ ଟେଷ୍ଟିଙ୍ଗ ଏଜେନ୍ସି ଘୋଷଣା କରିଛି। ଚଳିତ ମାସ ୨୮, ୨୮ ଓ ୩୦ ତାରିଖରେ ହେବାକୁ ଥିବା ମେନ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଦେଶରେ ବୃଦ୍ଧି ପାଉଥିବା କରୋନାର ସାନି ସଂକ୍ରମଣକୁ…
Read More...

ଆଇଏସସିଇ ଦଶମ ଓ ଦ୍ବାଦଶ ପରୀକ୍ଷା ସ୍ଥଗିତ।

ଭୁବନେଶ୍ବର,୧୭/୪(ବ୍ୟୁରୋ): ଦେଶରେ କୋଭିଡ଼ ଦ୍ବିତୀୟ ଲହରକୁ ଦେଖି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦେଇ ସିବିଏସଇ ଭଳି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ (ଆଇଏସ୍‌ସିଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛି। ଏ ସଂକ୍ରାନ୍ତରେ ଶୁକ୍ରବାର…
Read More...

୧୯ ରୁ ବନ୍ଦ ରହିବ ଉଚ୍ଚଶିକ୍ଷା ଅନୁଷ୍ଠାନ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରୋକିବା ନିମନ୍ତେ କଠୋର ପଦକ୍ଷେପର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଦଶମ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା।…
Read More...

ଜୁନ ୧୭ରୁ ଓଜେଇଇ।

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଚଳିତ ବର୍ଷ ଜୁନ ୧୭ରୁ ୨୪ ମଧ୍ୟରେ ଓଜେଇଇ ଅନୁଷ୍ଠିତ ହେବ। ତେବେ କମ୍ପ୍ୟୁଟର ବେସ୍ଡ ପରୀକ୍ଷା ନେଇ ଓଜେଇଇ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏଥିନିମନ୍ତେ ଆଗ୍ରହୀ ପରୀକ୍ଷାର୍ଥୀ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। www.ojee.nic.inରେ ଆବେଦନ କରିହେବ।
Read More...

ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ସ୍ଥଗିତ।

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ-୧୯ ପରିସ୍ଥିତି ନିୟନ୍ତ୍ରଣକୁ ଆସିବା…
Read More...

ସିବିଏସଇ ଦଶମ ପରୀକ୍ଷା ବନ୍ଦ।

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସିବିଏସ୍‌ଇ ବୋର୍ଡ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଓ୍ବାଲଙ୍କ ସହିତ ବୈଠକ କରିବା…
Read More...