banner
Breaking
Browsing Category

ଶିକ୍ଷା

ବିପିୟୁଟି ଆଇନ ସ°ଶୋଧିତ।

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ଆଇନ-୨୦୦୨କୁ ସଂଶୋଧନ କରାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଏହି ସଂଶୋଧନ ବିଲ୍‌ ଶନିବାର ବିରୋଧୀଙ୍କ ଅନୁପସ୍ଥିତିରେ ପାରିତ କରାଯାଇଛି। ଏହି ସଂଶୋଧନ ଆଇନ ଅନୁଯାୟୀ ସରକାରୀ…
Read More...

ଅପ୍ରେଲ ୧୫ରୁ ମାଟ୍ରିକ ପରୀକ୍ଷାର୍ଥୀଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟ ।

କଟକ ,୩।୪: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟର କାର୍ଯ୍ୟସୂଚୀ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା ୧୫ରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ ଭାଷା ଓଡ଼ିଆ ଓ ଦ୍ୱିତୀୟ ପର୍ଯ୍ୟାୟରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ। ସେହିପରି ୧୬ରେ…
Read More...

ଉତ୍କଳ ବିଶ୍ବବିଦ୍ୟାଳୟ ଉନ୍ନତି ପାଇଁ ନିଜର ବର୍ଷକର ଦରମା ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ଗୁରୁବାର ଓଡ଼ିଶା ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ବର୍ଷକର ଦରମା ପ୍ରଦାନ କରିଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଧର୍ମେନ୍ଦ୍ର ତାଙ୍କର ଦରମା ବାବଦ ଅର୍ଥ…
Read More...

ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା।

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା ନେଇ ନିଷ୍ପତ୍ତି ହୋଇଛି । ଏ…
Read More...

ସରକାରୀ ସ୍କୁଲ ବନ୍ଦ ହେବନାହିଁ।

  ଭୁବନେଶ୍ୱର, ୨୯।୩(ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନି। ଯାହା ହୋଇଛି ଘରୋଇ ଶିକ୍ଷାନୁଷ୍ଠାନରେ। ତେଣୁ ନବମ ଏବଂ ଏକାଦଶ କ୍ଲାସ ବନ୍ଦ ହେବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତ। ଏନେଇ ମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖରେ…
Read More...

ଅପ୍ରେଲ ୨୨ରୁ ବିପିୟୁଟି ପରୀକ୍ଷା।

ଭୁବନେଶ୍ବର: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ (ବିପିୟୁଟି) ଦ୍ବାରା ପରିଚାଳତି ଇଞ୍ଜିନିୟରିଂ ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ଅଫଲାଇନ୍‌ ପରୀକ୍ଷା ୨୨ ଏପ୍ରିଲରୁ ଆରମ୍ଭ ହେବ। ଏନେଇ ଶନିବାର ବିପିୟୁଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ବି.ଟେକ୍, ବି.ପ୍ଲାନ୍ ଏବଂ…
Read More...

ଏମଓୟୁ ଅନୁଯାଇ ଫୀ ଛାଡ଼ ଦlବୀରେ ଭେଙ୍କଟେଶ୍ୱର ସ୍କୁଲ ଆଗରେ ଅଭିଭାବକମାନଙ୍କ ଧାରଣା

ଭୁବନେଶ୍ୱର,୨୮/୩(ଓଡ଼ିଆ ନ୍ୟୁଜ): ମହାମାରୀ ପାଇଁ ମାନ୍ୟବର ହାଇକୋର୍ଟଙ୍କ ନିର୍ଦେଶରେ ଏମ ଓ ୟୁ ଅନୁଯାଇ ସମସ୍ତ ଘରୋଇ ସ୍କୁଲରେ ଫୀ ଛାଡ଼ କରି ଆଦାୟ କରିବା କଥା l ହେଲେ କେତେକ ସ୍କୁଲ ଏହି ନିର୍ଦେଶ କୁ ନ ମାନି ପିଲାମାନଙ୍କୁ ପାଠ ପଢ଼ା ଓ ପରୀକ୍ଷା ରୁ ବଞ୍ଚିତ କରିବା ଆଦି ଘଟଣା ସାମ୍ନାକୁ…
Read More...

ଅପ୍ରେଲ ୧ ରୁ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ଆରମ୍ଭ।

ନୂଆଦିଲ୍ଲୀ,୨୭/୩(ବ୍ୟୁରୋ):  ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ସକାଶେ ନାମ ଲେଖା ଏପ୍ରିଲ୍‍ ପହିଲାରୁ ଆରମ୍ଭ ହେବ। ଦ୍ୱିତୀୟ ଶ୍ରେଣୀରୁ ଅଧିକ ଶ୍ରେଣୀରେ ନାମ ପଞ୍ଜିକରଣ ପ୍ରକ୍ରିୟା ଏପ୍ରିଲ୍‍ ୮ ତାରିଖରେ ଆରମ୍ଭ ହେବ। ପ୍ରଥମ ଶ୍ରେଣୀ ପାଇଁ ପଞ୍ଜିକରଣ…
Read More...

ଜେଇଇ ଟପ୍ପର ହେଲେ ଦେବାଶିଷ।

ଭୁବନେଶ୍ୱର,୨୫।୩: ପରୀକ୍ଷା ଶେଷ ହେବାର ମାତ୍ର ୬ ଦିନ ମଧ୍ୟରେ ଜେଇଇ ମେନ(ମାର୍ଚ୍ଚ ସେସନ)ର ରେଜଲ୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ପ୍ରକାଶ ପାଇଛି। ଏହି ସେସନରେ ମୋଟ ୧୩ ଜଣ ଶିକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖିଛନ୍ତି। ଏଥିରେ ଟପ୍ପର ହୋଇଛନ୍ତି ଓଡିଏମ୍‌ ସ୍କୁଲ ଛାତ୍ର…
Read More...

ପରୀକ୍ଷା ସେଣ୍ଟର ପରିବର୍ତ୍ତନ କରିପାରିବେ ଛାତ୍ରଛାତ୍ରୀ।

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ପରୀକ୍ଷାକେନ୍ଦ୍ରରେ ପରିବର୍ତ୍ତନ କରିବାକୁ ଅନୁମତି ଦେଇଛନ୍ତି। କେତେଜଣ ପିଲା ସେମାନଙ୍କ ପରିବାର ସହିତ ଅନ୍ୟ ସହର ବା ଦେଶକୁ…
Read More...