banner
Breaking
Browsing Category

ଶିକ୍ଷା

ସରକାରୀ ହାଇସ୍କୁଲ ପିଲାଙ୍କ ପାଇଁ ୧୫% ସ°ରକ୍ଷଣ ବ୍ୟବସ୍ଥା।

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ଡାକ୍ତରୀ, ଇଞ୍ଜିନିୟରିଂ ଓ ବୈଷୟିକ ଶିକ୍ଷାରେ ନାମଲେଖା ପାଇଁ ସରକାରୀ ହାଇସ୍କୁଲ ପିଲାଙ୍କୁ ୧୫% ସ୍ଥାନ ସଂରକ୍ଷଣ ମିଳିବ। ଏ ନେଇ ମଙ୍ଗଳବାର ବିଧାନସଭାରେ ସର୍ବସମ୍ମତିକ୍ରମେ ସଂକଳ୍ପ ପାରିତ ହୋଇଛି। ସୋମବାର ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବ ଅନୁମୋଦନ ହେବା…
Read More...

ମେ ୨୩ରୁ ଓସିଏସ୍ ପ୍ରିଲିମ୍ ପରୀକ୍ଷା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌(ଓସିଏସ୍‌) ପ୍ରିଲିମ୍‌ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଆସନ୍ତା ମେ’ ୨୩ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ୫ଟି ଜୋନ୍‌ରେଏହି ପରୀକ୍ଷା…
Read More...

ଶିକ୍ଷାମନ୍ତ୍ରୀଙ୍କ ଅଚାନକ ସ୍କୁଲ ପରିଦର୍ଶନ।

ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଦ୍ୟାଳୟରେ କୋଭିଡ୍‌-୧୯ ମାର୍ଗଦର୍ଶିକା ସଠିକ ବ୍ୟବହାର କରାଯାଉଛି କି ନାହିଁ ତାହାର ଅନୁଧ୍ୟାନ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ପୂର୍ବାହ୍ନରେ ନିମାପଡ଼ାର ଭାଣପୁର ହାଇସ୍କୁଲ ପରିଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ରାଜ୍ୟରେ…
Read More...

ସମସ୍ତ ନବମ ପିଲା ଦେଇପାରିବେ ମାଟ୍ରିକ ପରୀକ୍ଷା। ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ୨୦୧୯-୨୦ ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରୀଛାତ୍ର ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍‌ ପରୀକ୍ଷା ଦେଇପାରିବେ। ଏହା ସବୁ ଓଡ଼ିଆ ମାଧ୍ୟମ ପିଲାଙ୍କ ପାଇଁ ପ୍ରଯୁଜ୍ୟ ହେବ। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ…
Read More...

ମାଟ୍ରିକ ପରୀକ୍ଷା ସୂଚୀ ପ୍ରକାଶିତ। ସକାଳ ୮ ରୁ ପରୀକ୍ଷା ଆରମ୍ଭ।

କଟକ ,୮।୨: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ ସୋମବାର ପ୍ରକାଶ ପାଇଛି। ମେ ୩ରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ୫ ତାରିଖରେ ସେକେଣ୍ଡ ଲାଙ୍ଗୁଏଜ୍‌ ଇଂଲିଶ, ୭ରେ ଥାର୍ଡ ଲାଙ୍ଗୁଏଜ୍‌ ହିନ୍ଦୀ, ୮ରେ ଥାର୍ଡ ଲାଙ୍ଗୁଏଜ୍‌ ସଂସ୍କୃତ, ୧୦ରେ…
Read More...

ସରକାରୀ ଆଇଟିଆଇ ହଷ୍ଟେଲ ଫି ଛାଡକଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ବର,୩/୨(ଓଡ଼ିଆ ନ୍ୟୁଜ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।…
Read More...

ବଢିଲା ମାଟ୍ରିକ ଫର୍ମପୂରଣ ଅବଧି।

କଟକ ,୩।୨: ମାଟ୍ରିକ୍‌ ଫର୍ମପୂରଣ ଅବଧିକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଫେବୃୟାରୀ ୧୦ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି ଅବଧି ବୃଦ୍ଧି କରାଯାଇଛି। ହାଇସ୍କୁଲ, ଓପନ ସ୍କୁଲ, ଧନ୍ଦାମୂଳକ ଶିକ୍ଷା ଫର୍ମପୂରଣ ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଅବଧି ବୃଦ୍ଧି ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ…
Read More...

୬ ରୁ +୨ ଫର୍ମପୂରଣ ଆରମ୍ଭ।

ଭୁବନେଶ୍ୱର, ୨।୨(ବ୍ୟୁରୋ): ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରୀଛାତ୍ରଙ୍କ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୬ ତାରିଖରୁ ଫର୍ମପୂରଣ ଆରମ୍ଭ ହେବ। ଅନ୍‌ଲାଇନ୍‌ରେ ପ୍ରଥମେ ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ଏକ୍ସ ରେଗୁଲାର ପିଲାଙ୍କ ଫର୍ମପୂରଣ କରାଯିବ। ସେହିପରି ୧୩ରୁ ୨୪…
Read More...

୮ରୁ ଆରମ୍ଭ ହେବ ପିଜି କ୍ଲାସ,ଖୋଲିବ ହଷ୍ଟେଲ।

ଭୁବନେଶ୍ୱର,୨।୨(ବ୍ୟୁରୋ): ଫେବୃୟାରୀ ୧୦ ତାରିଖରୁ ଆରମ୍ଭ ହେବ ପିଜି ପାର୍ଟ- କ୍ଲାସ। ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃୟାରୀ ୧୦ରୁ ଆରମ୍ଭ ହେବା ନେଇ ସେ କହିଛନ୍ତି। ତେଣୁ ଆଗାମୀ ୮ରୁ ମଧ୍ୟ ହଷ୍ଟେଲ ଖୋଲାଯିବ।…
Read More...

୮ ରୁ ଖୋଲିବ ନବମ ଓ ଏକାଦଶ ଶ୍ରେଣୀ।

ଭୁବନେଶ୍ବର,୧/୨(ଓଡ଼ିଆ ନ୍ୟୁଜ): ଫେବୃଆରୀ ୮ରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଫେବୃଆରୀ ୮ରୁ ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଚାଲିବ କ୍ଲାସ। ସୋମବାରରୁ ଶନିବାର ସକାଳ ସାଢେ ୮ଟାରୁ ପୂର୍ବାହ୍ନ ସାଢେ ୧୦ଟା ପର୍ଯ୍ୟନ୍ତ କ୍ଲାସ ହେବ। ରବିବାର ପୂର୍ବଭଳି ଛୁଟି…
Read More...