banner
Breaking
Browsing Category

ଶିକ୍ଷା

ଛାତ୍ରଛାତ୍ରୀ ନିଜ ସ୍କୁଲରେ ଦେବେ ମାଟ୍ରିକ ପରୀକ୍ଷା।

ଭୁବନେଶ୍ୱର,୨୨/୧(ଓଡ଼ିଆ ନ୍ୟୁଜ) କରୋନା ଯୋଗୁଁ ଯେଭଳି ମାଟ୍ରିକ ଛାତ୍ରଛାତ୍ରୀ ଅସୁବିଧା ନଭୋଗିବେ ସେଥିପାଇଁ ଏଥର ନିଜ ସ୍କୁଲରେ ସମସ୍ତ ପରୀକ୍ଷାର୍ଥୀ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ୍‌ ପରୀକ୍ଷାକୁ ଶୃଙ୍ଖଳିତ…
Read More...

ମାଟ୍ରିକ ପିଲାଙ୍କୁ ମାଗଣାରେ ମିଳିବ ୭୦୦ ପୃଷ୍ଠାର ପରୀକ୍ଷା ଦର୍ପଣ : ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୨୧।୧(ଓଡ଼ିଆ ନ୍ୟୁଜ): ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ଫର୍ମ ପୂରଣ ଦେୟ ମୁଖ୍ୟମନ୍ତ୍ରୀ ଛାଡ କରିଥିବା ବେଳେ କମ୍ ସମୟ ମଧ୍ୟରେ ପିଲାମାନଙ୍କୁ ପ୍ରସ୍ତୁତି ହେବା ପାଇଁ ସରକାର ମାଗଣାରେ ‘ପରୀକ୍ଷା ଦର୍ପଣ’ ବହି ଯୋଗାଇ ଦେବେ। ଏଥିରେ ସମ୍ଭାବ୍ୟ…
Read More...

୨୦ରେ ପ୍ରକାଶ ପାଇବ ମେଧା ତାଲିକା।

ଭୁବନେଶ୍ୱର, ୧୭ା୧ (ଓଡ଼ିଆ ନ୍ୟୁଜ): ରାଜ୍ୟରେ ବିଶ୍ୱବିଦ୍ୟାଳୟ, ସ୍ୱୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରୀ କଲେଜମାନଙ୍କରେ ପିଜି ସ୍ପଟ୍ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇଛି । ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ଚଳିତ ମାସ ୧୬ରୁ ୨୦ ତାରିଖ ମଧ୍ୟରେ ନିର୍ଦ୍ଧାରିତ…
Read More...

ମାଟ୍ରିକ ପରୀକ୍ଷା ଫି ଛାଡ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

ଭୁବନେଶ୍ୱର,୧୨/୧(ଓଡ଼ିଆ ନ୍ୟୁଜ):ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ୍‌ ପରୀକ୍ଷା ଫି’ ଛାଡ଼ ନେଇ ଘୋଷଣା କରିଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍‌ ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ଛାତ୍ର…
Read More...

ବିସ୍ଥାପିତ ଛାତ୍ରଛାତ୍ରୀଙ୍କୁ ମିଳିବ ସୁବିଧା ସୁଯୋଗ।

ନୂଆଦିଲ୍ଲୀ,(ବ୍ୟୁରୋ): କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ବିସ୍ଥାପିତ ଛାତ୍ରଛାତ୍ରୀମାନଙ୍କୁ ଚିହ୍ନଟ କରିବା, ଆଡ୍‍ମିଶନ କରାଇବା ଏବଂ ସେମାନଙ୍କ ଶିକ୍ଷା ବ୍ୟବସ୍ଥା ଜାରି ରଖିବା ଉଦ୍ଦେଶ୍ୟରେ ନିର୍ଦ୍ଦେଶାବଳୀ ଜାରି କରିଛି। ମନ୍ତ୍ରଣାଳୟ କହିଛି, କରୋନା ମହାମାରୀ ଯୋଗୁଁ ବିଦ୍ୟାଳୟ ଶିକ୍ଷାରୁ…
Read More...

ଆଉ କମିବ ନାହିଁ ସ୍କୁଲ ସିଲାବସ୍ : ସମୀର ଦାଶ

ଭୁବନେଶ୍ୱର,(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁଆରୀ ୮ ରେ ସ୍କୁଲଗୁଡିକ ଖୋଲିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସ୍କୁଲ ଖୋଲିଲେ କେମିତି କେମିତି ପାଠପା ହେବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୋଟିଏ ସେକ୍ସନରେ…
Read More...

ମାଟ୍ରିକ ପରୀକ୍ଷା କେତେ ମାର୍କ ହେବ ଓ କେଉଁଠୁ କେତେ ପଡିବ ଜାଣନ୍ତୁ।

ଭୁବନେଶ୍ୱର, ୩ା୧ (ବ୍ୟୁରୋ):ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀ ୮୦ ମାର୍କର ପରୀକ୍ଷା ଦେବେ । ପରୀକ୍ଷା ସରିବାର ୪୫ରୁ ୫୦ ଦିନ ମଧ୍ୟରେ ଫଳାଫଳ ପ୍ରକାଶ ପାଇବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ତେବେ ୫୦ ମାର୍କ ଅବଜେକଟିଭ ଓ ୩୦ ମାର୍କ ସବଜେକଟିଭ ରହିବ ।…
Read More...

୧୧ରୁ ଖୋଲିବ କଲେଜ।

ଭୁବନେଶ୍ୱର,୩।୧(ବ୍ୟୁରୋ) : ଚଳିତମାସ ୧୧ ତାରିଖରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତା ୧୧ରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଲୟ ଖୋଲିବା ସହ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ପାଠପଢ଼ା ଚାଲିବ। ମାର୍ଚ୍ଚ ୩୧ ମଧ୍ୟରେ…
Read More...

ଜାନୁଆରୀ ୮ରୁ ଖୋଲିବ ସ୍କୁଲ। ମେ’ ୩ରୁ ଦଶମ ଶ୍ରେଣୀ ଓ ୧୫ରୁ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା।

ଭୁବନେଶ୍ୱର,୨/୧(ଓଡ଼ିଆ ନ୍ୟୁଜ) : କୋଭିଡ୍‌ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବାବେଳେ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି। ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠପଢ଼ିବାକୁ ଯିବେ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ…
Read More...

ମେ ୪ ରୁ ସିବିଏସ ଇ ପରୀକ୍ଷା।

ନୂଆଦିଲ୍ଲୀ,୧/୧(ଓଡ଼ିଆ ନ୍ୟୁଜ)-ମେ’ ୪ରୁ ଆରମ୍ଭ ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ସେହିପରି ଜୁନ ୧୦…
Read More...